Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରହ୍ମପୁର: ଜୁନ ୨୧ ରେ ଭବ୍ୟ ସମାରୋହରେରେ ପାଳିତ ହେବ “ବିଶ୍ୱ ଯୋଗ ଦିବସ – ୨୦୨୬”
ଆଜିର ଖବର

ବ୍ରହ୍ମପୁର: ଜୁନ ୨୧ ରେ ଭବ୍ୟ ସମାରୋହରେରେ ପାଳିତ ହେବ “ବିଶ୍ୱ ଯୋଗ ଦିବସ – ୨୦୨୬”

June 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବ୍ରହ୍ମପୁର
ବ୍ରହ୍ମପୁର: ଜୁନ ୨୧ ରେ ଭବ୍ୟ ସମାରୋହରେରେ ପାଳିତ ହେବ "ବିଶ୍ୱ ଯୋଗ ଦିବସ - ୨୦୨୬"

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ନୀଳକଣ୍ଠ ନଗର, ବ୍ରିଟ୍ କଲୋନୀସ୍ଥିତ ବିବେକାନନ୍ଦ କେନ୍ଦ୍ର କନ୍ୟାକୁମାରୀ, ବ୍ରହ୍ମପୁର ଶାଖା କାର୍ଯ୍ୟାଳୟରେ ଆଜି “ଆନ୍ତର୍ଜାତୀୟ ଯୋଗ ଦିବସ–୨୦୨୬” ଉପଲକ୍ଷେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରାକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏହି ବୈଠକରେ ଆୟୋଜକ କମିଟିର ଅଧ୍ୟକ୍ଷ ସୁଶାନ୍ତ କୁମାର ସାବତ, ସଂଯୋଜକ ଡ଼ାକ୍ତର ସମରେନ୍ଦ୍ର କୁମାର ସାହୁ, ସହ-ସଂଯୋଜକ ଡ଼ାକ୍ତର ଶଙ୍କର ମାଝୀ, ବିଭାଗ ସଂଗଠିକା ନୀଲାକ୍ଷୀ ଦିଦି, ବିବେକାନନ୍ଦ କେନ୍ଦ୍ରର ନଗର ପ୍ରମୁଖ କେଦାରନାଥ ପଣ୍ଡା, ଦେବବ୍ରତ ଦେବଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଆସନ୍ତା ଜୁନ୍ ୨୧ ତାରିଖ ୨୦୨୬ ତାରିଖ (ରବିବାର ଦିନ) ସ୍ଥାନୀୟ ମହାତ୍ମା ଗାନ୍ଧୀ କ୍ରୀଡ଼ାଙ୍ଗନ, ବ୍ରହ୍ମପୁର ଠାରେ ପ୍ରାତଃ ୬ ଘଣ୍ଟାରୁ ୮ ଘଣ୍ଟା ପର୍ଯ୍ୟନ୍ତ “ଆନ୍ତର୍ଜାତୀୟ ଯୋଗ ଦିବସ–୨୦୨୬” କୁ ଏକ ଭବ୍ୟ, ସୁସଂଗଠିତ ଓ ଐତିହାସିକ ସମାରୋହ ମାଧ୍ୟମରେ ପାଳନ କରିବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଛି।

ବୈଠକରେ ସୂଚନା ଅନୁଯାୟୀ, ଏହି ମହାନ କାର୍ଯ୍ୟକ୍ରମର ସଫଳ ଆୟୋଜନ ପାଇଁ ବ୍ରହ୍ମପୁର ପୌର ନିଗମ ପକ୍ଷରୁ ସହଯୋଗ ପ୍ରଦାନ ମିଳିବା ସହ କାର୍ଯ୍ୟକ୍ରମରେ ସକ୍ରିୟ ଭାଗୀଦାର ହେବା ପାଇଁ ସହମତି ପ୍ରକାଶ ପାଇଛି।

"ବିଶ୍ୱ ଯୋଗ ଦିବସ - ୨୦୨୬" ଜୁନ ୨୧ ତାରିଖ ନୀଳକଣ୍ଠ ନଗର ବ୍ରହ୍ମପୁର ବ୍ରିଟ୍ କଲୋନୀ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଇମ୍ସ ସ୍କୋୟାରରେ ଗୁଳିକାଣ୍ଡ

June 19, 2026

ଚିଲିକା ହ୍ରଦରେ ଥିବା କାଙ୍କଣଶିଖରୀ ପାଇବ ନୂଆ ରୂପ, ପରିଦର୍ଶନ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

June 19, 2026

ଉଦ୍ଧବ ଠାକରେ ପାଇଁ ଅଗ୍ନିପରୀକ୍ଷା: ଦଳ ରହିବ କି ଭାଙ୍ଗିବ?

June 19, 2026

ଦୟାଲ ଗଙ୍ଗୱାରଙ୍କ ବିରୋଧରେ ବଡ଼ ଖୁଲାସା

June 19, 2026
Latest News

ବ୍ରହ୍ମପୁର: ଜୁନ ୨୧ ରେ ଭବ୍ୟ ସମାରୋହରେରେ ପାଳିତ ହେବ “ବିଶ୍ୱ ଯୋଗ ଦିବସ – ୨୦୨୬”

June 19, 2026

ଟେଲିଗ୍ରାମର ଆବେଦନ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ: ଜୁନ୍ ୨୨ ଯାଏଁ ଜାରି ରହିବ ବ୍ୟାନ୍

June 19, 2026

ଟାଇମ୍ସ ସ୍କୋୟାରରେ ଗୁଳିକାଣ୍ଡ

June 19, 2026

ଚିଲିକା ହ୍ରଦରେ ଥିବା କାଙ୍କଣଶିଖରୀ ପାଇବ ନୂଆ ରୂପ, ପରିଦର୍ଶନ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

June 19, 2026

ଉଦ୍ଧବ ଠାକରେ ପାଇଁ ଅଗ୍ନିପରୀକ୍ଷା: ଦଳ ରହିବ କି ଭାଙ୍ଗିବ?

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.