Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସହକର୍ମୀଙ୍କୁ ଅସଦାଚରଣ ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ
ଆଜିର ଖବର

ସହକର୍ମୀଙ୍କୁ ଅସଦାଚରଣ ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

September 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସହକର୍ମୀଙ୍କୁ ଅସଦାଚରଣ ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର: ସହକର୍ମୀ ଯୁବତୀଙ୍କୁ ଭୟଭୀତ କରାଇ ଅସଦାଚରଣ କରିବା ଅଭିଯୋଗରେ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର ବିଶ୍ବାଳଙ୍କୁ ଖାରବେଳନଗର ଥାନା ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ପୋଲିସ ସୂଚନା ଅନୁଯାୟୀ, ପୀଡ଼ିତା ଯୁବତୀ ଜଣକ ପରିବହନ ବିଭାଗରେ ଚୁକ୍ତିଭିତ୍ତିକ କର୍ମଚାରୀ ଭାବେ କାର୍ଯ୍ୟରତ ଏବଂ ଖାରବେଳନଗର ଅଞ୍ଚଳର ଏକ ପିଜି ହଷ୍ଟେଲରେ ରହୁଛନ୍ତି। ଅରୁଣ ତାଙ୍କୁ ବିଭିନ୍ନ ସମୟରେ ପ୍ରେମ ନିବେଦନ କରିବା ସହ ଧମକ ଦେଇ ଅସଦାଚରଣ କରୁଥିବା ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଅରୁଣ ଯୁବତୀଙ୍କ ରହୁଥିବା ସ୍ଥାନରେ ପହଞ୍ଚି ହଙ୍ଗାମା କରିବାରୁ ପୀଡ଼ିତା ପୋଲିସକୁ ଖବର ଦେଇଥିଲେ। ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ ଥାନାକୁ ଆଣିଥିଲା। ଖାରବେଳନଗର ଥାନା ଅଧିକାରୀ ଦେବେନ୍ଦ୍ର କୁମାର ବିଶ୍ବାଳଙ୍କ କହିବା ଅନୁଯାୟୀ, ପୀଡ଼ିତାଙ୍କ ଏତଲା ଆଧାରରେ ମାମଲା (ନଂ. ୬୫୭/୨୦୨୬) ରୁଜୁ କରାଯାଇଛି। ଘଟଣାସ୍ଥଳର ସିସିଟିଭି ଫୁଟେଜ୍, ଡିଜିଟାଲ ପ୍ରମାଣ ଏବଂ ସାକ୍ଷୀମାନଙ୍କ ବୟାନ ଆଧାରରେ ପୋଲିସ ଅଧିକ ତଦନ୍ତ ଚଳାଇଛି।

ଅସଦାଚରଣ ଅଭିଯୋଗ ଖାରବେଳ ନଗର ଥାନା ପରିବହନ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାସ୍କିଲ୍ସ ୨୦୨୬–୨୭: ପଞ୍ଜୀକରଣର ଶେଷ ତାରିଖ ସେପ୍ଟେମ୍ବର ୨୨

September 18, 2026

ବାଣପୁର ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

September 18, 2026

୪ ବର୍ଷ ପୂର୍ବରୁ ଚାକିରି ପାଇବେ ଅଗ୍ନିବୀର: କେନ୍ଦ୍ରୀୟ ଯୋଜନା ପ୍ରସ୍ତୁତ

September 18, 2026

ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବିଭିନ୍ନ ଟ୍ରେନରେ ଅସ୍ଥାୟୀ ଭାବେ କୋଚ ସଂଖ୍ୟା ବୃଦ୍ଧି

September 18, 2026
Latest News

ଓଡ଼ିଶାସ୍କିଲ୍ସ ୨୦୨୬–୨୭: ପଞ୍ଜୀକରଣର ଶେଷ ତାରିଖ ସେପ୍ଟେମ୍ବର ୨୨

September 18, 2026

ସହକର୍ମୀଙ୍କୁ ଅସଦାଚରଣ ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

September 18, 2026

ବାଣପୁର ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

September 18, 2026

୪ ବର୍ଷ ପୂର୍ବରୁ ଚାକିରି ପାଇବେ ଅଗ୍ନିବୀର: କେନ୍ଦ୍ରୀୟ ଯୋଜନା ପ୍ରସ୍ତୁତ

September 18, 2026

ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବିଭିନ୍ନ ଟ୍ରେନରେ ଅସ୍ଥାୟୀ ଭାବେ କୋଚ ସଂଖ୍ୟା ବୃଦ୍ଧି

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.