Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗମ୍ଭାରୀମୁଣ୍ଡା ବଜାର କମିଟିର ପୂର୍ବତନ ଉପ-ସଭାପତିଙ୍କ ବିୟୋଗ
ଆଞ୍ଚଳିକ

ଗମ୍ଭାରୀମୁଣ୍ଡା ବଜାର କମିଟିର ପୂର୍ବତନ ଉପ-ସଭାପତିଙ୍କ ବିୟୋଗ

July 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗମ୍ଭାରୀମୁଣ୍ଡା ବଜାର କମିଟିର ପୂର୍ବତନ ଉପ-ସଭାପତିଙ୍କ ବିୟୋଗ
ଗମ୍ଭାରୀମୁଣ୍ଡା ବଜାର କମିଟିର ପୂର୍ବତନ ଉପ-ସଭାପତିଙ୍କ ବିୟୋଗ

ବାଣପୁର: ଖଜୁରିଆ ଗ୍ରାମର ବୟୋଜ୍ୟେଷ୍ଠ ବ୍ୟକ୍ତି ତଥା ଗମ୍ଭାରୀମୁଣ୍ଡା ବଜାର କମିଟିର ପୂର୍ବତନ ଉପ-ସଭାପତି ସୁବଳ ସାହୁଙ୍କର ୮୦ ବର୍ଷ ବୟସରେ ଶୁକ୍ରବାର ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି।

ସ୍ୱର୍ଗତ ସାହୁ ଜଣେ ସରଳ, ମିଷ୍ଟଭାଷୀ, ପରୋପକାରୀ ଓ ସମାଜସେବା ପ୍ରତି ସମର୍ପିତ ବ୍ୟକ୍ତିତ୍ୱ ଥିଲେ। ତାଙ୍କର ସଦ୍‌ବ୍ୟବହାର, ସାମାଜିକ ଦାୟିତ୍ୱବୋଧତା ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ।

ତାଙ୍କ ମରଶରୀରକୁ ଶିକ୍ଷାବିତ୍ କୈଳାସ ଚନ୍ଦ୍ର ସାମନ୍ତସିଂହାର, ବରିଷ୍ଠ ବିଜେପି ନେତା ରମେଶ ଚନ୍ଦ୍ର ସାମନ୍ତସିଂହାର, ଗମ୍ଭାରୀମୁଣ୍ଡା ଗ୍ରାମପଞ୍ଚାୟତର ସରପଞ୍ଚଙ୍କ ପ୍ରତିନିଧି ଚିନ୍ମୟ କୁମାର ପଟ୍ଟନାୟକ, ବରିଷ୍ଠ ଆଇନଜୀବୀ ସଞ୍ଜୟ କୁମାର ରଣସିଂହ, ଦାଶରଥି ସେଠୀ, ଦୟାନିଧି ସାହୁ, ସଞ୍ଜୀବ କୁମାର ସିଂହଦେଓଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି, ବନ୍ଧୁବାନ୍ଧବ, ଖଜୁରିଆ ଗ୍ରାମବାସୀ ଓ ଗମ୍ଭାରୀମୁଣ୍ଡା ବଜାର କମିଟିର ସଦସ୍ୟମାନେ ଉପସ୍ଥିତ ରହି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ପରେ ଗ୍ରାମ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ଜ୍ୟେଷ୍ଠପୁତ୍ର ନାରାୟଣ ସାହୁ ମୁଖାଗ୍ନି ପ୍ରଦାନ କରିଥିଲେ। ଶେଷକୃତ୍ୟ ବେଳେ ପୁତ୍ର, ପୁତ୍ରବଧୂ, ଝିଅ, ଜ୍ବାଇଁ ଏବଂ ପରିବାରର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।

ଆପୋଲୋ ହସ୍ପିଟାଲ ଖଜୁରିଆ ଗ୍ରାମ ଗମ୍ଭାରୀମୁଣ୍ଡା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା

June 30, 2026

ଅଧ୍ୟାପକ ସଂଗ୍ରାମ ସାହୁଙ୍କ ଅକାଳ ବିୟୋଗ: ବାଣପୁର ଅଞ୍ଚଳରେ ଶୋକର ଛାୟା

June 30, 2026

ନାଚୁଣୀରେ ଅଘଟଣ: ୩ ଥର ପଲଟି ବିଲକୁ ଖସିଲା କାର୍

June 27, 2026

ଶ୍ରୀରଙ୍କ ନାଥ ଦେବଙ୍କ ପୀଠରେ ରୁକ୍ମିଣୀ ବିବାହ ସମ୍ପନ୍ନ: ଗୁଆଲି ଯାତ୍ରାରେ ନଗର ପରିକ୍ରମା କରିବେ ଦେବଦମ୍ପତି

June 26, 2026
Latest News

ଗମ୍ଭାରୀମୁଣ୍ଡା ବଜାର କମିଟିର ପୂର୍ବତନ ଉପ-ସଭାପତିଙ୍କ ବିୟୋଗ

July 4, 2026

ଓଡ଼ିଶାରେ ଐତିହାସିକ ଜାପାନୀ ପୁଞ୍ଜିନିବେଶ: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

July 4, 2026

ଲଘୁଚାପ ସକ୍ରିୟ : ପାଞ୍ଚଦିନ ବର୍ଷିବ

July 4, 2026

ଓମ୍ସା ଡାକ୍ତରଙ୍କ ଆନ୍ଦୋଳନ ମଧ୍ୟରେ ରୋଗୀ ସେବାରେ ଆୟୁଷ, ଏମଏଚୟୁ ଓ ଆରବିଏସକେ ଡାକ୍ତର

July 4, 2026

ଲଗାଣ ବର୍ଷାରେ ଧୋଇଗଲା କୁଲିଆପାଲି ବ୍ରିଜ୍‌ର ଡାଇଭର୍ସନ ରାସ୍ତା; ଯାତାୟାତ ଠପ୍, ହଜାର ହଜାର ଲୋକ ହନ୍ତସନ୍ତ

July 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.