Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥ ପକ୍ଷରୁ ପୁରୀ–ସୋଲାପୁର ସ୍ପେଶାଲ୍ ଏକ୍ସପ୍ରେସ୍ ଟ୍ରେନ
ଆଜିର ଖବର

ପୂର୍ବତଟ ରେଳପଥ ପକ୍ଷରୁ ପୁରୀ–ସୋଲାପୁର ସ୍ପେଶାଲ୍ ଏକ୍ସପ୍ରେସ୍ ଟ୍ରେନ

August 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Puri
ପୂର୍ବତଟ ରେଳପଥ ପକ୍ଷରୁ ପୁରୀ–ସୋଲାପୁର ସ୍ପେଶାଲ୍ ଏକ୍ସପ୍ରେସ୍ ଟ୍ରେନ

ଭୁବନେଶ୍ୱର: ଓଡ଼ିଶାରୁ ମହାରାଷ୍ଟ୍ର ଅଭିମୁଖେ ବଢ଼ିଥିବା ଯାତ୍ରୀ ଚାହିଦାକୁ ଦୃଷ୍ଟିରେ ରଖି ଏବଂ ଯାତ୍ରୀମାନଙ୍କୁ ଅଧିକ ସୁବିଧାଜନକ ଯାତ୍ରା ସୁନିଶ୍ଚିତ କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ପୁରୀ–ସୋଲାପୁର ଜଙ୍କସନ୍ ମଧ୍ୟରେ ଏକ ସ୍ପେଶାଲ୍ ଏକ୍ସପ୍ରେସ୍ ପରିଚାଳନା କରାଯିବ।

ଟ୍ରେନ୍ ନଂ ୦୮୪୪୫ ପୁରୀ–ସୋଲାପୁର ଜଙ୍କସନ୍ ସ୍ପେଶାଲ୍ ଏକ୍ସପ୍ରେସ୍ ୦୭ ଅଗଷ୍ଟ ୨୦୨୬ (ଶୁକ୍ରବାର) ରାତି ୨୩:୪୫ ଘଣ୍ଟାରେ ପୁରୀରୁ ଯାତ୍ରା ଆରମ୍ଭ କରି ରବିବାର ପ୍ରଭାତ ୦୪:୧୫ ଘଣ୍ଟାରେ ସୋଲାପୁର ଜଙ୍କସନ୍‌ରେ ପହଞ୍ଚିବ। ଏହି ସ୍ପେଶାଲ୍ ଟ୍ରେନ ଖୋର୍ଦ୍ଧା ରୋଡ, ବ୍ରହ୍ମପୁର, ବିଜୟନଗରମ୍, ଦୁଭ୍ୱାଡା, ବିଜୟୱାଡା ଜଙ୍କସନ୍, ଗୁଣ୍ଟୁର ଜଂ, ନାଲଗୋଣ୍ଡା, ସିକନ୍ଦରାବାଦ, ୱାଡି ଏବଂ କଲବୁରଗି ଷ୍ଟେସନରେ ରହଣି କରିବ, ଯାହା ଏହି ସମସ୍ତ ଗନ୍ତବ୍ୟସ୍ଥଳକୁ ଯାତ୍ରା କରୁଥିବା ଯାତ୍ରୀମାନଙ୍କୁ ସୁବିଧାଜନକ ସଂଯୋଗ ପ୍ରଦାନ କରିବ।

ଏହି ସ୍ପେଶାଲ୍ ଟ୍ରେନରେ ମୋଟ ୨୨ଟି ବଗି ରହିବ। ସେଥିମଧ୍ୟରେ ୧୩ଟି ସ୍ଲିପର୍ ଶ୍ରେଣୀ ବଗି, ୭ଟି ସାଧାରଣ ଦ୍ୱିତୀୟ ଶ୍ରେଣୀ ବଗି ଏବଂ ୨ଟି ଲଗେଜ୍ -ସହ -ଦିବ୍ୟାଙ୍ଗ ଅନୁକୂଳ କୋଚ୍ ସାମିଲ ରହିବ, ଯାହା ବିଭିନ୍ନ ଶ୍ରେଣୀର ଯାତ୍ରୀମାନଙ୍କ ପାଇଁ ପର୍ଯ୍ୟାପ୍ତ ଆସନ ବ୍ୟବସ୍ଥା ସୁନିଶ୍ଚିତ କରିବ।

ଯାତ୍ରୀମାନଙ୍କୁ ସମୟସୂଚୀ ପ୍ରତି ଧ୍ୟାନ ଦେବାକୁ ଏବଂ ସେହି ଅନୁଯାୟୀ ନିଜର ଯାତ୍ରା ଯୋଜନା କରିବାକୁ ପରାମର୍ଶ। ଟ୍ରେନ୍ ସମ୍ବନ୍ଧୀୟ ଅପଡେଟ ସୂଚନା ପାଇଁ, ଯାତ୍ରୀମାନେ ଯାତ୍ରା ଆରମ୍ଭ କରିବା ପୂର୍ବରୁ ‘ନ୍ୟାସନାଲ୍ ଟ୍ରେନ ଏନକ୍ୱାରୀ ସିଷ୍ଟମ୍’ (NTES) କୁ ଭିଜିଟ୍ କରନ୍ତୁ କିମ୍ବା ରେଳବାଇର ଅଫିସିଆଲ୍ ୱେବସାଇଟ୍ ଯାଞ୍ଚ କରିପାରିବେ।

ଓଡ଼ିଶାରୁ ମହାରାଷ୍ଟ୍ର ପୁରୀ–ସୋଲାପୁର ପୂର୍ବତଟ ରେଳପଥ ସ୍ପେଶାଲ୍ ଏକ୍ସପ୍ରେସ୍ ଟ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ପାଇରେସୀ ବିରୋଧରେ ନିର୍ଣ୍ଣାୟକ ପଦକ୍ଷେପ: ୧୨୬୩ ୱେବସାଇଟ୍ ହେଲା ନିଷ୍କ୍ରିୟ

August 6, 2026

ଓଡ଼ିଶାର ସମସ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ

August 6, 2026

ରେଢ଼ାଖୋଲ ଅଞ୍ଚଳରୁ ଫେରିବାଲା ଓ ମିସ୍ତ୍ରୀଙ୍କୁ ଚିହ୍ନଟ କରି ବିଦା କରାଯାଉ: ବିଜେପି ନେତାଙ୍କ ଦାବି

August 6, 2026

ଅଗଷ୍ଟ ୬ ତାରିଖ ରାଶିଫଳ: ପଢନ୍ତୁ ଆଜିର ଦିନଟି କିପରି ରହିବ?

August 6, 2026
Latest News

ପୂର୍ବତଟ ରେଳପଥ ପକ୍ଷରୁ ପୁରୀ–ସୋଲାପୁର ସ୍ପେଶାଲ୍ ଏକ୍ସପ୍ରେସ୍ ଟ୍ରେନ

August 6, 2026

ପାଇରେସୀ ବିରୋଧରେ ନିର୍ଣ୍ଣାୟକ ପଦକ୍ଷେପ: ୧୨୬୩ ୱେବସାଇଟ୍ ହେଲା ନିଷ୍କ୍ରିୟ

August 6, 2026

ଓଡ଼ିଶାର ସମସ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ

August 6, 2026

ରେଢ଼ାଖୋଲ ଅଞ୍ଚଳରୁ ଫେରିବାଲା ଓ ମିସ୍ତ୍ରୀଙ୍କୁ ଚିହ୍ନଟ କରି ବିଦା କରାଯାଉ: ବିଜେପି ନେତାଙ୍କ ଦାବି

August 6, 2026

ଅଗଷ୍ଟ ୬ ତାରିଖ ରାଶିଫଳ: ପଢନ୍ତୁ ଆଜିର ଦିନଟି କିପରି ରହିବ?

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.