Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»’ନବାନ୍ନ’ ପାଇଁ ଲଗ୍ନ ଧାର୍ଯ୍ୟ  : ସକାଳ ୧୦ଟା୫ରୁ ୧୦ଟା ୨୦ ମଧ୍ୟରେ ହେବ ନବାନ୍ନ ଲାଗି
ଆଜିର ଖବର

’ନବାନ୍ନ’ ପାଇଁ ଲଗ୍ନ ଧାର୍ଯ୍ୟ  : ସକାଳ ୧୦ଟା୫ରୁ ୧୦ଟା ୨୦ ମଧ୍ୟରେ ହେବ ନବାନ୍ନ ଲାଗି

August 24, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସନ୍ତା ୩ ତାରିଖରେ ପଶ୍ଚିମଓଡ଼ିଶାର ଗଣପର୍ବ ତଥା ପ୍ରସିଦ୍ଧ କୃଷିଭିତ୍ତିକ ପର୍ବ ‘ନୂଆଖାଇ’ । ଏହି ପର୍ବ ପାଇଁ ମା’ ସମଲେଶ୍ବରୀଙ୍କ ଲଗ୍ନ ଧାର୍ଯ୍ୟ କରାଯାଇଛି । ଝାଡ଼ୁଆପଡ଼ା ବ୍ରହ୍ମପୁରା ମନ୍ଦିର ପଣ୍ଡିତ ମହାସଭାରେ ଏହି ଲଗ୍ନ ଧାର୍ଯ୍ୟ କରାଯାଇଛି । ସେପ୍ଟେମ୍ବର ୩ରେ ନବାନ୍ନ ଲାଗି ପାଇଁ ଦିନ ଧାର୍ଯ୍ୟ ହୋଇଛି। ଏହି ନବାନ୍ନ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେବ । ଏହାକୁ ସକାଳ ୧୦ଟା ୫ରୁ ୧୦ଟା ୨୦ ମଧ୍ୟରେ ଠାକୁରାଣୀଙ୍କ ନିକଟରେ ଲାଗି କରାଯିବ । ଆଜି ଅପରାହ୍ନରେ ବ୍ରାହ୍ମଣ ମହାସଭା ଦ୍ୱାରା ଏହି ଗଣପର୍ବର ଲଗ୍ନ ନିର୍ଘଂଟ କରାଯାଇଛି । ଝାଡୁଆପଦା ସ୍ଥିତ ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମହାସଭା ପାଂଜି ଦେଖି ଲଗ୍ନ ନିର୍ଘଂଟ ନେଇ ନିଷ୍ପତ୍ତି ନେଇଛନ୍ତି। ନବାନ୍ନ ଲାଗି ନେଇ ଲଗ୍ନ ନିର୍ଘଣ୍ଟ ହେବା ପରେ ସମଲେଶ୍ୱରୀ ଟ୍ରଷ୍ଟ ବୋର୍ଡକୁ ଏ ନେଇ ଲିଖିତ ଭାବରେ ସୂଚନା ଦିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମିଳିଲାନି ରକ୍ତ, ଚାଲିଗଲା ୫ ବର୍ଷୀୟ ଶିଶୁପୁତ୍ରର ଜୀବନ : ଧର୍ମଗଡ ହସ୍ପିଟାଲରେ ଉତ୍ତେଜନା

June 20, 2026

ଜୁଲାଇ ୧ରୁ ସରକାରୀ ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଚେତାବନୀ, ସମୂହ ଇସ୍ତଫା ପାଇଁ ପ୍ରସ୍ତୁତ OMSA

June 20, 2026

ହନୁମାନ ମନ୍ଦିରରେ ବଡ଼ ଦୁର୍ଘଟଣା: ଛାତ ଭୁଷୁଡି ୭ ମୃତ, ଉଦ୍ଧାର କାର୍ଯ୍ୟ

June 20, 2026

ସୋଆ ଆଭିଏସ୍‌ଏଏଚ୍ ପକ୍ଷରୁ ଛାତ୍ରଛାତ୍ରୀଙ୍କ କର୍ମାଭିମୁଖୀ ଆଲୋଚନାଚକ୍ର ଆୟୋଜିତ

June 20, 2026
Latest News

PM Modi Speech in Odia: ମୟୁରଭଂଜରେ ପ୍ରଧାନମନ୍ତ୍ରୀ ମୋଦି କଣ କହିଲେ, ପଢନ୍ତୁ ପୁରା ଭାଷଣ

June 20, 2026

ମିଳିଲାନି ରକ୍ତ, ଚାଲିଗଲା ୫ ବର୍ଷୀୟ ଶିଶୁପୁତ୍ରର ଜୀବନ : ଧର୍ମଗଡ ହସ୍ପିଟାଲରେ ଉତ୍ତେଜନା

June 20, 2026

ଜୁଲାଇ ୧ରୁ ସରକାରୀ ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଚେତାବନୀ, ସମୂହ ଇସ୍ତଫା ପାଇଁ ପ୍ରସ୍ତୁତ OMSA

June 20, 2026

ହନୁମାନ ମନ୍ଦିରରେ ବଡ଼ ଦୁର୍ଘଟଣା: ଛାତ ଭୁଷୁଡି ୭ ମୃତ, ଉଦ୍ଧାର କାର୍ଯ୍ୟ

June 20, 2026

ସୋଆ ଆଭିଏସ୍‌ଏଏଚ୍ ପକ୍ଷରୁ ଛାତ୍ରଛାତ୍ରୀଙ୍କ କର୍ମାଭିମୁଖୀ ଆଲୋଚନାଚକ୍ର ଆୟୋଜିତ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.