Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିଜିଲାନ୍ସ ନଜରରେ ଅବକାରୀ ଅଧୀକ୍ଷକ, ସ୍କର୍ପିଓରୁ ମିଳିଲା ୫ ଲକ୍ଷ
ଆଜିର ଖବର

ଭିଜିଲାନ୍ସ ନଜରରେ ଅବକାରୀ ଅଧୀକ୍ଷକ, ସ୍କର୍ପିଓରୁ ମିଳିଲା ୫ ଲକ୍ଷ

September 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଉରକେଲା: ଭିଜିଲାନ୍ସ ସ୍କାନରରେ ରାଉରକେଲା ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼। ଉଦିତନଗରସ୍ଥିତ ଅବକାରୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ସ୍କର୍ପିଓକୁ ଅଟକାଇ ଯାଞ୍ଚ କରିବା ବେଳେ ଭିଜିଲାନ୍ସ ଟିମ୍‌ ୫ ଲକ୍ଷ ଟଙ୍କା ଜବତ କରିଛି।

ଗାଡ଼ିରେ ଥିବା ସ୍ଥାନୀୟ ମଦ ଦୋକାନର ଜଣେ ବିକ୍ରେତା ଏହି ଟଙ୍କା ଅବକାରୀ ଅଧୀକ୍ଷକଙ୍କ ନିର୍ଦ୍ଦେଶରେ ତାଙ୍କ ବାସଭବନକୁ ନେଇ ଯାଉଥିବା ଭିଜିଲାନ୍ସକୁ କହିଥିବା ସୂଚନା ମିଳିଛି।

ଏହାପରେ ବିକ୍ରେତା ଓ ଅବକାରୀ ଅଧୀକ୍ଷକଙ୍କୁ ମୁହାଁମୁହିଁ କରି ଭିଜିଲାନ୍ସ ପଚରାଉଚରା କରିଥିଲା। ଜବତ ଟଙ୍କା ସମ୍ପର୍କରେ ସନ୍ତୋଷଜନକ ବ୍ୟାଖ୍ୟା ନମିଳିବାରୁ ଭିଜିଲାନ୍ସ ଟଙ୍କା ଜବତ କରିଛି।

ଘଟଣାକୁ ନେଇ ରାଉରକେଲା ଭିଜିଲାନ୍ସ ଥାନାରେ କେସ୍‌ ନମ୍ବର ୧୨/୨୦୨୬ ରୁଜୁ ହୋଇଛି। ଦୁର୍ନୀତି ନିବାରଣ ଆଇନର ଧାରା ୧୩(୨) ଏବଂ ୧୩(୧)(ବି) ଅନୁଯାୟୀ ମାମଲା ରୁଜୁ କରାଯାଇଛି।

ଅବକାରୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ଓ ବାସଭବନରେ ଭିଜିଲାନ୍ସ ଟିମ୍‌ ତଲାସି ଜାରି ରଖିଛି। ଆୟ ବହିର୍ଭୂତ ସମ୍ପତ୍ତି ଦିଗରୁ ମଧ୍ୟ ତଦନ୍ତ ଚାଲିଥିବା ବେଳେ ଘଟଣାରେ ଆହୁରି ତଥ୍ୟ ସାମ୍ନାକୁ ଆସିପାରେ।

exiceofficer odishavigilance
Share. Facebook Twitter LinkedIn Email WhatsApp Copy Link

Related Posts

ସେବା ସଂକଳ୍ପ ଅଭିଯାନ ପାଇଁ ପ୍ରସ୍ତୁତି ଜୋରଦାର କଲା ପଞ୍ଚାୟତିରାଜ ବିଭାଗ

September 12, 2026

ଓଏସ୍ଏସ୍ଏଫ୍ ଯବାନଙ୍କ ପାଇଁ ଏସବିଆଇ ସହ ଓଡ଼ିଶା ପୋଲିସର ଏମ୍ଓୟୁ ସ୍ୱାକ୍ଷର

September 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026
Latest News

ଭିଜିଲାନ୍ସ ନଜରରେ ଅବକାରୀ ଅଧୀକ୍ଷକ, ସ୍କର୍ପିଓରୁ ମିଳିଲା ୫ ଲକ୍ଷ

September 12, 2026

ସେବା ସଂକଳ୍ପ ଅଭିଯାନ ପାଇଁ ପ୍ରସ୍ତୁତି ଜୋରଦାର କଲା ପଞ୍ଚାୟତିରାଜ ବିଭାଗ

September 12, 2026

ଓଏସ୍ଏସ୍ଏଫ୍ ଯବାନଙ୍କ ପାଇଁ ଏସବିଆଇ ସହ ଓଡ଼ିଶା ପୋଲିସର ଏମ୍ଓୟୁ ସ୍ୱାକ୍ଷର

September 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.