Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା: ସିଇସି
ଆଜିର ଖବର

ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା: ସିଇସି

July 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Rain
ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା: ସିଇସି

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶା–ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱରସ୍ଥିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ୍ ଟୁ ବି ବିଶ୍ୱବିଦ୍ୟାଳୟ ଅନ୍ତର୍ଗତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୋମବାର ପ୍ରକାଶିତ ବୁଲେଟିନ୍‌ରେ କୁହାଯାଇଛି।

ସିଇସି ପକ୍ଷରୁ କୁହାଯାଇଛି ଯେ, ଏହାର ପ୍ରଭାବରେ ଜୁଲାଇ ୧୪ରୁ ୧୭ ତାରିଖ ମଧ୍ୟରେ ଉତର ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ବ୍ରାହ୍ମଣୀ ଏବଂ ବୈତରଣୀ ନଦୀର ଅବବାହିକା ଅଂଚଳରେ ବର୍ଷାର ପରିମାଣ ଅଧିକ ରହିପାରେ ବୋଲି ସିଇସି ପକ୍ଷରୁ ସୂଚନା ଦିଆଯାଇଛି।

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ବରଗଡ଼, କଟକ, କେନ୍ଦ୍ରାପଡ଼ା ଏବଂ ଖୋର୍ଦ୍ଧା ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ଅନୁଭୂତ ହେବ ବୋଲି ବୁଲେଟିନ୍‌ରେ କୁହାଯାଇଛି।

ସୋମବାର ରାଜ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ସିଇସି।

ଉତ୍ତର ବଙ୍ଗୋପସାଗର ଘୂର୍ଣ୍ଣିବଳୟ ସୃଷ୍ଟି ପ୍ରବଳ ବର୍ଷା ସମ୍ଭାବନା ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁପତ୍ର ତୋଳାଳୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି

July 13, 2026

ଟେକ୍ ମହିନ୍ଦ୍ରା ସହ ସୋଆର ଏମ୍‌ଓୟୁ ସ୍ୱାକ୍ଷର

July 13, 2026

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

July 13, 2026

ପ୍ରଶିକ୍ଷକଙ୍କୁ ହଟାଇବା ପରେ ଏହି ପାଞ୍ଚ ଖେଳାଳିଙ୍କୁ ମୁକ୍ତ କରିପାରେ CSK: ଦେଖନ୍ତୁ ତାଲିକା

July 13, 2026
Latest News

କେନ୍ଦୁପତ୍ର ତୋଳାଳୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି

July 13, 2026

ଟେକ୍ ମହିନ୍ଦ୍ରା ସହ ସୋଆର ଏମ୍‌ଓୟୁ ସ୍ୱାକ୍ଷର

July 13, 2026

ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା: ସିଇସି

July 13, 2026

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

July 13, 2026

ପ୍ରଶିକ୍ଷକଙ୍କୁ ହଟାଇବା ପରେ ଏହି ପାଞ୍ଚ ଖେଳାଳିଙ୍କୁ ମୁକ୍ତ କରିପାରେ CSK: ଦେଖନ୍ତୁ ତାଲିକା

July 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.