Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ
ରାଜ୍ୟ ଖବର

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Former Police Station In-charge transferred over allegations of links with cannabis mafia.
Former Police Station In-charge transferred over allegations of links with cannabis mafia.

ଭୁବନେଶ୍ବର: ଗଞ୍ଜେଇ ମାଫିଆଙ୍କ ସହ ଅସାଧୁ ସମ୍ପର୍କ ଏବଂ କାର୍ଯ୍ୟରେ ଅନିୟମିତତା ଅଭିଯୋଗକୁ ନେଇ ଚର୍ଚ୍ଚାରେ ଥିବା ବୌଦ୍ଧ ଥାନାର ପୂର୍ବତନ ଅଧିକାରୀ ନଳିନୀକାନ୍ତ ଦାସଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶକ୍ରମେ ତାଙ୍କୁ କେନ୍ଦ୍ରାଞ୍ଚଳ ଆଇଜି କାର୍ଯ୍ୟାଳୟକୁ ବଦଳି କରାଯାଇଛି। ମାତ୍ର ପନ୍ଦର ଦିନ ମଧ୍ୟରେ ତାଙ୍କୁ ଲଗାତାର ଦୁଇଥର ବଦଳି କରାଯିବା ଘଟଣା ପୁଲିସ ପ୍ରଶାସନ ମହଲରେ ବେଶ୍ ଆଲୋଡ଼ନ ସୃଷ୍ଟି କରିଛି।

ସୂଚନାଯୋଗ୍ୟ ଯେ, ଗଞ୍ଜେଇ ମାଫିଆମାନଙ୍କ ସହ ସମ୍ପୃକ୍ତି ରଖିବା ଏବଂ ସେମାନଙ୍କୁ ସହଯୋଗ କରିବା ଭଳି ସଙ୍ଗୀନ ଅଭିଯୋଗ ସାମ୍ନାକୁ ଆସିବା ପରେ ପ୍ରଥମେ ତାଙ୍କୁ ବୌଦ୍ଧ ଥାନାରୁ ବୌଦ୍ଧ ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟକୁ ବଦଳି କରାଯାଇଥିଲା। ତେବେ ଅଭିଯୋଗର ଗାମ୍ଭୀର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ପୁଲିସ ମୁଖ୍ୟାଳୟ ପକ୍ଷରୁ ଏହି ପଦକ୍ଷେପକୁ ଆହୁରି କଠୋର କରାଯାଇ ତାଙ୍କୁ ଜିଲ୍ଲା ବାହାରକୁ ଅର୍ଥାତ୍ କେନ୍ଦ୍ରାଞ୍ଚଳ ଆଇଜି କାର୍ଯ୍ୟାଳୟକୁ ପଠାଇ ଦିଆଯାଇଛି।

ବର୍ତ୍ତମାନ ପୁଲିସ ବିଭାଗ ପକ୍ଷରୁ ନଳିନୀକାନ୍ତ ଦାସଙ୍କ ବିରୋଧରେ ଏକ ଆଭ୍ୟନ୍ତରୀଣ ଓ ବିଭାଗୀୟ ତଦନ୍ତ ଜାରି ରହିଛି। ଗଞ୍ଜେଇ କାରବାର ସହ ତାଙ୍କର କିପରି ଓ କେତେ ଦୂର ସମ୍ପୃକ୍ତି ଥିଲା, ସେ ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ପଦାକୁ ଆଣିବା ପାଇଁ ଛାନଭିନ୍ କରାଯାଉଛି। ତଦନ୍ତ ପ୍ରକ୍ରିୟା ଶେଷ ହେବା ପରେ ତାଙ୍କ ବିରୋଧରେ ଅଧିକ କଡ଼ା ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାର ସମ୍ଭାବନା ରହିଛି।

ଗଞ୍ଜେଇ ମାଫିଆ ବୌଦ୍ଧ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026
Latest News

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.