Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି
ବିଶେଷ ଖବର

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କ୍ରସ୍ ଭୋଟିଂ
କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ସଦସ୍ୟତା ରଦ୍ଦ ପିଟିସନ ଖାରଜ ପରେ ହାଇକୋର୍ଟ ଗଲା ବିଜେଡି

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ବେଳେ କ୍ରସ୍ ଭୋଟିଂ କରିଥିବା ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଲାଗି ବିଜେଡି ଆରମ୍ଭ କରିଛି ଆଇନଗତ ଲଢ଼େଇ। ସେହି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ଲାଗି ହାଇକୋର୍ଟରେ ପିଟିସନ ଦାଏର କରିଛି ଦଳ। ବାଚସ୍ପତିଙ୍କୁ ପକ୍ଷଭୁକ୍ତ କରି ବିଜେଡିର ରିଟ ପିଟିସନ ଦାଖଲ କରିଛି।

ରାଜ୍ୟସଭା ନିର୍ବାଚନର ୬ ମାସ ରେ ବି ବାଚସ୍ପତି କିଛି କାର୍ଯ୍ୟାନୁଷ୍ଠାନ ନେଇନଥିବାରୁ ବିଜେଡି ଏହି ପଦକ୍ଷେପ ନେଇଛି। କ୍ରସ୍ ଭୋଟିଂ କରିଥିବା ସେହି ବିଧାୟକମାନେ ହେଉଛନ୍ତି ଦେବୀରଞ୍ଜନ ତ୍ରିପାଠୀ, ସୌଭିକ ବିଶ୍ଵାଳ, ନବ ମଲ୍ଲିକ, ରମାକାନ୍ତ ଭୋଇ, ସୁବାସିନୀ ଜେନା, ଚକ୍ରଧର କହଁର, ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼। ଦଳର ନିଷ୍ପତ୍ତି ବିରୋଧରେ ଭୋଟ ଦେଇଥିବାରୁ ସଦସ୍ୟତା ରଦ୍ଦ ପାଇଁ ପୂର୍ବରୁ ବାଚସ୍ପତ୍ତିକଂ ନିକଟରେ ଦଳ ପିଟିସନ ଦାଖଲ କରିଥିଲା। ଟେକ୍ନିକାଲ ଗ୍ରାଉଣ୍ଡରେ ବାଚସ୍ପତି ପିଟିସନକୁ ଖାରଜ କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ବିଜେଡି ହାଇକୋର୍ଟରେ ପିଟିସନ ଦାଖଲ କରିଥିବା କହିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ।

ସେପଟେ ଅରୁଣ ସାହୁ କହିଛନ୍ତି, ନିଲମ୍ଵିତ ବିଧାୟକମାନେ ଦଳୀୟ ହୁଇପ ମାନିନାହାନ୍ତି। ବିଧାୟକ ଦଳ ବୈଠକକୁ ଅନେକ ସମୟରେ ଆସିନାହାନ୍ତି। ଦଳ ହୁଇପ ଅବମାନନା କରିଥିବାରୁ ସେମାନଙ୍କ ବିରୋଧରେ ଆଇନ ଗତ କାର‌୍ୟ୍ୟାନୁଷ୍ଠାନ ଦାବି କରିଛୁ। ସେମାନଙ୍କ ସଭ୍ୟପଦ ରଦ ପାଇଁ ଆବେଦନ କରାଯାଇଛି।

BJD ଓଡିଶାରେ ରାଜ୍ୟସଭା ନିର୍ବାଚନ କ୍ରସ୍ ଭୋଟିଂ ବିଜେଡି ରାଜ୍ୟସଭା ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ କ୍ରସଭୋଟିଂ: ହାଇକୋର୍ଟର ଦ୍ବାରସ୍ଥ ବିଜେଡି

September 11, 2026

ବ୍ରିକ୍ସ ପାଇଁ ଉଡାଣ ଭରିବା ପରେ ଟ୍ରମ୍ପଙ୍କୁ ତାଚ୍ଛଲ୍ୟ କଲେ ଇରାନ ରାଷ୍ଟ୍ରପତି: ଭାରତକୁ ପ୍ରଶଂସା

September 11, 2026

ଓରାଙ୍ଗଉଟାନ୍ ଉଦ୍ଧାରସ୍ଥଳକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ବନବିଭାଗ

September 11, 2026

ବିଦ୍ୟୁତ୍ ଆଘାତରେ ଚାଲିଗଲା ନାବାଳକର ଜୀବନ

September 11, 2026
Latest News

ରାଜ୍ୟସଭା ନିର୍ବାଚନ କ୍ରସଭୋଟିଂ: ହାଇକୋର୍ଟର ଦ୍ବାରସ୍ଥ ବିଜେଡି

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026

ବ୍ରିକ୍ସ ପାଇଁ ଉଡାଣ ଭରିବା ପରେ ଟ୍ରମ୍ପଙ୍କୁ ତାଚ୍ଛଲ୍ୟ କଲେ ଇରାନ ରାଷ୍ଟ୍ରପତି: ଭାରତକୁ ପ୍ରଶଂସା

September 11, 2026

ସୁନା ଓ ରୂପା ହେଲା ମହଙ୍ଗା: ଜାଣନ୍ତୁ ଆଜିର ମୂଲ୍ୟ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.