Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାନ୍ଦିପନି ଚୌଧୁରୀଙ୍କୁ ଇଂରାଜୀ ସାହିତ୍ୟରେ ଡକ୍ଟରେଟ୍ ସମ୍ମାନ
ଆଜିର ଖବର

ସାନ୍ଦିପନି ଚୌଧୁରୀଙ୍କୁ ଇଂରାଜୀ ସାହିତ୍ୟରେ ଡକ୍ଟରେଟ୍ ସମ୍ମାନ

June 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସାନ୍ଦିପନି ଚୌଧୁରୀ
ସାନ୍ଦିପନି ଚୌଧୁରୀଙ୍କୁ ଇଂରାଜୀ ସାହିତ୍ୟରେ ଡକ୍ଟରେଟ୍ ସମ୍ମାନ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ଅନ୍ତର୍ଗତ ସୋସିଆଲ୍ ସାଇନସ୍ ଓ ହ୍ୟୁମାନିଟିଜ୍ ବିଭାଗର ଇଂରାଜୀ ବିଭାଗର ଗବେଷକ ଛାତ୍ର ସାନ୍ଦିପନି ଚୌଧୁରୀଙ୍କୁ ଡକ୍ଟରେଟ୍ ସମ୍ମାନ ପ୍ରଦାନ କରାଯାଇଛି। ତାଙ୍କର ସନ୍ଦର୍ଭଟି ମାଲେସିଆ ବିଶ୍ୱବିଦ୍ୟାଳୟର ପ୍ରଫେସର ନୟନଦିପ୍ ସିଂ କନୱାଲ୍‌ଙ୍କ ଦ୍ୱାରା ଉଚ୍ଚପ୍ରଶଂସିତ ହୋଇଛି। ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ଆମେରିକାର ବିଶିଷ୍ଟ ଔପନ୍ୟାସିକ କୋର୍‌ମାକ୍ ମାର୍କକାର୍ଥିଙ୍କ ଉପନ୍ୟାସର ବର୍ଣ୍ଣନାଧର୍ମୀ ଶୈଳୀ ଉପରେ ଶ୍ରୀ ଚୌଧୁରୀ ଯେଉଁ ମୌଳିକ ଉପାଦେୟ ମୂଳକ ତଥ୍ୟ ଉପସ୍ଥାପନ କରିଛନ୍ତି ତାହା ବେଶ୍ ସୁଦୃଢ଼ ଓ ସଶକ୍ତ ଭିତିଭୂମି ଉପରେ ପ୍ରତିଷ୍ଠିତ ବୋଲି ଶ୍ରୀ ସିଂ ମତବ୍ୟକ୍ତ କରିଛନ୍ତି।

ହରିୟାନାସ୍ଥ ସେଂଟ୍ରାଲ୍ ୟୁନିଭରସିଟିର ପ୍ରଫେସର୍ ଡକ୍ଟର ତନୁ ଗୁପ୍ତା ସନ୍ଦର୍ଭଟିର ଗୁଣାତ୍ମକ ମୂଲ୍ୟବୋଧ ଓ ନିଷ୍କର୍ଶରେ ମୌଳିକତା ସ୍ପଷ୍ଟ ପରିଲକ୍ଷିତ ହେଉଛି ବୋଲି ମତବ୍ୟକ୍ତ କରିଛନ୍ତି। ଶ୍ରୀ ଚୌଧୁରୀ ସୋଆ ବିଶ୍ୱବିଦ୍ୟାଳୟର ଆସୋସିଏଟ୍ ପ୍ରଫେସର ଡକ୍ଟର ସ୍ୱୟଂପ୍ରଭା ଶତପଥୀଙ୍କ ପ୍ରତ୍ୟେକ ତତ୍ୱାବଧାନରେ ଦୀର୍ଘ ୪ବର୍ଷରୁ ଅଧିକ ସମୟ ଧରି ଗବେଷଣା କରିଆସୁଥିଲେ।

ଏଠାରେ ଉଲ୍ଲେଖଯୋଗ୍ୟଯେ, ସୋଆର ଅନେକ ଛାତ୍ରଛାତ୍ରୀ ସେମାନଙ୍କ ଉଚ୍ଚ ଗବେଷଣା କାର୍ଯ୍ୟ ନିମନ୍ତେ ବିଶ୍ୱର ବହୁ ପ୍ରତିଷ୍ଟିତ ବିଶ୍ୱବିଦ୍ୟାଳୟର ପ୍ରଫେସରଙ୍କ ଦ୍ୱାରା ପ୍ରଶଂସିତ ହୋଇ ବିଶ୍ୱବିଦ୍ୟାଳୟର ଗର୍ବ ଓ ଗୌରବର ପରମ୍ପରା ବଜାୟ ରଖିଛନ୍ତି।

ଆଇଟିଇଆର ଇଂରାଜୀ ବିଭାଗ ଇଂରାଜୀ ସାହିତ୍ୟ ଡକ୍ଟରେଟ୍ ସମ୍ମାନ ଶିକ୍ଷା ଓ ଅନୁସନ୍ଧାନ ସାନ୍ଦିପନି ଚୌଧୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

‘ପିଏମ୍ – ଭିବିଆରୱାଇ’: ପ୍ରାୟ ୨,୪୦୦ କୋଟିର ପ୍ରୋତ୍ସାହନ ରାଶି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

June 17, 2026

ଜି-୭ ଶିଖର ସମ୍ମିଳନୀ ଅବସରରେ ଏଭିଆନ୍‌ରେ ଜର୍ମାନ ଚାନ୍‌ସେଲରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 17, 2026

ବସୁମତି ସ୍ନାନରେ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ

June 17, 2026

ଓଡିଶାରେ ସିଙ୍ଗାପୁର’ର ନିବେଶ ପ୍ରସ୍ତାବ ଗୁଡ଼ିକ କାର୍ଯ୍ୟକାରୀ କରିବା ପାଇଁ ଗଠନ ହେବ SEM

June 17, 2026
Latest News

ସାନ୍ଦିପନି ଚୌଧୁରୀଙ୍କୁ ଇଂରାଜୀ ସାହିତ୍ୟରେ ଡକ୍ଟରେଟ୍ ସମ୍ମାନ

June 17, 2026

‘ପିଏମ୍ – ଭିବିଆରୱାଇ’: ପ୍ରାୟ ୨,୪୦୦ କୋଟିର ପ୍ରୋତ୍ସାହନ ରାଶି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

June 17, 2026

ଜି-୭ ଶିଖର ସମ୍ମିଳନୀ ଅବସରରେ ଏଭିଆନ୍‌ରେ ଜର୍ମାନ ଚାନ୍‌ସେଲରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 17, 2026

ବସୁମତି ସ୍ନାନରେ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ

June 17, 2026

ଓଡିଶାରେ ସିଙ୍ଗାପୁର’ର ନିବେଶ ପ୍ରସ୍ତାବ ଗୁଡ଼ିକ କାର୍ଯ୍ୟକାରୀ କରିବା ପାଇଁ ଗଠନ ହେବ SEM

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.