Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିଡ଼ ନିୟନ୍ତ୍ରଣ ପାଇଁ ବଡ଼ ପଦକ୍ଷେପ: ବିଭିନ୍ନ ଟ୍ରେନରେ ବଢିଲା କୋଚ୍ ସଂଖ୍ୟା
ଆଜିର ଖବର

ଭିଡ଼ ନିୟନ୍ତ୍ରଣ ପାଇଁ ବଡ଼ ପଦକ୍ଷେପ: ବିଭିନ୍ନ ଟ୍ରେନରେ ବଢିଲା କୋଚ୍ ସଂଖ୍ୟା

June 26, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସ୍ପେଶାଲ ଟ୍ରେନ୍
ଭିଡ଼ ନିୟନ୍ତ୍ରଣ ପାଇଁ ବଡ଼ ପଦକ୍ଷେପ: ବିଭିନ୍ନ ଟ୍ରେନରେ ବଢିଲା କୋଚ୍ ସଂଖ୍ୟା

ଭୁବନେଶ୍ୱର: ଯାତ୍ରୀମାନଙ୍କୁ ଅଧିକ ଆରାମଦାୟକ ଯାତ୍ରା ସୁବିଧା ଯୋଗାଇ ଦେବା ଏବଂ ଆଗାମୀ ସପ୍ତାହରେ ଯାତ୍ରୀମାନଙ୍କ ବଢ଼ୁଥିବା ଭିଡ଼କୁ ଦୃଷ୍ଟିରେ ରଖି, ଭାରତୀୟ ରେଳବାଇ ପକ୍ଷରୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ ଟ୍ରେନରେ ଅସ୍ଥାୟୀ ଭାବେ ଅତିରିକ୍ତ କୋଚ୍ ସଂଯୋଗ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ଅସ୍ଥାୟୀ କୋଚ୍ ସଂଯୋଗ ସମ୍ବନ୍ଧୀୟ ବିବରଣୀ ନିମ୍ନରେ ଦିଆଗଲା:

ଟ୍ରେନ ନଂ ୧୨୮୩୭ ହାୱଡ଼ା–ପୁରୀ ଏକ୍ସପ୍ରେସ ୨୭ ଜୁନ୍ ୨୦୨୬ ରୁ ୩ ଜୁଲାଇ ୨୦୨୬ ପର୍ଯ୍ୟନ୍ତ ଗୋଟିଏ ଅତିରିକ୍ତ ସ୍ଲିପର କ୍ଲାସ କୋଚ୍ ସହିତ ଚଳାଚଳ କରିବ।

ସେହିପରି, ଟ୍ରେନ ନଂ ୧୮୦୩୯ ଶାଲିମାର–ପୁରୀ ଏକ୍ସପ୍ରେସରେ ୨୮ ଜୁନ୍ ୨୦୨୬ ରେ ଗୋଟିଏ ଅତିରିକ୍ତ ସ୍ଲିପର କ୍ଲାସ କୋଚ୍ ବୃଦ୍ଧି କରାଯିବ।

ଟ୍ରେନ ନଂ ୧୮୦୪୫ ଶାଲିମାର–ଚର୍ଲାପଲ୍ଲୀ ଏକ୍ସପ୍ରେସ ୨୭ ଜୁନ୍ ୨୦୨୬ ରୁ ୩ ଜୁଲାଇ ୨୦୨୬ ପର୍ଯ୍ୟନ୍ତ ଗୋଟିଏ ଅତିରିକ୍ତ ଏସି ୩-ଟାୟାର କୋଚ୍ ସହିତ ଚଳାଚଳ କରିବ ।

ଟ୍ରେନ ନଂ ୧୮୦୬୩ ସାନ୍ତ୍ରାଗାଛି–ୟେଲାହାଙ୍କା ଏକ୍ସପ୍ରେସ ୨ ଜୁଲାଇ ୨୦୨୬ ରେ ଗୋଟିଏ ଅତିରିକ୍ତ ଏସି ୩-ଟାୟାର କୋଚ୍ ବୃଦ୍ଧି କରାଯିବ।

ଟ୍ରେନ ନଂ ୧୮୧୦୭ ରାଉରକେଲା–ଜଗଦଲପୁର ଏକ୍ସପ୍ରେସ: ୨୮ ଜୁନ୍ ୨୦୨୬ ରେ ଗୋଟିଏ ଅତିରିକ୍ତ ସ୍ଲିପର କ୍ଲାସ କୋଚ୍ ସହିତ ଚଳାଚଳ କରିବ ।

ଏହି ଅସ୍ଥାୟୀ କୋଚ୍ ବୃଦ୍ଧି ଫଳରେ ଗୁରୁତ୍ୱପୂର୍ଣ୍ଣ ରୁଟ୍‌ରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କୁ ଅଧିକ ବର୍ଥ ଉପଲବ୍ଧ ହେବ ଏବଂ ଏହି ସମୟ ମଧ୍ୟରେ ବଢୁଥିବା ଯାତ୍ରା ଚାହିଦାକୁ ପୂରଣ କରିବାରେ ସହାୟକ ହେବ।

ଏକ୍ସପ୍ରେସ ଟ୍ରେନ ବଢିଲା କୋଚ୍ ସଂଖ୍ୟା ଭିଡ଼ ନିୟନ୍ତ୍ରଣ
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶର ପ୍ରତିଷ୍ଠିତ ନ୍ୟୁଜ ଚ୍ୟାନେଲ NDTV 24×7 ର ନାମ ହେଲା ପରିବର୍ତ୍ତନ

August 16, 2026

ଓଡିଶା ପୋଲିସର ଅନ୍ତରୀଣ ମୁଖିଆ ଭାବେ ଦାୟିତ୍ବ ନେଲେ ବିନୟତୋଶ ମିଶ୍ର

August 16, 2026

‘ବନ୍ଦେ ମାତରମ୍’ ପ୍ରତି ଅସମ୍ମାନ?: ସୋନିଆ ଗାନ୍ଧୀଙ୍କ ବିରୋଧରେ ଅଭିଯୋଗ ଦାଖଲ କଲା ବିଜେପି

August 16, 2026

“ମୁଁ ଜଣେ ମାନସିକ ନକ୍ସଲ ହୋଇଥିବାରୁ ଗର୍ବିତ”: ପ୍ରଧାନମନ୍ତ୍ରୀଙ୍କୁ ଜବାବ ଦେଲେ ଚିଦାମ୍ବରମ୍

August 16, 2026
Latest News

ଦେଶର ପ୍ରତିଷ୍ଠିତ ନ୍ୟୁଜ ଚ୍ୟାନେଲ NDTV 24×7 ର ନାମ ହେଲା ପରିବର୍ତ୍ତନ

August 16, 2026

ଓଡିଶା ପୋଲିସର ଅନ୍ତରୀଣ ମୁଖିଆ ଭାବେ ଦାୟିତ୍ବ ନେଲେ ବିନୟତୋଶ ମିଶ୍ର

August 16, 2026

‘ବନ୍ଦେ ମାତରମ୍’ ପ୍ରତି ଅସମ୍ମାନ?: ସୋନିଆ ଗାନ୍ଧୀଙ୍କ ବିରୋଧରେ ଅଭିଯୋଗ ଦାଖଲ କଲା ବିଜେପି

August 16, 2026

“ମୁଁ ଜଣେ ମାନସିକ ନକ୍ସଲ ହୋଇଥିବାରୁ ଗର୍ବିତ”: ପ୍ରଧାନମନ୍ତ୍ରୀଙ୍କୁ ଜବାବ ଦେଲେ ଚିଦାମ୍ବରମ୍

August 16, 2026

WTC ପଏଣ୍ଟ ଟେବୁଲ: ଭାରତକୁ ପଛରେ ପକାଇଲା ବାଂଲାଦେଶ, ଅଷ୍ଟ୍ରେଲିଆକୁ ବଡ଼ କ୍ଷତି

August 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.