Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗିରଫ ଭୟରେ ଚିଦାମ୍ବରମ୍‌ ନିଖୋଜ : ସିବିଆଇ ନିରାଶ
ଆଜିର ଖବର

ଗିରଫ ଭୟରେ ଚିଦାମ୍ବରମ୍‌ ନିଖୋଜ : ସିବିଆଇ ନିରାଶ

August 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଦମ୍ବରମ୍
"ମୁଁ ଜଣେ ମାନସିକ ନକ୍ସଲ ହୋଇଥିବାରୁ ଗର୍ବିତ": ପ୍ରଧାନମନ୍ତ୍ରୀଙ୍କୁ ଜବାବ ଦେଲେ ଚିଦାମ୍ବରମ୍

ଗିରଫ ହେବାରୁ ରକ୍ଷା ପାଇବା ପାଇଁ ଫୋନ୍‌ ସ୍ୱିଚ୍‌ ଅଫ୍‌ କରି ଫେରାର ହୋଇଯାଇଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ । ଆଇଏନ୍‌ଏକ୍ସ ମିଡିଆ ମାମଲାରେ ଗିରଫ ନ ହେବା ପାଇଁ ଆଗୁଆ ଜାମିନ୍‌ ଆବେଦନ ଦିଲ୍ଲୀ ହାଇକୋର୍ଟରେ ଖାରଜ ହୋଇଯିବା ପରେ ସେ ଏପରି କରିଥିବା କୁହାଯାଉଛି । ଆଜି ବିଚାରପତି ଜଷ୍ଟିସ୍‌ ସୁନୀଲ ଗୌର ଏହି ରାୟ ଦେବା ପରେ ଚିଦାମ୍ବରମ୍‌ଙ୍କୁ ଗିରଫ କରିବାକୁ ଯାଇଥିବା ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚିଦାମ୍ବରମ୍‌ଙ୍କ ଘରୁ ଖାଲି ହାତରେ ଫେରିଛନ୍ତି । ସୂଚନାଯୋଗ୍ୟ ଯେ, ଚିଦାମ୍ବରମ୍‌ଙ୍କ ନାମରେ ଉଭୟ ଇଡି ଓ ସିବିଆଇ ତଦନ୍ତ କରୁଛନ୍ତି। ତେଣୁ ସେ ଉଭୟ ତଦନ୍ତକାରୀ ସଂସ୍ଥାର ଗିରଫଦାରୀରୁ ବଞ୍ଚିବା ପାଇଁ କୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ । କିନ୍ତୁ ଏହା ଖାରଜ ହେବା ପରେ ସନ୍ଧ୍ୟାରେ ପ୍ରଥମେ ସିବିଆଇ ଟିମ୍‌ ଏବଂ ଇଡି ଟିମ୍‌ ଚିଦାମ୍ବରମ୍‌ଙ୍କ ଜୋରବାଗ୍‌ସ୍ଥିତ ବାସଭାବନଠାରେ ପହଞ୍ଚିଥିଲେ । କିନ୍ତୁ ସେ ଘରେ ନଥିବାରୁ ଉଭୟ ଟିମ୍‌ଙ୍କୁ ନିରାଶ ହେବାକୁ ପଡ଼ିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ୟୁନିଫାଏଡ ଅଟୋମେସନ ବ୍ୟବସ୍ଥା ଅନଲାଇନ ଉପସ୍ଥାନକୁ ଶିକ୍ଷକ ସଂଘର ବିରୋଧ

August 21, 2026

ମାଷ୍ଟରକ୍ୟାଣ୍ଟିନ ହିଂସାକାଣ୍ଡ: କ୍ଷମା ମାଗିଲା ଅନଲାଇନ ଡ୍ରାଇଭର ସଂଘ

August 21, 2026

ଓଲଟିଲା ପିକଅପ : ୧୦ ଶ୍ରମିକ ଗୁରୁତର

August 21, 2026

ଓଡ଼ିଶାର ଏସଆଇଆର ମଡେଲକୁ ଗ୍ରହଣ କରିବ ମହାରାଷ୍ଟ୍ର: ମୁଖ୍ୟ ନିର୍ବାଚନ ଅଧିକାରୀ

August 21, 2026
Latest News

ୟୁନିଫାଏଡ ଅଟୋମେସନ ବ୍ୟବସ୍ଥା ଅନଲାଇନ ଉପସ୍ଥାନକୁ ଶିକ୍ଷକ ସଂଘର ବିରୋଧ

August 21, 2026

ମାଷ୍ଟରକ୍ୟାଣ୍ଟିନ ହିଂସାକାଣ୍ଡ: କ୍ଷମା ମାଗିଲା ଅନଲାଇନ ଡ୍ରାଇଭର ସଂଘ

August 21, 2026

ଓଲଟିଲା ପିକଅପ : ୧୦ ଶ୍ରମିକ ଗୁରୁତର

August 21, 2026

ଓଡ଼ିଶାର ଏସଆଇଆର ମଡେଲକୁ ଗ୍ରହଣ କରିବ ମହାରାଷ୍ଟ୍ର: ମୁଖ୍ୟ ନିର୍ବାଚନ ଅଧିକାରୀ

August 21, 2026

ବନ୍ଦେ ମାତରମ୍ ପ୍ରସଙ୍ଗ: କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.