Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାକିସ୍ତାନକୁ କ୍ଲିନ ସ୍ଵିପ୍ କଲା ଇଂଲଣ୍ଡ: ୩-୦ ରେ ଜିତିଲା ଟେଷ୍ଟ ସିରିଜ୍
ଆଜିର ଖବର

ପାକିସ୍ତାନକୁ କ୍ଲିନ ସ୍ଵିପ୍ କଲା ଇଂଲଣ୍ଡ: ୩-୦ ରେ ଜିତିଲା ଟେଷ୍ଟ ସିରିଜ୍

September 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାକିସ୍ତାନକୁ କ୍ଲିନ ସ୍ଵିପ୍ କଲା ଇଂଲଣ୍ଡ: ୩-୦ ରେ ଜିତିଲା ଟେଷ୍ଟ ସିରିଜ୍
ପାକିସ୍ତାନକୁ କ୍ଲିନ ସ୍ଵିପ୍ କଲା ଇଂଲଣ୍ଡ: ୩-୦ ରେ ଜିତିଲା ଟେଷ୍ଟ ସିରିଜ୍

ନୂଆଦିଲ୍ଲୀ: ଆୟୋଜକ ଇଂଲଣ୍ଡ ବର୍ମିଂହାମର ଏଜବାଷ୍ଟନରେ ତୃତୀୟ ଟେଷ୍ଟକୁ ୮ ୱିକେଟରେ ଜିତିଛି। ଇଂଲଣ୍ଡକୁ ପାକିସ୍ତାନ ୧୩୦ ରନର ଟାର୍ଗେଟ ଦେଇଥିଲା, ଯାହାକୁ ଇଂଲଣ୍ଡ ଦଳ ମାତ୍ର ଦୁଇଟି ୱିକେଟ ହରାଇ ହାସଲ କରିଥିଲା। ଯଦିଓ ଇଂଲଣ୍ଡ ମାତ୍ର ଦୁଇ ରନରେ ଦୁଇଟି ୱିକେଟ୍ ହରାଇଥିଲା, କିନ୍ତୁ ଜୋର୍ଡାନ କକ୍ସ (୫୯) ଏବଂ ଅଧିନାୟକ ଜୋ ରୁଟ୍ (୬୨ ରନ) ଅପରାଜିତ ରହି ମ୍ୟାଚ୍ ଜିତାଇଥିଲେ। ଏହିପରି ଇଂଲଣ୍ଡ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ପାକିସ୍ତାନକୁ କ୍ଲିନ ସ୍ଵିପ୍ କରିଛି। ଇଂଲଣ୍ଡ ୩-୦ ରେ ସିରିଜ୍ ଜିତିଛି।

babar azam ENG Vs PAK 3rd Test England Vs Pakistan joe root Razaullah
Share. Facebook Twitter LinkedIn Email WhatsApp Copy Link

Related Posts

‘ଔରଙ୍ଗଜେବଙ୍କ ଭଳି ମାନସିକତା’: ଅଖିଳେଶ ଯାଦବଙ୍କ ଉପରେ ସଙ୍ଗୀତ ସୋମଙ୍କ କଡ଼ା ଆକ୍ରମଣ

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026
Latest News

ପାକିସ୍ତାନକୁ କ୍ଲିନ ସ୍ଵିପ୍ କଲା ଇଂଲଣ୍ଡ: ୩-୦ ରେ ଜିତିଲା ଟେଷ୍ଟ ସିରିଜ୍

September 12, 2026

ଭାରତ ପାଇଁ ବଡ଼ କୂଟନୈତିକ ବିଜୟ: ବ୍ରିକ୍ସ ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା

September 12, 2026

‘ଔରଙ୍ଗଜେବଙ୍କ ଭଳି ମାନସିକତା’: ଅଖିଳେଶ ଯାଦବଙ୍କ ଉପରେ ସଙ୍ଗୀତ ସୋମଙ୍କ କଡ଼ା ଆକ୍ରମଣ

September 12, 2026

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

୮୦ ଦଶକ ଫଟୋ ଟ୍ରେଣ୍ଡ୍‌ର ମୋହ: ଗୋଟିଏ ଫଟୋ ପାଇଁ ଖର୍ଚ୍ଚ ହେଉଛି ଲିଟର ଲିଟର ପାଣି

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.