Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର କାର୍ଯ୍ୟକାରିତା ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି
ବିଶେଷ ଖବର

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର କାର୍ଯ୍ୟକାରିତା ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

July 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚାଷୀ
Implementation of PMFBY for Kharif 2026 in Odisha

ଭୁବନେଶ୍ଵର: ଖରିଫ ଋତୁରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର କାର୍ଯ୍ୟକାରିତା ନେଇ ରାଜ୍ୟ ସମବାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଯୋଜନାରେ ଚାଷୀଙ୍କୁ ମରୁଡି, ଅନାବୃଷ୍ଟି, ବନ୍ୟା, ବାତ୍ୟା ଇତ୍ୟାଦି ପ୍ରାକୃତିକ ବିପର୍ଯ୍ୟୟ ପାଇଁ ଫସଲ ହାନୀ ହେଲେ ବ୍ୟାପକ ଆର୍ଥିକ ସୁରକ୍ଷା ମିଳିପାରିବ। ଧାନ, ମକା, ଚିନାବାଦାମ, ମାଣ୍ଡିଆ, କପା, ହରଡ, ଅଦା ଓ ହଳଦୀ ଆଦି ଫସଲର ବୀମା କରାଯାଇପାରିବ। ଏଥିନିମନ୍ତେ ନାମ ପଞ୍ଜୀକରଣ ପାଇଁ ଆଧାର ନମ୍ବର ବାଧ୍ୟତାମୂଳକ କରାଯାଇଛି।

ଚାଷୀ ନିଜର ଜମି ପଟ୍ଟା, ବ୍ୟାଙ୍କ ଆକାଉଣ୍ଟ ବିବରଣୀ ଏବଂ ଫସଲ ସମ୍ପର୍କୀତ ଦସ୍ତାବିଜ ପ୍ରସ୍ତୁତ ରଖିବା ନିମନ୍ତେ ସମବାୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ବୀମା ପଞ୍ଜୀକରଣର ଅନ୍ତିମ ତାରିଖ ଚଳିତ ଜୁଲାଇ ୩୧ ତାରିଖ ରଖାଯାଇଛି।

 

Kharif 2026 Odisha PMFBY ଖରିଫ ଋତୁ ପ୍ରକାଶ ପାଇଲା ବିଜ୍ଞପ୍ତି ରାଜ୍ୟ ସମବାୟ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ ଲିଷ୍ଟ: ମନୋନୀତ ହାର ପ୍ରାୟ ୯୩.୦୪%

July 9, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ପ୍ରଥମ ପର୍ଯ୍ୟାୟରେ ହେବ ୨୨୦୦ଟି ସ୍କୁଲ,ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

July 8, 2026

ଓଡ଼ିଶା ଗଭୀର ସମୁଦ୍ର ମତ୍ସ୍ୟପାଳନ ମିଶନ ଦସ୍ତାବିଜର ଉନ୍ମୋଚନ କରିବେ ଉପରାଷ୍ଟ୍ରପତି

July 8, 2026

ଭୁବନେଶ୍ୱରରେ ମତ୍ସ୍ୟ ଏବଂ ଜଳକୃଷି ବିକାଶ ଯୋଜନାକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ

July 8, 2026
Latest News

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର କାର୍ଯ୍ୟକାରିତା ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

July 9, 2026

ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ ଲିଷ୍ଟ: ମନୋନୀତ ହାର ପ୍ରାୟ ୯୩.୦୪%

July 9, 2026

ଆଜି ଜୁଲାଇ ୯ ତାରିଖ ଗୁରୁବାରରେ ଏହି ସାତଟି ରାଶିର ଭାଗ୍ୟ ହେବ ଉଦୟ

July 9, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ପ୍ରଥମ ପର୍ଯ୍ୟାୟରେ ହେବ ୨୨୦୦ଟି ସ୍କୁଲ,ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

July 8, 2026

ଦେଶର ପ୍ରମୁଖ ବିମାନବନ୍ଦରରେ ସୁରକ୍ଷା, ଇମିଗ୍ରେସନ୍ ଓ ଯାତ୍ରୀ ସୁବିଧା ଉପରେ ଗୃହମନ୍ତ୍ରୀଙ୍କ ସମୀକ୍ଷା

July 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.