Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାନ୍ସୀ–ଖୋର୍ଦ୍ଧା ରୋଡ୍ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ ସେବାର ସମ୍ପ୍ରସାରଣ
ଆଜିର ଖବର

ଝାନ୍ସୀ–ଖୋର୍ଦ୍ଧା ରୋଡ୍ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ ସେବାର ସମ୍ପ୍ରସାରଣ

August 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
train
ଝାନ୍ସୀ–ଖୋର୍ଦ୍ଧା ରୋଡ୍ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ ସେବାର ସମ୍ପ୍ରସାରଣ

ଭୁବନେଶ୍ୱର: ଆଗାମୀ ପର୍ବପର୍ବାଣୀ ଏବଂ ଛୁଟିଦିନ ସମୟରେ ଯାତ୍ରୀମାନଙ୍କ ଅତିରିକ୍ତ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଟ୍ରେନ୍ ନଂ. ୦୧୯୨୯/୦୧୯୩୦ ବୀରାଙ୍ଗନା ଲକ୍ଷ୍ମୀବାଇ ଝାନ୍ସୀ–ଖୋର୍ଦ୍ଧା ରୋଡ୍ ଜଙ୍କସନ୍–ବୀରାଙ୍ଗନା ଲକ୍ଷ୍ମୀବାଇ ଝାନ୍ସୀ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ର ସେବା ସମ୍ପ୍ରସାରଣ କରାଯାଇଛି।

ତଦନୁସାରେ, ଟ୍ରେନ୍ ନଂ. ୦୧୯୨୯ ବୀରାଙ୍ଗନା ଲକ୍ଷ୍ମୀବାଇ ଝାନ୍ସୀ–ଖୋର୍ଦ୍ଧା ରୋଡ୍ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ ପ୍ରତି ଶୁକ୍ରବାର ୦୪ ସେପ୍ଟେମ୍ବର, ୨୦୨୬ ରୁ ୨୭ ନଭେମ୍ବର, ୨୦୨୬ ପର୍ଯ୍ୟନ୍ତ ଚଳାଚଳ କରିବ। ସେହିପରି, ଟ୍ରେନ୍ ନଂ. ୦୧୯୩୦ ଖୋର୍ଦ୍ଧା ରୋଡ୍–ବୀରାଙ୍ଗନା ଲକ୍ଷ୍ମୀବାଇ ଝାନ୍ସୀ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ ପ୍ରତି ରବିବାର ୦୬ ସେପ୍ଟେମ୍ବର, ୨୦୨୬ ରୁ ୨୯ ନଭେମ୍ବର, ୨୦୨୬ ପର୍ଯ୍ୟନ୍ତ ଚଳାଚଳ କରିବ।

ଏହି ଟ୍ରେନଟି ଏହାର ପୂର୍ବ ନିର୍ଦ୍ଧାରିତ ସମୟସୂଚୀ, ମାର୍ଗ, ରହଣି ସ୍ଥାନ ଏବଂ କୋଚ୍ ସଂରଚନା ଅନୁଯାୟୀ ଚଳାଚଳ କରିବ।

ଯାତ୍ରୀମାନଙ୍କୁ ଟ୍ରେନ୍ ଚଳାଚଳରେ ଏହି ପରିବର୍ତ୍ତନକୁ ଧ୍ୟାନରେ ରଖି ନିଜର ଯାତ୍ରା ଯୋଜନା କରିବାକୁ ପରାମର୍ଶ । ଟ୍ରେନ୍ ସମ୍ବନ୍ଧୀୟ ଅପଡେଟ୍ ସୂଚନା ପାଇଁ, ଯାତ୍ରୀମାନେ ଯାତ୍ରା ଆରମ୍ଭ କରିବା ପୂର୍ବରୁ ‘ନ୍ୟାସନାଲ୍ ଟ୍ରେନ୍ ଏନକ୍ୱାରୀ ସିଷ୍ଟମ୍’ (NTES) କୁ ଭିଜିଟ୍ କରନ୍ତୁ କିମ୍ବା ରେଳବାଇର ଅଫିସିଆଲ୍ ୱେବସାଇଟ୍ ଯାଞ୍ଚ କରିପାରିବେ।

ଝାନ୍ସୀ–ଖୋର୍ଦ୍ଧା ରୋଡ୍ ପୂର୍ବତଟ ରେଳପଥ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ ସ୍ୱତନ୍ତ୍ର ଟ୍ରେନ୍ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ଖେଲୋ ଇଣ୍ଡିଆ ମତ ବିନିମୟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

August 27, 2026

ଭାରତଠାରୁ ବିଜୟ ଛଡ଼ାଇ ନେଲେ ଶ୍ରୀଲଙ୍କାର ସୋନଲ ଦିନୁଷା: ଡ୍ର ରେ ଶେଷ ହେଲା ଦ୍ୱିତୀୟ ଟେଷ୍ଟ

August 27, 2026

ଗଙ୍ଗା ବ୍ୟାରେଜରେ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ: ଉଭୟ ପାଇଲଟଙ୍କ ମୃତ୍ୟୁ

August 27, 2026

ମହଙ୍ଗା ପଡ଼ିପାରେ ଗାଡ଼ି ଚଲାଇବା ସମୟରେ ଫୋନ୍ ବ୍ୟବହାର କରିବା: ଜାଣନ୍ତୁ ଜରିମାନା 

August 27, 2026
Latest News

ଝାନ୍ସୀ–ଖୋର୍ଦ୍ଧା ରୋଡ୍ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ ସେବାର ସମ୍ପ୍ରସାରଣ

August 27, 2026

ଖେଲୋ ଇଣ୍ଡିଆ ମତ ବିନିମୟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

August 27, 2026

ଭାରତଠାରୁ ବିଜୟ ଛଡ଼ାଇ ନେଲେ ଶ୍ରୀଲଙ୍କାର ସୋନଲ ଦିନୁଷା: ଡ୍ର ରେ ଶେଷ ହେଲା ଦ୍ୱିତୀୟ ଟେଷ୍ଟ

August 27, 2026

ଗଙ୍ଗା ବ୍ୟାରେଜରେ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ: ଉଭୟ ପାଇଲଟଙ୍କ ମୃତ୍ୟୁ

August 27, 2026

ମହଙ୍ଗା ପଡ଼ିପାରେ ଗାଡ଼ି ଚଲାଇବା ସମୟରେ ଫୋନ୍ ବ୍ୟବହାର କରିବା: ଜାଣନ୍ତୁ ଜରିମାନା 

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.