Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁରରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ପାଳିତ
ଆଜିର ଖବର

ବାଣପୁରରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ପାଳିତ

September 5, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁରରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ପାଳିତ
ବାଣପୁରରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ପାଳିତ

ବାଣପୁର: ଆଜି ଗୁରୁଦିବସ ପାଳନ ଅବସରରେ ଖୋର୍ଦ୍ଧା ଜିଲ୍ଲା ନୋଡାଲ ଅଫିସର ତଥା ଜିଲ୍ଲା ଶିକ୍ଷାଧିକାରୀଙ୍କ ମାର୍ଗ ଦର୍ଶନରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ବାନାମ୍ବର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବିଦ୍ୟାଳୟ ସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ -୨୦୨୬ ପାଳିତ ହୋଇସାରିଛି । ଏଥି ନିମନ୍ତେ ଗ୍ରାମ୍ୟ ପରିକ୍ରମଣ, ରାଲି ଦ୍ଵାରା ଜନ ସଚେତନତା କରାଯାଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀ ଓ ଆଞ୍ଚଳିକ କେନ୍ଦ୍ର ସଂଯୋଜକ ସାଧନକର୍ମୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ତ୍ଵରାନିତ କରିବା ସହିତ ଉକ୍ତ କାର୍ଯ୍ୟକ୍ରମର ସଚେତନତା ଯୋଗାଇ ଛାତ୍ରଛାତ୍ରୀ ମାନଙ୍କୁ ଅନୁପ୍ରାଣିତ କରିଛନ୍ତି।

ଖୋର୍ଦ୍ଧା ଜିଲ୍ଲା ଗୁରୁଦିବସ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ନୋଡାଲ ଅଫିସର ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଛୋଟ ଉଚ୍ଚତା ଆଉ ହେବନି ବାଧା, ଏହି କାର୍‌ରେ ଡ୍ରାଇଭିଂ ହେବ ଆରାମଦାୟକ

September 5, 2026

ଆଜି ଶ୍ରୀ ରାମ ବାଣିଜ୍ୟ କଲେଜର ଶତବାର୍ଷିକୀ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

September 5, 2026

ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ

September 5, 2026

ଆଜିଠାରୁ ‘ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍’ ଆଥଲେଟ୍: ଉଦଘାଟନ କଲେ ଗୃହମନ୍ତ୍ରୀ

September 5, 2026
Latest News

ଗୁରୁ ଦିବସ ଉପଲକ୍ଷେ ୩ ଜଣ ଗୁରୁଜୀ ସମ୍ବର୍ଦ୍ଧିତ

September 5, 2026

ବାଣପୁରରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ପାଳିତ

September 5, 2026

ଛୋଟ ଉଚ୍ଚତା ଆଉ ହେବନି ବାଧା, ଏହି କାର୍‌ରେ ଡ୍ରାଇଭିଂ ହେବ ଆରାମଦାୟକ

September 5, 2026

QRରୁ KYC ଯାଏଁ: ଛୋଟ ଦୋକାନୀଙ୍କୁ ନେଇ RBIର କଡ଼ା ନିୟମ

September 5, 2026

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା, ୮ ଇଞ୍ଜିନିୟରିଂ ଛାତ୍ର ମୃତ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.