Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ: ୨୨ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଆଜିର ଖବର

ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ: ୨୨ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

September 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ: ୨୨ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ: ୨୨ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଧୀରେ ଧୀରେ ଘନୀଭୂତ ହୋଇ ସେପ୍ଟେମ୍ବର ୨୧ ତାରିଖ ସନ୍ଧ୍ୟା ସୁଦ୍ଧା ଅବପାତରେ ଏବଂ ସେପ୍ଟେମ୍ବର ୨୩ ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

ଏହି ପାଣିପାଗ ପ୍ରଣାଳୀ ମୌସୁମୀ ବାୟୁ ପ୍ରବାହ ସହିତ ସମ୍ପୃକ୍ତ ଥିବାରୁ ଏହା ଆହୁରି ଶକ୍ତିଶାଳୀ ହେବାର ସମ୍ଭାବନା କମ୍ ରହିଛି ବୋଲି ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପ୍ରାଥମିକ ଆକଳନ ଅନୁଯାୟୀ, ଏହି ପ୍ରକ୍ରିୟା ୨୩ ତାରିଖ ରାତି କିମ୍ବା ସେପ୍ଟେମ୍ବର ୨୪ ତାରିଖ ପୂର୍ବାହ୍ନରେ ଗଞ୍ଜାମ ଓ ପୁରୀ ଜିଲ୍ଲା ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିପାରେ।

ଏହାର ପ୍ରଭାବରେ ସେପ୍ଟେମ୍ବର ୨୨ରୁ ୨୬ ତାରିଖ ମଧ୍ୟରେ ଓଡ଼ିଶାର ଉପକୂଳ, ଦକ୍ଷିଣ ଓ ପଶ୍ଚିମ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସିଇସି ପକ୍ଷରୁ କୁହାଯାଇଛି।

ଅତି ପ୍ରବଳ ବର୍ଷା ସମ୍ଭାବନା ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ବଙ୍ଗୋପସାଗର ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ପାଞ୍ଚ ଦିନିଆ ଆସାମ ଗସ୍ତରେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 21, 2026

ଆଜି ସେପ୍ଟେମ୍ବର ୨୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

September 21, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026
Latest News

ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ: ୨୨ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

September 21, 2026

ପାଞ୍ଚ ଦିନିଆ ଆସାମ ଗସ୍ତରେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 21, 2026

ଆଜି ସେପ୍ଟେମ୍ବର ୨୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

September 21, 2026

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.