Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଆଳି ପନିରରେ ମିଶୁଛି ମଇଦା ଓ ଡିଟରଜେଣ୍ଟ; ସ୍ପଷ୍ଟ କଲେ ସ୍ୱାସ୍ଥ୍ୟ ଅଧିକାରୀ
ଆଜିର ଖବର

ନିଆଳି ପନିରରେ ମିଶୁଛି ମଇଦା ଓ ଡିଟରଜେଣ୍ଟ; ସ୍ପଷ୍ଟ କଲେ ସ୍ୱାସ୍ଥ୍ୟ ଅଧିକାରୀ

September 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିଆଳି ପନିରରେ ମିଶୁଛି ମଇଦା ଓ ଡିଟରଜେଣ୍ଟ; ସ୍ପଷ୍ଟ କଲେ ସ୍ୱାସ୍ଥ୍ୟ ଅଧିକାରୀ

କଟକ: କଟକରୁ ଜବତ ହୋଇଥିବା ପନିରକୁ ନେଇ ଆସିଛି ବଡ଼ ଖବର। ପନିର ନାଁରେ ବଜାରରେ ବିଷ ବିକ୍ରି ହେଉଛି। ଯାହା ଗତ ଅଗଷ୍ଟ ୧୯ ତାରିଖରେ କଟକ ଲିଙ୍କ ରୋଡ୍‌ରୁ କେଏମ୍‌ସି (କେଏମସି) ଖାଦ୍ୟ ସୁରକ୍ଷା ଟିମ୍ ଦ୍ୱାରା ଜବତ ହୋଇଥିବା ପ୍ରାୟ ୭୩ କ୍ୱିଣ୍ଟାଲ ପନିର ସମ୍ପୂର୍ଣ୍ଣ ଅପମିଶ୍ରିତ ବୋଲି ପ୍ରମାଣିତ ହୋଇଛି। ସଂଗୃହୀତ ପନିର ନମୁନାର ପରୀକ୍ଷଣ ହରିୟାଣାରେ ହୋଇଥିଲା, ଯାହାର ରିପୋର୍ଟ ଆଜି ରାଜ୍ୟ ଖାଦ୍ୟ ସୁରକ୍ଷା କମିଶନରଙ୍କ ନିକଟରେ ପହଞ୍ଚିଛି ବୋଲି କହିଛନ୍ତି କଟକ ମହାନଗର ନିଗମର ସ୍ବାସ୍ଥ୍ୟ ଅଧିକାରୀ।

ରିପୋର୍ଟ ଅନୁସାରେ, ଏହି ପନିରରେ ମଇଦା ସହ ମାରାତ୍ମକ ଡିଟରଜେଣ୍ଟ ମିଶାଯାଉଥିଲା, ଯାହା ଶରୀର ପାଇଁ ଅତ୍ୟନ୍ତ କ୍ଷତିକାରକ। ଏହି ଅପମିଶ୍ରିତ ପନିର ନିଆଳିରୁ କଟକ ସହ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ସପ୍ଲାଏ ହେଉଥିବା ଜଣାପଡ଼ିଛି। ରାଜ୍ୟ ଖାଦ୍ୟ ସୁରକ୍ଷା କମିଶନରଙ୍କ ନିକଟରେ ରିପୋର୍ଟ ପହଞ୍ଚିବା ପରେ ଏବେ ଅପମିଶ୍ରଣକାରୀଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି, ତାହା ଦେଖିବାକୁ ବାକି ରହିଲା।

ଡିଟରଜେଣ୍ଟ ନିଆଳି ପନିର
Share. Facebook Twitter LinkedIn Email WhatsApp Copy Link

Related Posts

ଏସବିଆଇ ବ୍ୟାଙ୍କିଙ୍ଗ୍‌ ଓ ଅର୍ଥନୀତି ସମ୍ମିଳନୀ ୨୦୨୬କୁ ଉଦଘାଟନ କଲେ ଡକ୍ଟର ପି.କେ. ମିଶ୍ର

September 23, 2026

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ଲଗାଣ ବର୍ଷା ସ୍ଥିତିର ମୁକାବିଲା ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ

September 23, 2026

ହାଇକୋର୍ଟରେ ବିଚାରପତି ସଙ୍କଟ: ଅକ୍ଟୋବର ୧ରୁ କୋର୍ଟ ବର୍ଜନ ନିଷ୍ପତ୍ତି ନେଲା ବାର୍ ଆସୋସିଏସନ୍

September 23, 2026
Latest News

ନିଆଳି ପନିରରେ ମିଶୁଛି ମଇଦା ଓ ଡିଟରଜେଣ୍ଟ; ସ୍ପଷ୍ଟ କଲେ ସ୍ୱାସ୍ଥ୍ୟ ଅଧିକାରୀ

September 23, 2026

ଏସବିଆଇ ବ୍ୟାଙ୍କିଙ୍ଗ୍‌ ଓ ଅର୍ଥନୀତି ସମ୍ମିଳନୀ ୨୦୨୬କୁ ଉଦଘାଟନ କଲେ ଡକ୍ଟର ପି.କେ. ମିଶ୍ର

September 23, 2026

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ଲଗାଣ ବର୍ଷା ସ୍ଥିତିର ମୁକାବିଲା ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ

September 23, 2026

ହାଇକୋର୍ଟରେ ବିଚାରପତି ସଙ୍କଟ: ଅକ୍ଟୋବର ୧ରୁ କୋର୍ଟ ବର୍ଜନ ନିଷ୍ପତ୍ତି ନେଲା ବାର୍ ଆସୋସିଏସନ୍

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.