Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା
ଆଜିର ଖବର

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା

July 26, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
State BJP Holds Workshop on “Samaras Sankalp Abhiyan”
State BJP Holds Workshop on “Samaras Sankalp Abhiyan”

ଭୁବନେଶ୍ଵର: ସନ୍ଥ ଶ୍ରୀ ରବି ଦାସଙ୍କ ୬୫୦ତମ ଜୟନ୍ତୀ ବର୍ଷ ଉପଲକ୍ଷେ ବିଜେପି ପକ୍ଷରୁ ଦେଶବ୍ୟାପୀ ସମରସ ସଙ୍କଳ୍ପ ଅଭିଯାନ ଆୟୋଜନ କରାଯିବ। ଆସନ୍ତା ୨୯ ତାରିଖ, ଗୁରୁ ପୂର୍ଣ୍ଣିମା ଠାରୁ ୨୦ ଫେବୃଆରୀ ୨୦୨୭, ଶ୍ରୀ ଗୁରୁ ରବିଦାସ ଜୟନ୍ତୀ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏନେଇ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ‘ସମରସ ସଂକଳ୍ପ ଅଭିଯାନ’ର ପ୍ରଦେଶସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କର୍ମଶାଳାରେ ବିଜେପି ରାଜ୍ୟ ସଭାପତି ତଥା ରାଜ୍ୟ ସଭା ସାଂସଦ ମନମୋହନ ସାମଲ, କେନ୍ଦ୍ରୀୟ କମିଟିର ସଂଯୋଜକ ସୁନୀତା ଦୁଗଲ, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସୂର୍ଯ୍ୟବଂଶୀ ସୁରଜ୍, ମୁକେଶ ମହାଲିଙ୍ଗ ପ୍ରମୁଖ ଯୋଗ ଦେଇଥିଲେ।

BJP Samaras Sankalp Abhiyan ପ୍ରଦେଶସ୍ତରୀୟ କର୍ମଶାଳା ବିଜେପି ସନ୍ଥ ଶ୍ରୀ ରବି ଦାସ ସମରସ ସଂକଳ୍ପ ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାପାର ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ଉପରେ ବ୍ରିକ୍ସର ଗୁରୁତ୍ୱ

October 28, 2026

ଅକ୍ଟୋବର ୨୮ ତାରିଖ: ଆଜି ଛଅଟି ରାଶିରେ ହେଉଛି ପରିବର୍ତ୍ତନ, ଜାଣିଲେ ଖୁସି ହେବେ

October 28, 2026

ବାତ୍ୟା “ଅର୍ଣ୍ଣବ” ପାଇଁ ଆଉ ଚାରିଟି ଯାତ୍ରୀବାହୀ ଟ୍ରେନ୍ ସେବା ବାତିଲ୍

October 27, 2026

ନବୀନଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ: ‘ଗଠନମୂଳକ ପରାମର୍ଶ ଆଶା କରୁଛୁ’

October 27, 2026
Latest News

ସୀମାପାର ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ଉପରେ ବ୍ରିକ୍ସର ଗୁରୁତ୍ୱ

October 28, 2026

ଏଆଇ ଶୀଘ୍ର ଉତ୍ତର ଦେଇପାରେ, କିନ୍ତୁ ସେଗୁଡ଼ିକର ସତ୍ୟତା ଯାଞ୍ଚ କରିବା ଅତ୍ୟନ୍ତ ଜରୁରୀ: ପ୍ରଧାନମନ୍ତ୍ରୀ

October 28, 2026

ଅକ୍ଟୋବର ୨୮ ତାରିଖ: ଆଜି ଛଅଟି ରାଶିରେ ହେଉଛି ପରିବର୍ତ୍ତନ, ଜାଣିଲେ ଖୁସି ହେବେ

October 28, 2026

କର୍ଣ୍ଣାଟକ ଏସ୍‌ଆଇଆର୍‌: ବାଦ୍ ପଡ଼ିଲେ ପ୍ରାୟ ୧ କୋଟି ଭୋଟର

October 27, 2026

ବାତ୍ୟା “ଅର୍ଣ୍ଣବ” ପାଇଁ ଆଉ ଚାରିଟି ଯାତ୍ରୀବାହୀ ଟ୍ରେନ୍ ସେବା ବାତିଲ୍

October 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.