Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁଙ୍କୁ ପତ୍ର ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁଙ୍କୁ ପତ୍ର ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

August 31, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Dharmendra Pradhan writes letter to Ashwini Vaishnaw
Dharmendra Pradhan writes letter to Ashwini Vaishnaw

ଭୁବନେଶ୍ଵର: ସମ୍ବଲପୁର ସ୍ଥିତ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ C-DACର ଏକ ଆଞ୍ଚଳିକ କେନ୍ଦ୍ର ପ୍ରତିଷ୍ଠା ଏବଂ ସମ୍ବଲପୁରସ୍ଥିତ STPI କେନ୍ଦ୍ରର ସମ୍ପ୍ରସାରଣ ପାଇଁ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପତ୍ର ଲେଖିଛନ୍ତି ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ସେ କହିଛନ୍ତି, C-DAC କେନ୍ଦ୍ର ପ୍ରତିଷ୍ଠା ହେଲେ ଏଆଇ, ସାଇବର ସୁରକ୍ଷା, ଡାଟା ଆନାଲିଟିକ୍ସ ଓ କ୍ଲାଉଡ୍ ଟେକ୍ନୋଲୋଜିରେ ଗବେଷଣା ବୃଦ୍ଧି ପାଇବ। ସେହିପରି STPI ସମ୍ପ୍ରସାରଣ ଦ୍ୱାରା ଷ୍ଟାର୍ଟଅପ୍, ନବସୃଜନ ଓ ଦକ୍ଷତା ବିକାଶ ସହ ଯୁବବର୍ଗଙ୍କ ପାଇଁ ନିଯୁକ୍ତି ସୁଯୋଗ ବଢ଼ିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Ashwini Vaishnaw STPI କେନ୍ଦ୍ର ଅଶ୍ୱିନୀ ବୈଷ୍ଣବ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ସାଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟିଲା ପାର୍ଲାମେଣ୍ଟ ଯୁଗ୍ମ କମିଟି

August 31, 2026

ପ୍ରତିଷ୍ଠିତ ଶିଳ୍ପପତି ସୁବ୍ରତ ବାଗଚୀଙ୍କୁ କର୍ଣ୍ଣାଟକ ସରକାର ଦେଲେ ବଡ ଦାୟିତ୍ବ, ସେ ହେବେ……

August 31, 2026

ପ୍ରଧାନମନ୍ତ୍ରୀଙ୍କ ଉଜବେକିସ୍ତାନ ଗସ୍ତ ଅବସରରେ ଆନୁଷ୍ଠାନିକ ଆଲୋଚନା

August 31, 2026

ନିଟ୍-ପିଜିରେ ବୈଷୟିକ ତ୍ରୁଟି: ପ୍ରଭାବିତ ପ୍ରାର୍ଥୀଙ୍କ ପାଇଁ ସେପ୍ଟେମ୍ବର ୫ ରେ ପରୀକ୍ଷା

August 31, 2026
Latest News

କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁଙ୍କୁ ପତ୍ର ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

August 31, 2026

ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟିଲା ପାର୍ଲାମେଣ୍ଟ ଯୁଗ୍ମ କମିଟି

August 31, 2026

ପ୍ରତିଷ୍ଠିତ ଶିଳ୍ପପତି ସୁବ୍ରତ ବାଗଚୀଙ୍କୁ କର୍ଣ୍ଣାଟକ ସରକାର ଦେଲେ ବଡ ଦାୟିତ୍ବ, ସେ ହେବେ……

August 31, 2026

ପ୍ରଧାନମନ୍ତ୍ରୀଙ୍କ ଉଜବେକିସ୍ତାନ ଗସ୍ତ ଅବସରରେ ଆନୁଷ୍ଠାନିକ ଆଲୋଚନା

August 31, 2026

ନିଟ୍-ପିଜିରେ ବୈଷୟିକ ତ୍ରୁଟି: ପ୍ରଭାବିତ ପ୍ରାର୍ଥୀଙ୍କ ପାଇଁ ସେପ୍ଟେମ୍ବର ୫ ରେ ପରୀକ୍ଷା

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.