Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି : ୩୬ ଘଣ୍ଟା ବର୍ଷିବ
ଆଜିର ଖବର

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି : ୩୬ ଘଣ୍ଟା ବର୍ଷିବ

August 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇସାରିଛି । ଆସନ୍ତା ୩୬ଘଣ୍ଟା ଯାଏଁ ରାଜ୍ୟରେ ବର୍ଷା ହେବା ସମ୍ଭାବନା ରହିଛି । କାଲି ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ୱାର୍ଣ୍ଣିଂରେ ଆସୁଥିବା ଜିଲ୍ଲା ଗୁଡ଼ିକ ମଧ୍ୟରେ କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, ପୁରୀ ରହିଛି । ଏହା ସହ ୧୧ଟି ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼, ଅନୁଗୁଳ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Latest News

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ଆସନ୍ତୁ ଏପରି ଉତ୍ପାଦ କିଣିବା ଯାହା ଭାରତରେ ତିଆରି ହୋଇଛି: ପ୍ରଧାନମନ୍ତ୍ରୀ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.