Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା
ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ଓ଼ ହରଘର ତ୍ରିରଙ୍ଗା ଶୋଭାଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ଅଧ୍ୟକ୍ଷ ଡ଼ଃ ସୁରପ୍ରତାପ ନରେନ୍ଦ୍ରସିଂ ବର୍ମା ମୁଖ୍ୟ ଅତିଥିଭାବେ ତ୍ରିରଙ୍ଗା ପତାକା ଉତ୍ତୋଳନକରି ଉପସ୍ଥିତ ଥିବା ଶିକ୍ଷକ ଅଣ ଶିକ୍ଷକ କର୍ମଚାରୀ, ଏନ. ସି. ସି. କ୍ୟାଡେଟ, ରୋଭର ରେଞ୍ଜର, ଏନ. ସ. ସ., ରେଡ଼କ୍ରସ ସ୍ବେଛାସେବୀ ଓ଼ ଅନ୍ୟାନ୍ୟ ଛାତ୍ର ଛାତ୍ରୀ ମାନଙ୍କୁ କଷ୍ଟ ଉପଲବ୍ଧ ସ୍ୱାଧୀନତାର ଗୁରୁତ୍ୱ ଓ଼ ସ୍ୱାଧୀନତା ସଂଗ୍ରାମୀଙ୍କ ଅନାବିଳ ତ୍ୟାଗ ବିଷୟରେ ଆଲୋକପାତକରି, ନିଜ ନିଜ କର୍ତ୍ତବ୍ୟ ସମ୍ପାଦିତକରି ଦେଶର ସୁନାମ ରଖିବାକୁ ଆହ୍ୱାନ ଦେଇଥିଲେ।

କୃତି ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯିବା ପରେ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସଂଯୋଜକ ଶ୍ରୀଯୁକ୍ତ ଆଦିତ୍ୟ ସାରଥୀ ବେଦମତ୍ତା ଧନ୍ୟବାଦ ଅର୍ପଣ କରିବା ପରେ ପରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରାରେ ଛାତ୍ର ଛାତ୍ରୀ ମାନେ ସ୍ଲୋଗାନ ଦେଇ ପଦଯାତ୍ରା କରିଥିଲେ।

ଗୋଦାବରୀଶ ମହାବିଦ୍ୟାଳୟ ତ୍ରିରଙ୍ଗା ଶୋଭାଯାତ୍ରା ବାଣପୁର ହର ଘର ତ୍ରିରଙ୍ଗା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026

ହର ଘର ତ୍ରିରଙ୍ଗା: ଦେଶପ୍ରେମର ଭାବନାରେ ଏକାଠି ହେଲେ ଖୋର୍ଦ୍ଧାର ଆଇନଜୀବୀ

August 14, 2026

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

‘ମିଛ କହିବାର ସ୍ଥାନ ନୁହେଁ ଲାଲକିଲ୍ଲା’: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଅଖିଳେଶ ଯାଦବଙ୍କ କଟାକ୍ଷ

August 15, 2026

“ଭାରତ ମାତା କି ଜୟ” ସ୍ଲୋଗାନରେ ପ୍ରତିଧ୍ୱନିତ ହେଲା ଇସଲାମାବାଦ

August 15, 2026

MMDR ସଂଶୋଧନ ବିଲ ବାତିଲ ପାଇଁ ସିପିଆଇ (ଏମଏଲ) ର ଆହ୍ୱାନ

August 15, 2026

“୯୯% ସରକାରୀ ଚାକିରିରେ ଦୁର୍ନୀତି”: ଅଭିଯୋଗ ସହ ବାବା ରାମଦେବଙ୍କ ଚେତାବନୀ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.