Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗାନ୍ଧୀନଗରସ୍ଥିତ NFSU ପରିଦର୍ଶନ କଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ଆଜିର ଖବର

ଗାନ୍ଧୀନଗରସ୍ଥିତ NFSU ପରିଦର୍ଶନ କଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Mukesh Mahaling visits NFSU in Gandhinagar
Mukesh Mahaling visits NFSU in Gandhinagar

ଭୁବନେଶ୍ଵର: ଗୁଜରାଟର ଗାନ୍ଧୀନଗରସ୍ଥିତ ନ୍ୟାସନାଲ୍ ଫରେନସିକ୍ ସାଇନ୍ସ ୟୁନିଭର୍ସିଟି- NFSU ପରିଦର୍ଶନ କରିଛନ୍ତି ରାଜ୍ୟର ପ୍ରଯୁକ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ପ୍ରତିଷ୍ଠାନରେ ସେ ଆଧୁନିକ ଡିଜିଟାଲ ଫରେନ୍ସିକ, ଅନୁସନ୍ଧାନ ମନୋବିଜ୍ଞାନ ଏବଂ ଡିଏନଏ ଫରେନ୍ସିକ ସୁବିଧାଗୁଡ଼ିକ ପରିଦର୍ଶନ କରିଛନ୍ତି। ପ୍ରତିଷ୍ଠାନର ଅଧ୍ୟକ୍ଷ ଏବଂ ଅନ୍ୟ ବିଭାଗୀୟ ମୁଖ୍ୟଙ୍କ ସହିତ ଅପରାଧ ଅନୁସନ୍ଧାନ କୌଶଳକୁ ଆଧୁନିକୀକରଣ କରିବା ଉପରେ ଏକ ବିସ୍ତୃତ ଏବଂ ଫଳପ୍ରଦ ଆଲୋଚନା କରିଥିବା ଶ୍ରୀ ମହାଲିଙ୍ଗ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି। ବିଶ୍ୱର ପ୍ରଥମ ଏବଂ ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ ପ୍ରଯୁକ୍ତିବିଦ୍ୟା ଆଧାରିତ ଅପରାଧର ମୁକାବିଲା କରିବାରେ NFSUର ଭୂମିକା ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ବୋଲି ମନ୍ତ୍ରୀ କହିଛନ୍ତି।

Mukesh Mahaling NFSU in Gandhinagar ଗୁଜରାଟ
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ଶିକ୍ଷକ ପୁରସ୍କାର-୨୦୨୬: ଓଡ଼ିଶାରୁ ପଦରାଜ ଉମାକାନ୍ତ ନାୟକ ମନୋନୀତ

August 23, 2026

ବିଶ୍ବ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର ସିଲ୍ଭର ମିଟକୁ ଶୁଭାରମ୍ଭ କଲେ କ୍ରୀଡ଼ା ମନ୍ତ୍ରୀ

August 23, 2026

ସିଲିଗୁଡ଼ି କରିଡରର ସୁରକ୍ଷା ସମୀକ୍ଷା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

August 23, 2026

ବିଶାଖାପାଟଣାଠାରେ ବ୍ରିକ୍ସ ଯୁବ ମନ୍ତ୍ରୀସ୍ତରୀୟ ବୈଠକ ୨୦୨୬ ସମାପ୍ତ: ମିଳିତ ବିବୃତ୍ତି ଗୃହୀତ

August 23, 2026
Latest News

ଗାନ୍ଧୀନଗରସ୍ଥିତ NFSU ପରିଦର୍ଶନ କଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 23, 2026

ଜାତୀୟ ଶିକ୍ଷକ ପୁରସ୍କାର-୨୦୨୬: ଓଡ଼ିଶାରୁ ପଦରାଜ ଉମାକାନ୍ତ ନାୟକ ମନୋନୀତ

August 23, 2026

ବିଶ୍ବ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର ସିଲ୍ଭର ମିଟକୁ ଶୁଭାରମ୍ଭ କଲେ କ୍ରୀଡ଼ା ମନ୍ତ୍ରୀ

August 23, 2026

ସିଲିଗୁଡ଼ି କରିଡରର ସୁରକ୍ଷା ସମୀକ୍ଷା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

August 23, 2026

ବିଶାଖାପାଟଣାଠାରେ ବ୍ରିକ୍ସ ଯୁବ ମନ୍ତ୍ରୀସ୍ତରୀୟ ବୈଠକ ୨୦୨୬ ସମାପ୍ତ: ମିଳିତ ବିବୃତ୍ତି ଗୃହୀତ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.