Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟିଲା ପାର୍ଲାମେଣ୍ଟ ଯୁଗ୍ମ କମିଟି
ଆଜିର ଖବର

ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟିଲା ପାର୍ଲାମେଣ୍ଟ ଯୁଗ୍ମ କମିଟି

August 31, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Parliamentary Joint Committee meet Surama padhi
Parliamentary Joint Committee meet Surama padhi

ଭୁବନେଶ୍ଵର: ଦରମା ଓ ଭତ୍ତା ସମ୍ପର୍କିତ ପାର୍ଲାମେଣ୍ଟ ଯୁଗ୍ମ କମିଟି ଭୁବନେଶ୍ୱର ଗସ୍ତରେ ଆସିଥିବାବେଳେ ରବିବାର ପ୍ରଥମେ ବାଚସ୍ପତି ସୁରମା ପାଢ଼ୀ ଓ ପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଓ ବିଧାନସଭାର ସଚିବ ସତ୍ୟବ୍ରତ ରାଉତ ଓ ଅଧିକାରୀମାନଙ୍କ ସହ ପୃଥକ ପୃଥକ ଭାବେ ଓଡ଼ିଶା ବିଧାନସଭା ସଦସ୍ୟମାନଙ୍କର ଦରମା ଓ ଅନ୍ୟାନ୍ୟ ଭତ୍ତା ସହ ପୂର୍ବତନ ବିଧାୟକମାନଙ୍କର ପେନ୍ସନ୍ ଓ ଭତ୍ତା ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ।

ଓଡ଼ିଶାର ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ପାଇଁ ସଂସଦ ଓ ଅନ୍ୟ ରାଜ୍ୟର ବିଧାୟକମାନଙ୍କ ଦରମା, ଭତ୍ତା ଓ ଆନୁଷଙ୍ଗିକ ସୁବିଧା ସମ୍ପର୍କରେ ମଧ୍ୟ ତୁଳନାତ୍ମକ ବିବରଣୀ ଉପସ୍ଥାପନ କରିବା ସହ ରାଜ୍ୟର ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କୁ ମିଳୁଥିବା ଦରମା ଓ ଭତ୍ତାର ପରିବର୍ତ୍ତନର ଆବଶ୍ୟକତା ରହିଛି ବୋଲି ଯୁଗ୍ମ କମିଟି ଅନୁଭବ କରିଥିଲେ।

କମିଟିର ଅଧ୍ୟକ୍ଷ ସାଂସଦ ବୀରେନ୍ଦ୍ର ପ୍ରସାଦ ବୈଶ୍ୟଙ୍କ ସମେତ ସାଂସଦ ବିଜୟ କୁମାର ଦୁବେ, ବୀଣା ଦେବୀ, କେ. ଗୋପୀନାଥ, ବାବୁ ସିଂ କୁଶୱାହା, ରିଚାର୍ଡ ଭାମିଲାହମନଙ୍ଗିଆଙ୍କ ସହ ସଂସଦର ନିର୍ଦ୍ଦେଶକ ଭଟଶାଳା ଜୋଷୀ ପ୍ରମୁଖ ଭୁବନେଶ୍ୱର ଗସ୍ତରେ ଆସିଛନ୍ତି।

Parliamentary Joint Committee Surama Padhi ପାର୍ଲାମେଣ୍ଟ ଯୁଗ୍ମ କମିଟି ସୁରମା ପାଢ଼ୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତିଷ୍ଠିତ ଶିଳ୍ପପତି ସୁବ୍ରତ ବାଗଚୀଙ୍କୁ କର୍ଣ୍ଣାଟକ ସରକାର ଦେଲେ ବଡ ଦାୟିତ୍ବ, ସେ ହେବେ……

August 31, 2026

ପ୍ରଧାନମନ୍ତ୍ରୀଙ୍କ ଉଜବେକିସ୍ତାନ ଗସ୍ତ ଅବସରରେ ଆନୁଷ୍ଠାନିକ ଆଲୋଚନା

August 31, 2026

ନିଟ୍-ପିଜିରେ ବୈଷୟିକ ତ୍ରୁଟି: ପ୍ରଭାବିତ ପ୍ରାର୍ଥୀଙ୍କ ପାଇଁ ସେପ୍ଟେମ୍ବର ୫ ରେ ପରୀକ୍ଷା

August 31, 2026

ତାସକେଣ୍ଟସ୍ଥିତ ଶାସ୍ତ୍ରୀ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କଲେ ପ୍ରଧାନମନ୍ତ୍ରୀ

August 31, 2026
Latest News

ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟିଲା ପାର୍ଲାମେଣ୍ଟ ଯୁଗ୍ମ କମିଟି

August 31, 2026

ପ୍ରତିଷ୍ଠିତ ଶିଳ୍ପପତି ସୁବ୍ରତ ବାଗଚୀଙ୍କୁ କର୍ଣ୍ଣାଟକ ସରକାର ଦେଲେ ବଡ ଦାୟିତ୍ବ, ସେ ହେବେ……

August 31, 2026

ପ୍ରଧାନମନ୍ତ୍ରୀଙ୍କ ଉଜବେକିସ୍ତାନ ଗସ୍ତ ଅବସରରେ ଆନୁଷ୍ଠାନିକ ଆଲୋଚନା

August 31, 2026

ନିଟ୍-ପିଜିରେ ବୈଷୟିକ ତ୍ରୁଟି: ପ୍ରଭାବିତ ପ୍ରାର୍ଥୀଙ୍କ ପାଇଁ ସେପ୍ଟେମ୍ବର ୫ ରେ ପରୀକ୍ଷା

August 31, 2026

ତାସକେଣ୍ଟସ୍ଥିତ ଶାସ୍ତ୍ରୀ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କଲେ ପ୍ରଧାନମନ୍ତ୍ରୀ

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.