Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା
ବିଶେଷ ଖବର

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୁଣ୍ଡିଚା ମନ୍ଦିର
ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

ପୁରୀ: ଆଜି ଏକ ଘଣ୍ଟା ବିଳମ୍ବରେ ଆରମ୍ଭ ହୋଇଥିଲା ରଥଟଣା। ଫଳରେ ରାତି ହୋଇଯିବାରୁ ନିୟମ ଅନୁସାରେ ରଥଟଣା ବନ୍ଦ କରାଯାଇଛି। ବର୍ତ୍ତମାନ ବଳଭଦ୍ରଙ୍କ ରଥ ତାଳଧ୍ବଜ ମାର୍କେଟ ଛକ, ସୁଭଦ୍ରାଙ୍କ ଦର୍ପଦଳନ  ମରିଚିକୋଟ ଛକରେ ଅଟକି ରହିଛି। ପ୍ରଭୃ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସିଂହଦ୍ବାରରୁ ଅଳ୍ପ ଦୂର ଟଣା ହେବାପରେ ସେହିଠାରେ ଅଟକି ରହିଛି। ଆଜି ସନ୍ଧ୍ୟା ୫ଟାରୁ ଆରମ୍ଭ ହୋଇଥିବା ରଥଟଣା କାର୍ଯ୍ୟ ରାତି ପ୍ରାୟ ୭ଟା ୨୫ରେ ବନ୍ଦ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ସୂଚନା ଅନୁସାରେ ଆସନ୍ତାକାଲି ସକାଳ ନଅ ଟା ତିରିଶିରେ ପୁଣି ରଥଟଣା ହେବ। ସେଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରଶାସନ ତରଫରୁ କରାଯାଇଛି।

ଆଜି ପୁରୀରେ ବର୍ଷା ସତ୍ବେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ପ୍ରଭୃଙ୍କ ରଥଟାଣିବା ପାଇଁ ବହୁ ସମୟ ଧରି ଭକ୍ତମାନେ ଅପେକ୍ଷା କରିଥିଲେ। ସକାଳୁ ତିନିଠାକୁରଙ୍କ ପହଣ୍ଡି ବିଜେ କରାଯାଇ ରଥାଋଢ କରାଯାଇଥିଲା। ପ୍ରଥମେ ସୁଦର୍ଶନ ରଥରେ ବିଜେ କରିଥିଲେ। ଏହାପରେ ବଡଭାଇ ବଳଭଦ୍ର, ମା ସୁଭଦ୍ରା ଏବଂ ଶେଷରେ ପ୍ରଭୃ ଜଗନ୍ନାଥ ରଥରେ ବିଜେ କରିଥିଲେ। ବର୍ଷାରେ ଓଦା ହୋଇ ଠାକୁର ରଥ ଉପରେ ବସିଥିଲେ। ଏହାପରେ ଗଜପତି ମହାରାଜାଙ୍କ ଛେରା ପହଁରା ନୀତି ଶେଷ ହେବା ପରେ ରଥଟଣା ଆରମ୍ଭ ହୋଇଥିଲା।

Rath Yatra Rath Yatra 2026 ଗୁଣ୍ଡିଚା ମନ୍ଦିର ପୁରୀ ରଥଯାତ୍ରା ରଥଯାତ୍ରା ରଥଯାତ୍ରା 2026
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ରଥଯାତ୍ରାରେ ପ୍ରବଳ ଭିଡ, ଠେଲାପେଲାରେ ଜଣେ ମୃତ, ଶତାଧିକ ଅସୁସ୍ଥ

July 16, 2026

ପାରଳାଖେମୁଣ୍ଡି ରେଳ ଷ୍ଟେସନର ନବକଳେବର: ଆସନ୍ତାକାଲି ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ

July 16, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.