Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ
ଆଜିର ଖବର

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Police Athletes Win 8 Medals at National Aquatics
Odisha Police Athletes Win 8 Medals at National Aquatics

କଟକ: ମଧ୍ୟପ୍ରଦେଶର ଭୋପାଳଠାରେ ଅନୁଷ୍ଠିତ ହୋଇଥିବା ASMITA ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ ୨୦୨୬-୨୭ରେ ଓଡ଼ିଶା ପୋଲିସକୁ ପ୍ରତିନିଧିତ୍ୱ କରିଥିବା ପ୍ରତିଯୋଗୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।

ଗତ ଅଗଷ୍ଟ ୮ରୁ ୯ ତାରିଖ ପର୍ଯ୍ୟନ୍ତ ଭୋପାଳ ଠାରେ ଅନୁଷ୍ଠିତ ହୋଇଥିବା ଏହି ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସ କ୍ରୀଡ଼ାବିତମାନେ ବିଭିନ୍ନ ପ୍ରତିଯୋଗିତାରେ ୨ଟି ସ୍ୱର୍ଣ୍ଣ, ୫ଟି ରୌପ୍ୟ ଓ ୧ଟି କାଂସ୍ୟ ସହ ମୋଟ ୮ଟି ପଦକ  ଜିତି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି।

ଓଡ଼ିଶା ପୋଲିସ କ୍ରୀଡ଼ାବିତଙ୍କ ଏହି ଉଲ୍ଲେଖନୀୟ ସଫଳତାରେ ରାଜ୍ୟ ଆରକ୍ଷୀ  ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ପଦକ ବିଜେତା କ୍ରୀଡ଼ାବିତମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଖେଳାଳିଙ୍କ ଅସାଧାରଣ ପ୍ରତିବଦ୍ଧତା ଏବଂ କ୍ରିଡା ଉତ୍କର୍ଷତା ପ୍ରତି ସେମାନଙ୍କ ଅବଦାନ ପାଇଁ ପ୍ରଶଂସା କରିଛନ୍ତି।

ଏହି ସଫଳତା ଓଡ଼ିଶା ପୋଲିସର କ୍ରୀଡ଼ା ପରମ୍ପରାକୁ ଆହୁରି ସମୃଦ୍ଧ କରିବା ସହ ଯୁବ କ୍ରୀଡ଼ାବିତମାନଙ୍କୁ ଜଳକ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷ ହାସଲ ପାଇଁ ପ୍ରେରଣା ଯୋଗାଇବ ବୋଲି ଡିଜିପି ଆଶାବ୍ୟକ୍ତ କରିଛନ୍ତି।

ଏହି ସଫଳତାରେ WC/୧୩୬୬ ରଶ୍ମିତା ସାହୁ ୩ଟି ପଦକ ହାସଲ କରିଛନ୍ତି। ସେ କାନୋଇଂ ସିଙ୍ଗଲ୍ ୧୦୦୦ ମିଟରରେ ସ୍ୱର୍ଣ୍ଣ ଏବଂ ୫୦୦ ମିଟର ଓ ୨୦୦ ମିଟରରେ ରୌପ୍ୟ ପଦକ ଜିତିଛନ୍ତି।

ସେହିପରି WC/୩୪୯ ସଚିମା କେରକେଟା ମଧ୍ୟ ୩ଟି ପଦକ ହାସଲ କରିଛନ୍ତି। ସେ କାନୋଇଂ-୪ର ୨୦୦ ମିଟରରେ ସ୍ୱର୍ଣ୍ଣ ଏବଂ ୫୦୦ ମିଟର ଓ ୧୦୦୦ ମିଟରରେ ରୌପ୍ୟ ପଦକ ବିଜୟୀ ହୋଇଛନ୍ତି।

ଅନ୍ୟପକ୍ଷରେ WC/୩୨୨ ଫୁଲମଣି ଖାଖା କାୟାକିଂ-୨ ୨୦୦ ମିଟରରେ ରୌପ୍ୟ ଏବଂ ସିଙ୍ଗଲ୍ ୧୦୦୦ ମିଟରରେ କାଂସ୍ୟ ପଦକ ହାସଲ କରି ଓଡ଼ିଶା ପୋଲିସ ପାଇଁ ଗୌରବ ଆଣିଛନ୍ତି।

 

National Aquatics Odisha Police Win 8 Medals ଓଡିଶା ପୋଲିସ ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ ସ୍ୱର୍ଣ୍ଣ ସହ ୮ଟି ପଦକ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026

ବୈଧ ବୀମା ନଥିବା ଗାଡ଼ି ଉପରେ କଡ଼ା ନଜର: ଜବତ ହେବ ଗାଡ଼ି

August 10, 2026

ଏଗ୍ରିଷ୍ଟାକ ପଞ୍ଜୀକରଣକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ

August 10, 2026
Latest News

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026

ବୈଧ ବୀମା ନଥିବା ଗାଡ଼ି ଉପରେ କଡ଼ା ନଜର: ଜବତ ହେବ ଗାଡ଼ି

August 10, 2026

ଏଗ୍ରିଷ୍ଟାକ ପଞ୍ଜୀକରଣକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.