Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ
ଆଜିର ଖବର

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଲଲହଡ଼ା: ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଏକବର୍ଷର ଶିଶୁପୁତ୍ରର ମୃତ୍ୟୁ ଘଟିଛି। ଏଭଳି ହୃଦୟବିଦାରକ ଘଟଣା ଅନୁଗୁଳ ଜିଲ୍ଲା ପାଲଲହଡ଼ା ବ୍ଲକ ବତିସୁଆଁ ପଞ୍ଚାୟତ ଅନ୍ତର୍ଗତ ପୁରୁଣାପାଣି ଗାଁରେ ଘଟିଛି।

ମିଳିଥିବା ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ୬ଟା ସମୟରେ ତୁଡି କାଏମଙ୍କ ଏକବର୍ଷର ପୁଅ ନବ କାଏମ ଘର ଭିତରେ ଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଥିଲା। ଏଥିରେ ସେ ଗୁରୁତର ଆହତ ହୋଇଥିଲା। ପରିବାର ଲୋକେ ତୁରନ୍ତ ୧୦୮ ଆମ୍ବୁଲାନ୍ସ ଯୋଗେ ଶିଶୁଟିକୁ ପାଲଲହଡ଼ା ମେଡିକାଲରେ ଭର୍ତ୍ତି କରିଥିଲେ।

ତେବେ ସେଠାରେ ଡାକ୍ତର ଶିଶୁଟିକୁ ମୃତ ଘୋଷଣା କରିଥିଲେ। ଏହି ଦୁଃଖଦ ଘଟଣା ପରେ ପୁରୁଣାପାଣି ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ବିଦ୍ୟୁତ୍ ତାର ଶିଶୁପୁତ୍ରର ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026

ବେଣ୍ଟ ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ଗଳିତ କଙ୍କାଳ ଉଦ୍ଧାର: ରହସ୍ୟ ଘେରରେ ମୃତ୍ୟୁ

August 20, 2026

ରାଜ୍ୟ ରାଜପଥରେ ୩ ଫୁଟର ପାଣି

August 20, 2026
Latest News

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଏବେ ଲୋକସଭା ଆସନ ପାଇଁ ବଡ଼ ନିଷ୍ପତ୍ତି ନେଲା କଂଗ୍ରେସ: ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ପ୍ରସ୍ତାବ ପାସ୍

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026

ବେଣ୍ଟ ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ଗଳିତ କଙ୍କାଳ ଉଦ୍ଧାର: ରହସ୍ୟ ଘେରରେ ମୃତ୍ୟୁ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.