Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ
ଅନ୍ତରାଷ୍ଟ୍ରୀୟ

ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

August 22, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାକିସ୍ତାନର ମନ୍ତ୍ରୀ
ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

ନୂଆଦିଲ୍ଲୀ: ପାକିସ୍ତାନର ଯୋଜନା ମନ୍ତ୍ରୀ ଅହସାନ ଇକବାଲ ତାଙ୍କ ଦେଶକୁ ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଇଛନ୍ତି। ସେ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାର ଭାରତର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଛନ୍ତି। ସେ କହିଛନ୍ତି ଯେ, ଏବେ ଭାରତ ପାଣିକୁ ଏକ ଅସ୍ତ୍ର ଭାବରେ ବ୍ୟବହାର କରିପାରେ। ସେ କହିଛନ୍ତି ଯେ, ଯେତେବେଳେ ଫସଲ ପାଇଁ ପାଣିର ଆବଶ୍ୟକତା ରହିବ, ଯୋଗାଣ ବନ୍ଦ କରାଯିବ ଏବଂ ଯେତେବେଳେ ଏହାର ଆବଶ୍ୟକତା ରହିବନାହିଁ, ସେତେବେଳେ ପାଣି ଛଡାଯିବ।

ଇକବାଲ ଏକ ଏସିଆ ସୋସାଇଟି କାର୍ଯ୍ୟକ୍ରମରେ ଏହି ବକ୍ତବ୍ୟ ଦେଇଥିଲେ। ସେ କହିଥିଲେ ଯେ, ଏହି ଚୁକ୍ତିନାମା ଏକ ଅନ୍ତର୍ଜାତୀୟ ଚୁକ୍ତିନାମା ଏବଂ ଏହାକୁ ପରିବର୍ତ୍ତନ କରାଯାଇପାରିବ ନାହିଁ। ଏଥର, ଭାରତ ଏକପାଖିଆ ଭାବରେ ଏହାକୁ ସ୍ଥଗିତ ରଖିଛି, ଯାହା ଏକ ନୂତନ ଚ୍ୟାଲେଞ୍ଜ ସୃଷ୍ଟି କରିଛି।

ଏହା ବ୍ୟତୀତ ସେ କହିଛନ୍ତି ଯେ, ଆଧୁନିକ ଇତିହାସରେ ପ୍ରଥମ ଥର ପାଇଁ ପାଣିକୁ ଅସ୍ତ୍ର କରାଯାଉଛି। ଏବେ ଆମେ ଏହି ବିପଦର ସମ୍ମୁଖୀନ ହେଉଛୁ। ଯାହା ଭାରତ ପାଣିକୁ ଅସ୍ତ୍ର ଭାବରେ ବ୍ୟବହାର କରିପାରେ। ଯେତେବେଳେ ପାକିସ୍ତାନକୁ ଫସଲ ପାଇଁ ପାଣିର ଆବଶ୍ୟକତା ଅଛି, ସେତେବେଳେ ସେମାନେ ପାଣି ବନ୍ଦ କରିପାରନ୍ତି ଏବଂ ଯେତେବେଳେ ଆବଶ୍ୟତା ରହିବ ନାହିଁ, ସେତେବେଳେ ପଣି ଛାଡ଼ିପାରନ୍ତି। ସେ ଆହୁରି କହିଛନ୍ତି ଯେ, ଆମେ ନିର୍ମାଣ କରୁଥିବା ବନ୍ଧଗୁଡ଼ିକ ଏକ ବଫର ଭାବରେ କାର୍ଯ୍ୟ କରିବ। ଆମେ ବର୍ତ୍ତମାନ ଏହି ପ୍ରସଙ୍ଗରେ ସମସ୍ତ କୂଟନୈତିକ ଉପାୟ ଅନୁସରଣ କରୁଛୁ।

India-Pakistan World News
Share. Facebook Twitter LinkedIn Email WhatsApp Copy Link

Related Posts

ଡବ୍ଲୁଟିସି ୨୦୨୫-୨୭ରେ ସର୍ବାଧିକ ରନ୍ କରିଥିବା ଶ୍ରେଷ୍ଠ ୫ ଭାରତୀୟ ବ୍ୟାଟ୍ସମ୍ୟାନ୍

August 22, 2026

ବିହାରରେ ଆଉ ଏକ ପ୍ରତିବାଦ ପାଇଁ ପ୍ରସ୍ତୁତି!: ଅଗଷ୍ଟ 25ରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ

August 22, 2026

“ବନ୍ଦେ ମାତରମ୍” ବିବାଦ: କଂଗ୍ରେସ ନିଷ୍ପତ୍ତିରେ କ୍ଷୁବ୍ଧ ବିଜେପି, ପାସ୍ କଲା ପ୍ରସ୍ତାବ

August 22, 2026

ଦ୍ୱିତୀୟ ଟେଷ୍ଟ ପୂର୍ବରୁ କୋଚ୍ ଗମ୍ଭୀରଙ୍କୁ ଚେତାବନୀ: କୁଲଦୀପଙ୍କ ପ୍ରସଙ୍ଗରେ ଚର୍ଚ୍ଚା ଜୋର

August 22, 2026
Latest News

ଭାରତ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଲେ ପାକିସ୍ତାନର ମନ୍ତ୍ରୀ: ଜାଣନ୍ତୁ କାରଣ

August 22, 2026

ଡବ୍ଲୁଟିସି ୨୦୨୫-୨୭ରେ ସର୍ବାଧିକ ରନ୍ କରିଥିବା ଶ୍ରେଷ୍ଠ ୫ ଭାରତୀୟ ବ୍ୟାଟ୍ସମ୍ୟାନ୍

August 22, 2026

ବିହାରରେ ଆଉ ଏକ ପ୍ରତିବାଦ ପାଇଁ ପ୍ରସ୍ତୁତି!: ଅଗଷ୍ଟ 25ରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ

August 22, 2026

“ବନ୍ଦେ ମାତରମ୍” ବିବାଦ: କଂଗ୍ରେସ ନିଷ୍ପତ୍ତିରେ କ୍ଷୁବ୍ଧ ବିଜେପି, ପାସ୍ କଲା ପ୍ରସ୍ତାବ

August 22, 2026

ଦ୍ୱିତୀୟ ଟେଷ୍ଟ ପୂର୍ବରୁ କୋଚ୍ ଗମ୍ଭୀରଙ୍କୁ ଚେତାବନୀ: କୁଲଦୀପଙ୍କ ପ୍ରସଙ୍ଗରେ ଚର୍ଚ୍ଚା ଜୋର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.