Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପୁରୀରେ ଚାଞ୍ଚଲ୍ୟ: ହୋଟେଲ ମାଲିକଙ୍କୁ ହତ୍ୟା 
ଅପରାଧ

ପୁରୀରେ ଚାଞ୍ଚଲ୍ୟ: ହୋଟେଲ ମାଲିକଙ୍କୁ ହତ୍ୟା 

June 24, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ: ପୁରୀର ବଳିଆପଣ୍ଡା ଅଞ୍ଚଳରେ ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଜଣେ ହୋଟେଲ ମାଲିକଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ଘଟଣା ପରେ ଅଞ୍ଚଳରେ ଉତ୍ତେଜନା ଓ ଚର୍ଚ୍ଚାର ମାହୋଲ ସୃଷ୍ଟି ହୋଇଛି।

ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ପରବର୍ତ୍ତୀ ତଦନ୍ତ ପାଇଁ ମୃତଦେହକୁ ବ୍ୟବଛେଦ ନିମନ୍ତେ ପଠାଯାଇଛି। ପ୍ରାଥମିକ ତଦନ୍ତରେ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି।

ସୂଚନା ଅନୁଯାୟୀ, ଏହି ଘଟଣାରେ ହୋଟେଲର କର୍ମଚାରୀଙ୍କ ସମ୍ପୃକ୍ତି ଥାଇପାରେ ବୋଲି ପୁଲିସ ସନ୍ଦେହ କରୁଛି। ତେବେ ହତ୍ୟାର ପ୍ରକୃତ କାରଣ କଣ ଏବଂ କେଉଁ ପରିସ୍ଥିତିରେ ଏହି ଅପରାଧ ଘଟିଲା, ସେନେଇ ତଦନ୍ତ ଜାରି ରହିଛି। ପୁଲିସର ତଦନ୍ତ ପରେ ହତ୍ୟାକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଆଶା କରାଯାଉଛି।

ପୁରୀରେ ଚାଞ୍ଚଲ୍ୟ ହୋଟେଲ ମାଲିକଙ୍କୁ ହତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ବୁଥ ସଭାପତିଙ୍କୁ ହତ୍ୟା

June 24, 2026

ଝାରପଡ଼ା ଜେଲ୍‌ରେ ବ୍ରାଉନ୍‌ସୁଗାର୍‌ କାଣ୍ଡ! ୭ କଏଦୀ ଅସୁସ୍ଥ, ୩ ଜଣଙ୍କ ଅବସ୍ଥା ଗୁରୁତର

June 24, 2026

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026
Latest News

ପୁରୀରେ ଚାଞ୍ଚଲ୍ୟ: ହୋଟେଲ ମାଲିକଙ୍କୁ ହତ୍ୟା 

June 24, 2026

ବିଜେପି ବୁଥ ସଭାପତିଙ୍କୁ ହତ୍ୟା

June 24, 2026

ଝାରପଡ଼ା ଜେଲ୍‌ରେ ବ୍ରାଉନ୍‌ସୁଗାର୍‌ କାଣ୍ଡ! ୭ କଏଦୀ ଅସୁସ୍ଥ, ୩ ଜଣଙ୍କ ଅବସ୍ଥା ଗୁରୁତର

June 24, 2026

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.