Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା: ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ
ଆଜିର ଖବର

ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା: ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ

August 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା: ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ
ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା: ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଲୋୟର ପିଏମ୍‌ଜିରେ ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣାକୁ ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ପରିବହନ ବିଭାଗ। ବିଶୃଙ୍ଖଳାରେ ସାମିଲ ଥିବା ପ୍ରାୟ ୪୦୦ଟି ଗାଡ଼ି ଚିହ୍ନଟ କରାଯାଇଥିବା ବେଳେ ସେଗୁଡ଼ିକର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।

କେବଳ ପରମିଟ୍ ବାତିଲ ନୁହେଁ, ଆବଶ୍ୟକ ପଡ଼ିଲେ ସଂପୃକ୍ତ ଗାଡ଼ିଗୁଡ଼ିକର ଆର୍‌ସି (RC) ମଧ୍ୟ ରଦ୍ଦ କରାଯିବ ବୋଲି ପରିବହନ ବିଭାଗ ପକ୍ଷରୁ କୁହାଯାଇଛି। ଏହି ଗାଡ଼ିଗୁଡ଼ିକ ଯେପରି ଭବିଷ୍ୟତରେ କୌଣସି ସ୍ଥାନରେ ଚାଲି ନପାରିବେ, ସେନେଇ ମଧ୍ୟ ଆବଶ୍ୟକ ବ୍ୟବସ୍ଥା କରାଯିବ।

ଏହାସହ ବିଶୃଙ୍ଖଳାରେ ସାମିଲ ଥିବା ଡ୍ରାଇଭରଙ୍କ ଡ୍ରାଇଭିଂ ଲାଇସେନ୍ସ ବାତିଲ କରିବାକୁ ମଧ୍ୟ ବିଭାଗ ବିଚାର କରୁଛି। ଏନେଇ ଅନୁମତି ମିଳିବା ପରେ ଲାଇସେନ୍ସ ବାତିଲ କରାଯିବ ବୋଲି ଅତିରିକ୍ତ ପରିବହନ କମିଶନର କହିଛନ୍ତି।

ଲୋୟର ପିଏମ୍‌ଜିରେ ଆନ୍ଦୋଳନ ସମୟରେ ରାସ୍ତା ଅବରୋଧ ଓ ବିଶୃଙ୍ଖଳା ଘଟଣା ପରେ ପରିବହନ ବିଭାଗର ଏଭଳି କଡ଼ା ପଦକ୍ଷେପ ଅନଲାଇନ୍ ଚାଳକଙ୍କ ପାଇଁ ବଡ଼ ଝଟକା ବୋଲି କୁହାଯାଉଛି।

license RC ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଜମି ବିବାଦରୁ କାକାଙ୍କୁ ହତ୍ୟା ଅଭିଯୋଗ: ଦୁଇ ଅଭିଯୁକ୍ତ ଗିରଫ

August 19, 2026

ଘୋଷଣା ହେଲା ୪୭ତମ ଶାରଳା ପୁରସ୍କାର: ‘ବିଶ୍ବାସ ଦେ ପୃଥିବୀ’ ପାଇଁ ସମ୍ମାନିତ ହେବେ ଡ. ଆଶୁତୋଷ ପରିଡ଼ା

August 19, 2026

Online drivers protest: ମାଷ୍ଟରକ୍ୟାଣ୍ଟିନ୍‌ରେ ଅନ୍‌ଲାଇନ୍‌ ଚାଳକଙ୍କ ତାଣ୍ଡବ, ୧୫ରୁ ଅଧିକ ଗାଡ଼ି ଭଙ୍ଗାରୁଜା

August 19, 2026

କ୍ୟାବିନେଟ୍ ମଞ୍ଜୁରୀ: ୩୫୯୦ କୋଟି ବ୍ୟୟରେ ୪ ଲେନ୍ ହେବ ଏନ୍‌ଏଚ୍‌-୨୨ ସଡ଼କ

August 19, 2026
Latest News

ବିଶ୍ୱକପରେ ଭାରତର ବୃହତ ବିଜୟ: ପୁଣି ପାକିସ୍ତାନକୁ ଚଟାଇଲା ଧୂଳି

August 19, 2026

ଜମି ବିବାଦରୁ କାକାଙ୍କୁ ହତ୍ୟା ଅଭିଯୋଗ: ଦୁଇ ଅଭିଯୁକ୍ତ ଗିରଫ

August 19, 2026

ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା: ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ

August 19, 2026

ଘୋଷଣା ହେଲା ୪୭ତମ ଶାରଳା ପୁରସ୍କାର: ‘ବିଶ୍ବାସ ଦେ ପୃଥିବୀ’ ପାଇଁ ସମ୍ମାନିତ ହେବେ ଡ. ଆଶୁତୋଷ ପରିଡ଼ା

August 19, 2026

Online drivers protest: ମାଷ୍ଟରକ୍ୟାଣ୍ଟିନ୍‌ରେ ଅନ୍‌ଲାଇନ୍‌ ଚାଳକଙ୍କ ତାଣ୍ଡବ, ୧୫ରୁ ଅଧିକ ଗାଡ଼ି ଭଙ୍ଗାରୁଜା

August 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.