ନୂଆଦିଲ୍ଲୀ: ୧୯୮୪ ଶିଖ ବିରୋଧୀ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଦୋଷୀ ସାବ୍ୟସ୍ତ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ ଘଟିଛି। ତିହାର ଜେଲରେ ଆଜୀବନ କାରାଦଣ୍ଡ ଭୋଗୁଥିବା ସଜ୍ଜନ କୁମାରଙ୍କୁ ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ଯେଉଁଠାରେ ସେ ୮୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।


