Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନଦୀକୂଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ଧରୁଆଡ଼ିହିରୁ ଧରାପଡ଼ିଲେ ଅଭିଯୁକ୍ତ
ଆଜିର ଖବର

ନଦୀକୂଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ଧରୁଆଡ଼ିହିରୁ ଧରାପଡ଼ିଲେ ଅଭିଯୁକ୍ତ

June 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୁନ୍ଦରଗଡ଼: ସୁନ୍ଦରଗଡ଼ର ଧରୁଆଡ଼ିହି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ଘଟଣାରେ ପୁଲିସ ତ୍ୱରିତ ପଦକ୍ଷେପ ନେଇଛି। ଅଭିଯୋଗ ମିଳିବାର ମାତ୍ର ୫ ଘଣ୍ଟା ମଧ୍ୟରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ ନାବାଳିକା ଜଣକ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ୩ ଯୁବକ ତାଙ୍କୁ ଅପହରଣ କରି ଗଣଦୁଷ୍କର୍ମ କରିଥିଲେ।

ଘଟଣା ପରେ ପୀଡିତା ଘରକୁ ଫେରି ପରିବାର ଲୋକଙ୍କୁ ଜଣାଇଥିଲେ। ପରେ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ଦାଖଲ ହୋଇଥିଲା। ପୁଲିସ ପୀଡିତାଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରିବା ସହ ପକ୍ସୋ ଆଇନରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଆଜି ଡାକ୍ତରୀ ପରୀକ୍ଷା ପରେ ଅଭିଯୁକ୍ତମାନଙ୍କୁ କୋର୍ଟଚାଲାଣ କରାଯିବ।

arrest policeaction rape victim
Share. Facebook Twitter LinkedIn Email WhatsApp Copy Link

Related Posts

ଅଶାନ୍ତ ବ୍ରହ୍ମପୁର : ନାବାଳକକୁ ପିଟିପିଟି ମାରିଦେଲେ

June 17, 2026

କର୍ଣ୍ଣାଟକରେ ପୁଣି ଥରେ ରିସର୍ଟ ରାଜନୀତି: ବିଧାୟକମାନଙ୍କୁ ରିସର୍ଟରେ ରଖିଲା କଂଗ୍ରେସ

June 17, 2026

ଢାବାରେ ନିଆଁ : ୩ ଗୁରୁତର

June 17, 2026

‘ଡାଲିରେ ଆତ୍ମନିର୍ଭର ଭାରତ’ ଲକ୍ଷ୍ୟ ହାସଲ ଉପରେ ବିଶେଷ ଗୁରୁତ୍ୱାରୋପ

June 17, 2026
Latest News

ନଦୀକୂଳରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ଧରୁଆଡ଼ିହିରୁ ଧରାପଡ଼ିଲେ ଅଭିଯୁକ୍ତ

June 17, 2026

ଅଶାନ୍ତ ବ୍ରହ୍ମପୁର : ନାବାଳକକୁ ପିଟିପିଟି ମାରିଦେଲେ

June 17, 2026

କର୍ଣ୍ଣାଟକରେ ପୁଣି ଥରେ ରିସର୍ଟ ରାଜନୀତି: ବିଧାୟକମାନଙ୍କୁ ରିସର୍ଟରେ ରଖିଲା କଂଗ୍ରେସ

June 17, 2026

ଢାବାରେ ନିଆଁ : ୩ ଗୁରୁତର

June 17, 2026

ଆମେରିକା ଆକ୍ରମଣରେ ତିନି ଭାରତୀୟଙ୍କ ମୃତ୍ୟୁ ପ୍ରସଙ୍ଗ: ଟ୍ରମ୍ପଙ୍କୁ ସ୍ପଷ୍ଟ ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.