Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାନେସର ଏନଏସଜିରେ ପ୍ରଥମ ମହିଳା କମାଣ୍ଡୋ କୋର୍ସ: ନାରୀ ଶକ୍ତି ପାଇଁ ଗୌରବର ମାଇଲଖୁଣ୍ଟ
ଆଜିର ଖବର

ମାନେସର ଏନଏସଜିରେ ପ୍ରଥମ ମହିଳା କମାଣ୍ଡୋ କୋର୍ସ: ନାରୀ ଶକ୍ତି ପାଇଁ ଗୌରବର ମାଇଲଖୁଣ୍ଟ

August 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମହିଳା କମାଣ୍ଡୋ କୋର୍ସ
ମାନେସର ଏନଏସଜିରେ ପ୍ରଥମ ମହିଳା କମାଣ୍ଡୋ କୋର୍ସ: ନାରୀ ଶକ୍ତି ପାଇଁ ଗୌରବର ମାଇଲଖୁଣ୍ଟ

ନୂଆଦିଲ୍ଲୀ: କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ, ମାନେସରସ୍ଥିତ ଏନଏସଜି ଟ୍ରେନିଂ ଏକାଡେମୀଠାରେ ପ୍ରଥମ ମହିଳା କମାଣ୍ଡୋ ରୂପାନ୍ତରଣ ପାଠ୍ୟକ୍ରମର ଶୁଭାରମ୍ଭକୁ ଉଚ୍ଚ ପ୍ରଶଂସା କରିଛନ୍ତି। ଏହି ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପକୁ ସେ ନାରୀ ସଶକ୍ତୀକରଣ କ୍ଷେତ୍ରରେ ଆଉ ଏକ ଗୌରବମୟ ମାଇଲଖୁଣ୍ଟ ଭାବେ ଅଭିହିତ କରିଛନ୍ତି।

‘ଏକ୍ସ’ ଉପରେ ଏକ ପୋଷ୍ଟରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ କ୍ଷମତା, ନେତୃତ୍ୱ ଏବଂ ସୁଯୋଗ ମାଧ୍ୟମରେ ନାରୀ ଶକ୍ତିକୁ ପ୍ରକୃତ ଅର୍ଥରେ ସଶକ୍ତ କରାଯାଉଛି। ସେ ସୂଚନା ଦେଇଛନ୍ତି ଯେ, ଏହି ପାଠ୍ୟକ୍ରମ ଅଧୀନରେ ରାଜ୍ୟ ପୋଲିସ ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ (ସିଏପିଏଫ)ର ମହିଳା ଯବାନମାନେ ଅସ୍ତ୍ରଶସ୍ତ୍ର, କୌଶଳଗତ ହସ୍ତକ୍ଷେପ, ପଣବନ୍ଦୀ ଉଦ୍ଧାର ଏବଂ ଆତଙ୍କବାଦ ବିରୋଧୀ ଅପରେସନରେ ସ୍ୱତନ୍ତ୍ର ତାଲିମ ପାଇବେ।

ସେ କହିଥିଲେ ଯେ ଭାରତର ନାରୀ ଶକ୍ତି ପ୍ରତିବନ୍ଧକକୁ ଅତିକ୍ରମ କରୁଛି ଏବଂ ସମ୍ମୁଖରୁ ନେତୃତ୍ୱ ନେଉଛି।

ଅନ୍ନପୂର୍ଣ୍ଣା ଦେବୀ ଏନଏସଜି ଟ୍ରେନିଂ ଏକାଡେମୀ ଗୌରବର ମାଇଲଖୁଣ୍ଟ ନାରୀ ଶକ୍ତି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ମହିଳା କମାଣ୍ଡୋ କୋର୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ସ୍ୱାଧୀନତା ସଂଗ୍ରାମ ଥିମ୍‌ରେ ସଜ୍ଜିତ ସ୍ୱତନ୍ତ୍ର ମେଟ୍ରୋ ଟ୍ରେନ୍‌ର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ

August 28, 2026

‘ଗୁଜରାଟ ଗୌରବ ସରୋବର’ର ଉଦ୍‌ଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

August 28, 2026

ରାଶିଫଳ: ଅଗଷ୍ଟ ୨୮ ତାରିଖରେ ଏହି ରାଶି ଉପରେ ମା’ଲକ୍ଷ୍ମୀଙ୍କ ରହିଛି ଆଶୀର୍ବାଦ

August 28, 2026

କାନପୁରରେ ଟ୍ରେନିଂ ବିମାନ ଦୁର୍ଘଟଣା, ପାଇଲଟ୍‌-କୋ-ପାଇଲଟ୍‌ ମୃତ

August 28, 2026
Latest News

ମାନେସର ଏନଏସଜିରେ ପ୍ରଥମ ମହିଳା କମାଣ୍ଡୋ କୋର୍ସ: ନାରୀ ଶକ୍ତି ପାଇଁ ଗୌରବର ମାଇଲଖୁଣ୍ଟ

August 28, 2026

ଭାରତର ସ୍ୱାଧୀନତା ସଂଗ୍ରାମ ଥିମ୍‌ରେ ସଜ୍ଜିତ ସ୍ୱତନ୍ତ୍ର ମେଟ୍ରୋ ଟ୍ରେନ୍‌ର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ

August 28, 2026

‘ଗୁଜରାଟ ଗୌରବ ସରୋବର’ର ଉଦ୍‌ଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

August 28, 2026

ରାଶିଫଳ: ଅଗଷ୍ଟ ୨୮ ତାରିଖରେ ଏହି ରାଶି ଉପରେ ମା’ଲକ୍ଷ୍ମୀଙ୍କ ରହିଛି ଆଶୀର୍ବାଦ

August 28, 2026

କାନପୁରରେ ଟ୍ରେନିଂ ବିମାନ ଦୁର୍ଘଟଣା, ପାଇଲଟ୍‌-କୋ-ପାଇଲଟ୍‌ ମୃତ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.