Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁର ମଣିନାଗ ପୀଠରେ ବୁଦ୍ଧିଜୀବୀ ସମ୍ମିଳନୀ: ଯୋଗଦେଲେ ବାଚସ୍ପତି
ଆଜିର ଖବର

ରଣପୁର ମଣିନାଗ ପୀଠରେ ବୁଦ୍ଧିଜୀବୀ ସମ୍ମିଳନୀ: ଯୋଗଦେଲେ ବାଚସ୍ପତି

June 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରଣପୁର ମଣିନାଗ ପୀଠରେ ବୁଦ୍ଧିଜୀବୀ ସମ୍ମିଳନୀ: ଯୋଗଦେଲେ ବାଚସ୍ପତି
ରଣପୁର ମଣିନାଗ ପୀଠରେ ବୁଦ୍ଧିଜୀବୀ ସମ୍ମିଳନୀ: ଯୋଗଦେଲେ ବାଚସ୍ପତି

ରଣପୁର: ରଣପୁର ଏନଏସି ସ୍ଥିତ ମା ମଣିନାଗଙ୍କ ପୀଠରେ ଥିବା ସମ୍ମିଳନୀ କକ୍ଷରେ ଓଡ଼ିଶାର ବାଚସ୍ପତି ତଥା ରଣପୁରର ବିଧାୟିକା ସୁରମା ପାଢ଼ୀଙ୍କ ଅଧକ୍ଷତାରେ ଏକ ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରଣପୁର ଅଞ୍ଚଳରେ ଦୁଇ ବର୍ଷର ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ବାଚସ୍ପତି ଶ୍ରୀମତୀ ପାଢ଼ୀ ବିସ୍ତୃତ ଆଲୋଚନା କରିଥିଲେ।

ଏହି କାର୍ଯ୍ୟକ୍ରମ ଅନ୍ୟତମ ଅତିଥିଭାବେ ନୟାଗଡ ଜିଲ୍ଲା ଯୋଜନା ବୋଡ଼ ଅଧକ୍ଷ ଦୁଷ୍ମନ୍ତ କୁମାର ସ୍ୱାଇଁ, ପ୍ରବକ୍ତା ସୁଦୀପ୍ତ କୁମାର ରାୟ, ଏନଏସି ଅଧକ୍ଷା ରଙ୍ଗୀନ ମହାନ୍ତି, ସମାଜ ସେଵୀ ପରେଶ ଚନ୍ଦ୍ର ମିଶ୍ର ଓ ସ୍ୱରାଜ ମହାନ୍ତି ପ୍ରମ୍ମୁଖ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା ବକ୍ତବ୍ୟ ରଖିଥିଲେ।

ଏହି କାର୍ଯ୍ୟକ୍ରମରେ ବହୁ ଆଇନଜୀବୀ, ସାମ୍ବାଦିକ, ଶିକ୍ଷାବିତଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇ ରଣପୁରର ବିଭିନ୍ନ ସମସ୍ୟା ସମ୍ପର୍କରେ ନିଜନିଜର ପ୍ରସ୍ତାବ ରଖିଥିଲେ।

ବୁଦ୍ଧିଜୀବୀ ସମ୍ମିଳନୀ ମଣିନାଗ ପୀଠ ମା’ ମଣିନାଗ ରଣପୁର ସୁରମା ପାଢ଼ୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ଏବଂ ଲୋକମାନ୍ୟ ତିଲକ ମଧ୍ୟରେ ସ୍ପେଶାଲ୍ ଟ୍ରେନ୍ ଚଳାଇବ ପୂର୍ବତଟ ରେଳପଥ

June 25, 2026

ଜିଓ ସାୱନ ପକ୍ଷରୁ ‘ମ୍ୟୁଜିକ୍ ପ୍ରୋଫାଇଲ୍‌’ ଶୁଭାରମ୍ଭ

June 25, 2026

୩ଟି ଫର୍ମାଟରେ ନମ୍ବର-୧ ଅଲରାଉଣ୍ଡର କିଏ?: ଦେଖନ୍ତୁ ICC ରାଙ୍କିଙ୍ଗ

June 25, 2026

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଉଠାଇଲେ ସମସ୍ତ ଏଲପିଜି କଟକଣା

June 25, 2026
Latest News

ରଣପୁର ମଣିନାଗ ପୀଠରେ ବୁଦ୍ଧିଜୀବୀ ସମ୍ମିଳନୀ: ଯୋଗଦେଲେ ବାଚସ୍ପତି

June 25, 2026

ଭୁବନେଶ୍ୱର ଏବଂ ଲୋକମାନ୍ୟ ତିଲକ ମଧ୍ୟରେ ସ୍ପେଶାଲ୍ ଟ୍ରେନ୍ ଚଳାଇବ ପୂର୍ବତଟ ରେଳପଥ

June 25, 2026

ରାମ ମନ୍ଦିର ଦାନ ଚୋରି ମାମଲା: ୬ ରୁ ଅଧିକ ଲୋକଙ୍କ ବିରୁଦ୍ଧରେ ମାମଲା ରୁଜୁ

June 25, 2026

ଜିଓ ସାୱନ ପକ୍ଷରୁ ‘ମ୍ୟୁଜିକ୍ ପ୍ରୋଫାଇଲ୍‌’ ଶୁଭାରମ୍ଭ

June 25, 2026

୩ଟି ଫର୍ମାଟରେ ନମ୍ବର-୧ ଅଲରାଉଣ୍ଡର କିଏ?: ଦେଖନ୍ତୁ ICC ରାଙ୍କିଙ୍ଗ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.