Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡମ୍ବରୁ ମାଝୀଙ୍କର ୮୬ ବର୍ଷ ବୟସରେ ପରଲୋକ
ଆଜିର ଖବର

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡମ୍ବରୁ ମାଝୀଙ୍କର ୮୬ ବର୍ଷ ବୟସରେ ପରଲୋକ

August 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
CM and Dy CM condoles the demise of Dambaru Majhi
CM and Dy CM condoles the demise of Dambaru Majhi

ଭୁବନେଶ୍ଵର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡମ୍ବରୁ ମାଝୀଙ୍କର ୮୬ ବର୍ଷ ବୟସରେ ପରଲୋକ ଘଟିଛି। ୬୦ ଦଶକରୁ ସେ ୫ ରୁ ଅଧିକ ଥର ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହେବା ସହିତ ବହୁବାର ମନ୍ତ୍ରୀ ପଦ ଅଳଙ୍କୃତ କରିଥିଲେ। ନବରଙ୍ଗପୁର ଅଞ୍ଚଳରୁ ରାଜନୀତି ଆରମ୍ଭ କରି ସେ ସେହି ସମୟର ସର୍ବ କନିଷ୍ଠ ମନ୍ତ୍ରୀ ରୂପେ ଦାୟିତ୍ୱ ତୁଲାଇଥିଲେ।

ତାଙ୍କର ପରଲୋକ ଖବର ଶୁଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଜନସେବା କ୍ଷେତ୍ରରେ ତାଙ୍କର ଦୀର୍ଘଦିନର ଅବଦାନକୁ ସ୍ମରଣ କରିଛନ୍ତି। ସ୍ୱର୍ଗତ ଡମ୍ୱରୁ ମାଝୀଙ୍କ ପୈତୃକ ଗ୍ରାମ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ୍ ଚିତ୍ରକୋଟ ଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।

Dambaru Majhi
Share. Facebook Twitter LinkedIn Email WhatsApp Copy Link

Related Posts

ଆଇପିଏସ ଏବଂ ଓପିଏସ ସ୍ତରରେ ଅଦଳବଦଳ: ୯ ଜଣ ଅଧିକାରୀଙ୍କୁ ନୂତନ ଦାୟିତ୍ୱ

November 1, 2026

ବାତ୍ୟା ପ୍ରଭାବିତ ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ଜାରି: ୬,୪୦୦ରୁ ଅଧିକ କର୍ମଚାରୀ ନିୟୋଜିତ

November 1, 2026

ଇରାନ ଆମେରିକା ସାମ୍ନାରେ ରଖିଲା ୭ ସର୍ତ୍ତ: କହିଲା – ମାନିଲେ ଖୋଲିବ ରାସ୍ତା

November 1, 2026

ଅଷ୍ଟ୍ରେଲିଆର ପରାଜୟ ପରେ ବଦଳିଲା ସମୀକରଣ: କେମିତି WTC ଫାଇନାଲରେ ଯିବ ଟିମ୍ ଇଣ୍ଡିଆ?

November 1, 2026
Latest News

ଆଇପିଏସ ଏବଂ ଓପିଏସ ସ୍ତରରେ ଅଦଳବଦଳ: ୯ ଜଣ ଅଧିକାରୀଙ୍କୁ ନୂତନ ଦାୟିତ୍ୱ

November 1, 2026

ବାତ୍ୟା ପ୍ରଭାବିତ ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ଜାରି: ୬,୪୦୦ରୁ ଅଧିକ କର୍ମଚାରୀ ନିୟୋଜିତ

November 1, 2026

ଇରାନ ଆମେରିକା ସାମ୍ନାରେ ରଖିଲା ୭ ସର୍ତ୍ତ: କହିଲା – ମାନିଲେ ଖୋଲିବ ରାସ୍ତା

November 1, 2026

ଅଷ୍ଟ୍ରେଲିଆର ପରାଜୟ ପରେ ବଦଳିଲା ସମୀକରଣ: କେମିତି WTC ଫାଇନାଲରେ ଯିବ ଟିମ୍ ଇଣ୍ଡିଆ?

November 1, 2026

ଜର୍ମାନୀରେ ଜେନ-ଜି ଆନ୍ଦୋଳନ ଉଗ୍ର: ୩୪ ସହରରେ ବ୍ୟାପକ ହିଂସା

November 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.