Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଜ ଶାବକମାନଙ୍କ ସହ ଜଙ୍ଗଲରେ ଘୁରି ବୁଲୁଛି ବାଘୁଣୀ ଜିନତ: କ୍ୟାମେରାରେ କଏଦ ହେଲା ଦୃଶ୍ୟ
ଆଜିର ଖବର

ନିଜ ଶାବକମାନଙ୍କ ସହ ଜଙ୍ଗଲରେ ଘୁରି ବୁଲୁଛି ବାଘୁଣୀ ଜିନତ: କ୍ୟାମେରାରେ କଏଦ ହେଲା ଦୃଶ୍ୟ

June 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Tigress Zeenat moving with her cubs
Tigress Zeenat moving with her cubs

ଭୁବନେଶ୍ଵର: ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ବାଘୁଣୀ ଜିନତ ତା’ର ଶାବକମାନଙ୍କ ସହ ଜଙ୍ଗଲରେ ଘୁରି ବୁଲୁଥିବାର ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି। ଦୁଇମାସରୁ କମ୍ ବୟସର ଏହି ନବଜାତ ବ୍ୟାଘ୍ର ଶାବକମାନେ ମାଆ ଜିନତ୍ ପଛେ ପଛେ ଅଭୟାରଣ୍ୟରେ ଭ୍ରମଣ କରୁଥିବାର ଦୃଶ୍ୟ ବେଶ୍ ରୋଚକ ହୋଇଛି। ଫଟୋଚିତ୍ରଟି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷ ସାମାଜିକ ଗଣମାଧ୍ୟମରେ ସେୟାର କରିଛନ୍ତି। ମହାରାଷ୍ଟ୍ରର ଟାଡୋବା-ଅନ୍ଧାରୀ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରୁ ସ୍ଥାନାନ୍ତରିତ ହୋଇଥିବା ବାଘୁଣୀ ‘ଜିନତ୍’ ଶିମିଳିପାଳର ଅନୁକୂଳ ପରିବେଶରେ ଜୁନ୍ 2 ତାରିଖରେ ଚାରୋଟି ଶାବକଙ୍କୁ ଜନ୍ମ ଦେଇଥିଲା।

Tigress Zeenat ବ୍ୟାଘ୍ର ଅଭୟାରଣ୍ୟ ଶିମିଳିପାଳ
Share. Facebook Twitter LinkedIn Email WhatsApp Copy Link

Related Posts

ଚଳନ୍ତା ବସ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ୬୦ରୁ ଅଧିକ ଯାତ୍ରୀ

June 28, 2026

ସିନେକ୍ରିଟିକ୍‌ ର ମନୋଜ୍ଞ ସଂଗୀତ ସନ୍ଧ୍ୟା-ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ

June 28, 2026

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026
Latest News

ନିଜ ଶାବକମାନଙ୍କ ସହ ଜଙ୍ଗଲରେ ଘୁରି ବୁଲୁଛି ବାଘୁଣୀ ଜିନତ: କ୍ୟାମେରାରେ କଏଦ ହେଲା ଦୃଶ୍ୟ

June 28, 2026

ଚଳନ୍ତା ବସ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ୬୦ରୁ ଅଧିକ ଯାତ୍ରୀ

June 28, 2026

ସିନେକ୍ରିଟିକ୍‌ ର ମନୋଜ୍ଞ ସଂଗୀତ ସନ୍ଧ୍ୟା-ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ

June 28, 2026

ହଠାତ୍ ବିଦେଶ ଯିବାକୁ ପଡ଼ିଲେ କଣ କରିବେ? ମାତ୍ର ୧ରୁ ୩ ଦିନରେ ପାଇପାରିବେ ପାସପୋର୍ଟ, ଜାଣନ୍ତୁ ପ୍ରକ୍ରିୟା

June 28, 2026

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.