Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବନ୍ୟା ପରିସ୍ଥିତି
ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ବନ୍ୟା ପରିସ୍ଥିତିର ପରିଚାଳନା ପାଇଁ ମନ୍ତ୍ରୀମଣ୍ଡଳର ସଦସ୍ୟମାନଙ୍କୁ ଦାୟିତ୍ୱ ଦେଇଛନ୍ତି । ଆକାଶ ମାର୍ଗରୁ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିବା ପରେ ମୁଖ୍ୟମନ୍ତ୍ରୀ ଆଜି ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ କରିବା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ କେନ୍ଦ୍ରାପଡ଼ା ଓ ଜଗତସିଂହପୁର, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କୁ ପୁରୀ ଜିଲ୍ଲା ଏବଂ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟର ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଛି ।

ଏହାସହିତ ଅନ୍ୟମନ୍ତ୍ରୀମାନେ ପ୍ରଭାରୀ ମନ୍ତ୍ରୀ ଭାବେ ନିଜ ନିଜ ଜିଲ୍ଲା ଗସ୍ତ କରି ସେଠାରେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ କରିବେ ।

Flood 2026 Odisha Flood ବନ୍ୟା 2026
Share. Facebook Twitter LinkedIn Email WhatsApp Copy Link

Related Posts

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 3, 2026

ମା’ ଭଗବତୀଙ୍କ ପୀଠରେ ବାଜିଲା ଶୁଭାରମ୍ଭ ଶଙ୍ଖ କାହାଳୀ: ରାଜାଙ୍କ ନଅରକୁ ଗଲା ପର୍ବ ଅନୁକୂଳ ଗୁଆ ପଇତା

October 3, 2026

ଆଜି ଅକ୍ବୋବର ତିନି ତାରିଖରେ ଏହି ସାତଟି ରାଶିର ଲୋକ ରୁହନ୍ତୁ ସାବଧାନ

October 3, 2026

RBIରେ ବଡ଼ ନିଯୁକ୍ତି: ସୁଧାକର ମଲ୍ଲୀ ହେଲେ ନୂଆ Executive Director, ଜାଣନ୍ତୁ କ’ଣ ରହିବ ଦାୟିତ୍ୱ

October 2, 2026
Latest News

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 3, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ମା’ ଭଗବତୀଙ୍କ ପୀଠରେ ବାଜିଲା ଶୁଭାରମ୍ଭ ଶଙ୍ଖ କାହାଳୀ: ରାଜାଙ୍କ ନଅରକୁ ଗଲା ପର୍ବ ଅନୁକୂଳ ଗୁଆ ପଇତା

October 3, 2026

ଆଜି ଅକ୍ବୋବର ତିନି ତାରିଖରେ ଏହି ସାତଟି ରାଶିର ଲୋକ ରୁହନ୍ତୁ ସାବଧାନ

October 3, 2026

RBIରେ ବଡ଼ ନିଯୁକ୍ତି: ସୁଧାକର ମଲ୍ଲୀ ହେଲେ ନୂଆ Executive Director, ଜାଣନ୍ତୁ କ’ଣ ରହିବ ଦାୟିତ୍ୱ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.