Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»OCS Exam କଟକଣା ହଟିବା ପରେ ଆଶାୟୀଙ୍କ ଖୁସି, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଜଣାଇଲେ ଶୁଭେଚ୍ଛା
ଆଜିର ଖବର

OCS Exam କଟକଣା ହଟିବା ପରେ ଆଶାୟୀଙ୍କ ଖୁସି, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଜଣାଇଲେ ଶୁଭେଚ୍ଛା

August 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
OCS Exam
OCS Exam କଟକଣା ହଟିବା ପରେ ଆଶାୟୀଙ୍କ ଖୁସି, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଜଣାଇଲେ ଶୁଭେଚ୍ଛା
OCS Exam: ରାଜ୍ୟରେ ଓଡ଼ିଶା ସିଭିଲ୍ ସର୍ଭିସ୍ (OCS) ପରୀକ୍ଷା ଦେବା ପାଇଁ ଥିବା ସର୍ବାଧିକ ୬ଟି ସୁଯୋଗର କଟକଣାକୁ ଉଚ୍ଛେଦ କରିଛନ୍ତି। ସ୍ବାଧୀନତା ଦିବସରେ ଏହାକୁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଣିକି ଆଶାୟୀମାନେ ନିର୍ଦ୍ଧାରିତ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ OCS ପରୀକ୍ଷା ଦେଇପାରିବେ।
ଏହି ପରିପ୍ରେକ୍ଷୀରେ ଆଶାୟୀମାନେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ସାକ୍ଷାତ କରି ସରକାରଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି। ଏ ସଂପର୍କରେ ମନ୍ତ୍ରୀ କହିଛନ୍ତି ଯେ, ଯୁବପିଢ଼ିଙ୍କ ଆଶା, ସ୍ୱପ୍ନ ଓ ପ୍ରତିଭାକୁ ସୁଯୋଗ ଦେବା ହେଉଛି ଆମ ସରକାରଙ୍କ ସଂକଳ୍ପ। ଏହି ନିଷ୍ପତ୍ତି ଅନେକ ଆଶାୟୀଙ୍କୁ ନୂଆ ଆତ୍ମବିଶ୍ୱାସ ସହ ନିଜ ସ୍ୱପ୍ନ ପୂରଣର ସୁଯୋଗ ଦେବ। ସମାନ ସୁଯୋଗ ଏବଂ ଗୁଣାତ୍ମକ ଶିକ୍ଷା ମାଧ୍ୟମରେ ଯୁବଶକ୍ତିର ବିକାଶ କରି ‘ସମୃଦ୍ଧ ଓଡ଼ିଶା’ ଗଠନ କରିବା ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପର ମୂଳ ଲକ୍ଷ୍ୟ ବୋଲି ମନ୍ତ୍ରୀ କହିଛନ୍ତି।
OCS Exam ପୃଥ୍ବୀରାଜ ହରିଚନ୍ଦନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅତ୍ୟନ୍ତ ଭାବପ୍ରବଣ ଥିଲା’: ଦଳରୁ ଇସ୍ତଫା ପରେ ବିଜେପି ମୁଖପାତ୍ର ଶହଜାଦ ପୁନାୱାଲା

August 17, 2026

କୋରାପୁଟରେ ବୈଷୟିକ ଶିକ୍ଷାର ନୂଆ ଅଧ୍ୟାୟ: ମନ୍ତ୍ରୀଙ୍କ ଉପସ୍ଥିତିରେ ଦୁଇଟି ଏମଓୟୁ ସ୍ବାକ୍ଷରିତ

August 17, 2026

“ମୋତେ ବିଜେପିରୁ ଅଫର ମିଳିଥିଲା”: ଶତ୍ରୁଘ୍ନ ସିହ୍ନାଙ୍କ ବଡ଼ ଦାବି

August 17, 2026

ଆଜି ସାତୋଟି ରାଶି ପାଇଁ ରହିଛି ପ୍ରବଳ ଧନ ଯୋଗ: ଜାଣନ୍ତୁ ଅଗଷ୍ଟ ୧୭ ରାଶିଫଳ

August 17, 2026
Latest News

OCS Exam କଟକଣା ହଟିବା ପରେ ଆଶାୟୀଙ୍କ ଖୁସି, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଜଣାଇଲେ ଶୁଭେଚ୍ଛା

August 17, 2026

‘ଅତ୍ୟନ୍ତ ଭାବପ୍ରବଣ ଥିଲା’: ଦଳରୁ ଇସ୍ତଫା ପରେ ବିଜେପି ମୁଖପାତ୍ର ଶହଜାଦ ପୁନାୱାଲା

August 17, 2026

UGC-NET ପୁନଃପରୀକ୍ଷା ଉପରେ ପୁଣି ଉଠିଲା ପ୍ରଶ୍ନ: ଟାର୍ଗେଟ କଲେ ରାହୁଲ ଗାନ୍ଧୀ

August 17, 2026

କୋରାପୁଟରେ ବୈଷୟିକ ଶିକ୍ଷାର ନୂଆ ଅଧ୍ୟାୟ: ମନ୍ତ୍ରୀଙ୍କ ଉପସ୍ଥିତିରେ ଦୁଇଟି ଏମଓୟୁ ସ୍ବାକ୍ଷରିତ

August 17, 2026

“ମୋତେ ବିଜେପିରୁ ଅଫର ମିଳିଥିଲା”: ଶତ୍ରୁଘ୍ନ ସିହ୍ନାଙ୍କ ବଡ଼ ଦାବି

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.