Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ
ଆଜିର ଖବର

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜଳେଶ୍ୱର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ବର୍ତ୍ତନା ପଞ୍ଚାୟତର ଖରିଦା ଗ୍ରାମରେ ଘର ପ୍ରତିଷ୍ଠା ଭୋଜି ଖାଇବା ପରେ ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ପ୍ରାୟ ୩୦ ଜଣ ଶିଶୁ ଥିବା ବେଳେ ୩୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଜଳେଶ୍ୱର ଜି.କେ. ଭଟ୍ଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ବୁଧବାର ରାତିରେ ବିଜୟ ମହାନ୍ତିଙ୍କ ଘର ପ୍ରତିଷ୍ଠା ଉତ୍ସବରେ ୫୦୦ରୁ ଅଧିକ ଲୋକ ଭୋଜିରେ ସାମିଲ ହୋଇଥିଲେ। ଭୋଜି ପରେ କ୍ରମାଗତ ଭାବେ ଅନେକଙ୍କୁ ଝାଡ଼ାବାନ୍ତି ଆରମ୍ଭ ହୋଇଥିଲା। ତିନି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ରେମୁଣାସ୍ଥିତ ଫକୀରମୋହନ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।

ଡାକ୍ତରମାନଙ୍କ ତତ୍ତ୍ୱାବଧାନରେ ଚିକିତ୍ସା ଜାରି ରହିଥିବା ବେଳେ ଘଟଣାର କାରଣ ଖୋଜିବା ସହ ଗାଁକୁ ସ୍ୱତନ୍ତ୍ର ଡାକ୍ତରୀ ଦଳ ପଠାଇବାକୁ ସ୍ୱାସ୍ଥ୍ୟ ବିଭାଗ ପଦକ୍ଷେପ ନେଇଛି।

ଘର ପ୍ରତିଷ୍ଠା ଭୋଜି ଝାଡ଼ାବାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026

ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ

August 6, 2026

ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

August 6, 2026

ସ୍ମୃତି, ସମ୍ମାନ ଓ ସ୍ୱାଗତର ମିଳନ: ରାଜସୁନାଖଳା ଡାଏଟରେ ଆୟୋଜିତ ସମ୍ବର୍ଦ୍ଧନା ସଭା

August 6, 2026
Latest News

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 6, 2026

ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ

August 6, 2026

ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.