Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଡ଼ ଏକାଦଶୀରେ ଦ୍ୱୀତିୟ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତ: ରୂପା ବେଶରେ ସଜେଇ ହେଲେ ତିନି ଠାକୁର
ଆଜିର ଖବର

ବଡ଼ ଏକାଦଶୀରେ ଦ୍ୱୀତିୟ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତ: ରୂପା ବେଶରେ ସଜେଇ ହେଲେ ତିନି ଠାକୁର

July 25, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବଡ ଏକାଦଶୀରେ ଦ୍ୱୀତିୟ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତ: ରୂପା ବେଶରେ ସଜେଇ ହେଲେ ତିନି ଠାକୁର
ବଡ ଏକାଦଶୀରେ ଦ୍ୱୀତିୟ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତ: ରୂପା ବେଶରେ ସଜେଇ ହେଲେ ତିନି ଠାକୁର

ରଣପୁର: ଓଡିଶାର ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁରରେ ଆଜି ପବିତ୍ର ବଡ ଏକାଦଶୀରେ ଲକ୍ଷାଧୀକ ଜନସମାଗମ ହୋଇଥିବା ଦେଖିବାକୁ ମିଳିଛି। କିମ୍ବଦନ୍ତୀ ଓ ମାଦଳା ପାଞ୍ଜୀ ଅନୁଯାୟୀ ପୁରୀର ଷୋହଳ କଳାରୁ ରଣପୁରରେ ଗୋଟିଏ କଳା ରହିଛି। ପୁରୀ ଭଳି ରଣପୁରରେ ଚତୁର୍ଦ୍ଧାର୍ମୂିର୍ତ୍ତୀ, ବଡ ଦେଉଳ, ବଡ ଦାଣ୍ଡ ଓ ରଥଯାତ୍ରା ଅନୁଷ୍ଠିତ ହୁଏ। ପୁରୀରେ ଶ୍ରୀ ଜୀଉଙ୍କୁ ଦର୍ଶନ କଲେ ଯେଉଁ ପୂଣ୍ୟ ମିଳେ ରଣପୁରରେ ଦର୍ଶନ କଲେ ସେହି ପୂଣ୍ୟ ମିଳେ ବୋଲି ବିଶ୍ୱାସ ରହିଥିବାରୁ ଏଠାରେ ପ୍ରତିବର୍ଷ ବଡ ଏକାଦଶୀରେ ପ୍ରବଳ ଭିଡ ଜମେ।

ଆଜି ପବିତ୍ର ହରିଶୟନ ଏକାଦଶୀରେ ରଣପୁର ବଡଦାଣ୍ଡ ଭକ୍ତ ମୟ ହୋଇଯାଇଥିଲା। ଦିନତମାମ୍ ମେଘୁଆ ପାଗ ଯୋଗୁ ଦୂର ଦୂରାନ୍ତାରୁ ଭକ୍ତ ମାନେ ଛୁଟି ଆସିଥିଲେ। ବଡଦାଣ୍ଡରେ ଭକ୍ତ ଓ ଭଗବାନ ଙ୍କ ଅପୂର୍ବ ଡୋରି ଦେଖିବାକୁ ମିଳିଥିଲା। ଗୁଣ୍ଡିଚାରେ ବଳଭଦ୍ରଙ୍କ ତାଳଧ୍ୱଜ ଶ୍ରୀମନ୍ଦିର ନିକଟରେ ପହଥିଂଥିଲା। ଜଗନ୍ନାଥଙ୍କ ନନ୍ଦିଘୋଷ ଓ ଶୁଭଦ୍ରା ଙ୍କ ଦେବଦୋଳନ ଗୁଣ୍ଡିଚା ମନ୍ଦିର ନିକଟରେ ଅଟକି ରହିଥିଲା।

ଆଜି ପଚୁଂଦୋଳ ପଡିଆରେ ଭଜନ ସମାରୋହ ଅନୁଷ୍ଟିତ ହୋଇଥିଲା। ଏଥିରେ ପିନାକି ନାୟକ, ସୌରଭ ଭରଦ୍ୱାଜ, ସୌଜନା ରଥ, ସତ୍ୟଜିତ୍‌, ଅର୍ଚ୍ଚନା ଓ ସତ୍ୟନାରାୟଣ ମହାପାତ୍ର ପ୍ରମୁଖ କଣ୍ଠଦାନ କରିଥିଲେ। ଆଜି ବଡଏକାଦଶୀରେ ରଥ ଟଣା ବନ୍ଦ ରହିଥିଲା। ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ଟ୍ରେଜେରିରୁ ସୁନା ଅଳଙ୍କାର କାଢୁ ନଥିବାବେଳେ ତିନି ଠାକୁରଙ୍କୁ ରୁପା ବେଶରେ ସଜ୍ଜିତ କରା ଯାଇଛି। ହସ୍ତ ,ପାଦ ,କିରଟି ,ଶଂଙ୍ଖ , ଚକ୍ର , ଗଦା , ସାଙ୍ଗକୁ ବିଭିନ୍ନ ଫୁଲରେ ଶ୍ରୀଜିଉ ମାନଙ୍କୁ ଦେଖିବାକୁ ମିଳିଛି। ଏପରିକି ତିନି ରଥରେ ଶ୍ରୀଜିଉଙ୍କୁ ଦର୍ଶନ କରିବାପାଇଁ ଲମ୍ବା ଧାଡି ଲାଗିରହିଥିବା ଦେଖିବାକୁ ମିଳିଛି। ପାଗ ଯାହାହଉନା କାହିଁକି ଭକ୍ତ ସଂଖ୍ୟା ବଢିଥିବା ଦେଖିବାକୁ ମିଳିଛି।

ଆଜି ବଡଏକାଦଶୀରେ ବିଶେଷ କରି ବୃଦ୍ଦ ଓ ବୃଦ୍ଦା ଦର୍ଶନ କରିବାକୁ ଆସିଛନ୍ତି। ଦିନ ତମାମ୍ ଶ୍ରଦ୍ଧାଳୁ ମାନେ ତିନି ରଥରେ ଶ୍ରୀଜିଉ ମାନଙ୍କୁ ଦର୍ଶନ କରି ପୁଣ୍ୟଂ ଲାଭ କରିଛନ୍ତି। ବିଶେଷ କରି ଜଗନ୍ନାଥ ଙ୍କ ରଥ ସମ୍ମୁଖରେ ପ୍ରବଳ ଭିଡ ଲାଗିଥିଲା। ଭକ୍ତ ମାନେ ଧାଡିରେ ଠିଆ ହୋଇ ରଥ ରେ ଚଢି ଦର୍ଶନ କରୁଥିବା ଦେଖା ଦେଇଛି। ଶାନ୍ତି ଶୁଙ୍ଖଳା ପାଇଁ ଓ ରଥ ଚାରିପାଖରେ ବ୍ୟାପକ ପୋଲିସ ମୃତୟନ କରାଯାଇଛି। ରବିବାର ଦିନ ଲକ୍ଷ୍ନୀ ନାରାୟଣ ଭେଟପାଇ କାର୍ଯ୍ୟ କ୍ରମ ରହିଥିବା ପ୍ରଶାସନ ଠାରୁ ଜଣାଯାଇଛି।

ଓଡିଶା ଦ୍ୱିତୀୟ ଶ୍ରୀକ୍ଷେତ୍ର ବଡ଼ ଏକାଦଶୀ ରଣପୁର ରୂପା ବେଶ ଲକ୍ଷାଧିକ ଭକ୍ତ ଶ୍ରୀଜିଉଙ୍କ ଦର୍ଶନ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀଜୀଉଙ୍କ ସୁନାବେଶ: ମହଣ ମହଣ ସୁନାରେ ଝଟକିଲେ ତିନିଠାକୁର

July 25, 2026

ହିନ୍ତରାଇ ଗ୍ରାମରେ ଯୁବକଙ୍କୁ ଗୁଳି କରି ହତ୍ୟା ଘଟଣା: ଦେଶୀ ବନ୍ଧୁକ ସହ ଅଭିଯୁକ୍ତ ଗିରଫ

July 25, 2026

ପ୍ରଦୀପ କୁମାର ରାୟଙ୍କ ‘ଅନନ୍ୟା ଅତୁଳନୀୟା’ ପୁସ୍ତକ ଲୋକାର୍ପିତ

July 25, 2026

ଏବେ ବିହାର ମୁଖ୍ୟମନ୍ତ୍ରୀଙ୍କ ପାଳି?: CJP ର ବଡ଼ ଘୋଷଣା, ପାଟନାରେ ଏକାଠି ହେବେ ‘କକ୍ରୋଚ’ 

July 25, 2026
Latest News

ବଡ଼ ଏକାଦଶୀରେ ଦ୍ୱୀତିୟ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତ: ରୂପା ବେଶରେ ସଜେଇ ହେଲେ ତିନି ଠାକୁର

July 25, 2026

ଶ୍ରୀଜୀଉଙ୍କ ସୁନାବେଶ: ମହଣ ମହଣ ସୁନାରେ ଝଟକିଲେ ତିନିଠାକୁର

July 25, 2026

ହିନ୍ତରାଇ ଗ୍ରାମରେ ଯୁବକଙ୍କୁ ଗୁଳି କରି ହତ୍ୟା ଘଟଣା: ଦେଶୀ ବନ୍ଧୁକ ସହ ଅଭିଯୁକ୍ତ ଗିରଫ

July 25, 2026

ପ୍ରଦୀପ କୁମାର ରାୟଙ୍କ ‘ଅନନ୍ୟା ଅତୁଳନୀୟା’ ପୁସ୍ତକ ଲୋକାର୍ପିତ

July 25, 2026

ଏବେ ବିହାର ମୁଖ୍ୟମନ୍ତ୍ରୀଙ୍କ ପାଳି?: CJP ର ବଡ଼ ଘୋଷଣା, ପାଟନାରେ ଏକାଠି ହେବେ ‘କକ୍ରୋଚ’ 

July 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.