Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ
ଆଜିର ଖବର

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦୁଝର: ମ୍ୟୁଟେସନ୍‌ (ନାମଜାରି) କିମ୍ବା ପାର୍ଟିସନ୍‌ ସୁଟ୍‌ କରାଇଦେବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଇ କେନ୍ଦୁଝର ଜିଲ୍ଲା ପାଟଣା ତହସିଲ କାର୍ଯ୍ୟାଳୟରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କନିଷ୍ଠ ରାଜସ୍ୱ ସହାୟକ ବି.ଏଚ୍‌. ଉମାଶଙ୍କର।

ସୂଚନା ଅନୁଯାୟୀ, ଡଳଙ୍ଗ ଗ୍ରାମର କୁଶଳେଶ୍ୱର ମହାନ୍ତଙ୍କ ମ୍ୟୁଟେସନ୍‌/ପାର୍ଟିସନ୍‌ ସୁଟ୍‌ କରାଇଦେବା ପାଇଁ ଉମାଶଙ୍କର ପ୍ରଥମେ ୧୦ ହଜାର ଟଙ୍କା ଦାବି କରିଥିଲେ। ପରେ ୬ ହଜାର ଟଙ୍କାରେ ଚୁକ୍ତି ହୋଇଥିଲା। ଏନେଇ କୁଶଳେଶ୍ୱର ଭିଜିଲାନ୍ସ ବିଭାଗରେ ଅଭିଯୋଗ କରିଥିଲେ।

ଯୋଜନା ଅନୁସାରେ ଶୁକ୍ରବାର ତହସିଲ କାର୍ଯ୍ୟାଳୟରେ କୁଶଳେଶ୍ୱରଙ୍କଠାରୁ ଉମାଶଙ୍କର ୬ ହଜାର ଟଙ୍କା ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଥିଲା। ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଘଟଣାରେ ଭିଜିଲାନ୍ସ ପକ୍ଷରୁ ତଦନ୍ତ ଜାରି ରହିଛି।

କନିଷ୍ଠ ରାଜସ୍ୱ ସହାୟକ ଭିଜିଲାନ୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026

ଖୋରଧା ବ୍ଲକ୍ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

August 28, 2026
Latest News

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026

ଖୋରଧା ବ୍ଲକ୍ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.