Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ସୁପ୍ରିମକୋର୍ଟରେ ଡିଜିପି ନିଯୁକ୍ତି ଶୁଣାଣି: ଆଜି ପକ୍ଷ ରଖିବେ ରାଜ୍ୟ ସରକାର
ରାଜ୍ୟ ଖବର

ସୁପ୍ରିମକୋର୍ଟରେ ଡିଜିପି ନିଯୁକ୍ତି ଶୁଣାଣି: ଆଜି ପକ୍ଷ ରଖିବେ ରାଜ୍ୟ ସରକାର

September 24, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁପ୍ରିମକୋର୍ଟରେ ଡିଜିପି ନିଯୁକ୍ତି ଶୁଣାଣି: ଆଜି ପକ୍ଷ ରଖିବେ ରାଜ୍ୟ ସରକାର

ଭୁବନେଶ୍ବର: ଓଡ଼ିଶା ଡିଜିପି ନିଯୁକ୍ତି ବିବାଦ ମାମଲାରେ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି  ମଧ୍ୟ ଅସମାପ୍ତ ରହିଛି। ଆଜି ପୁଣିଥରେ ଏହି ମାମଲାର ଶୁଣାଣି ହେବ। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପି. ଚିଦାମ୍ବରମ୍, ପ୍ରଶାନ୍ତ ଭୂଷଣ, ବରିଷ୍ଠ ଆଇନଜୀବୀ କରୁଣା ନନ୍ଦୀ ଏବଂ କୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସକ୍ୟୁରି ରାଜୁ ରାମଚନ୍ଦ୍ରନ୍ ନିଜ ନିଜର ଯୁକ୍ତି ଉପସ୍ଥାପନ କରିଛନ୍ତି। ଆଜି ପୁଣି ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ ଜେନେରାଲ ଓ ସଲିସିଟର ଜେନେରାଲ ନିଜର ଜବାବ ରଖିବେ।

ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ, ଜଷ୍ଟିସ ଜୟମାଲ୍ୟ ବାଗଚୀ ଓ ଜଷ୍ଟିସ ଭି. ମୋହନଙ୍କୁ ନେଇ ଗଠିତ ୩ ଜଣିଆ ଖଣ୍ଡପୀଠ ଆଜି ପ୍ରାୟ ଦେଢ଼ ଘଣ୍ଟାରୁ ଅଧିକ ସମୟ ଧରି ବିଭିନ୍ନ ପକ୍ଷଙ୍କ ଯୁକ୍ତି ଶୁଣିଥିଲେ।

ଆବେଦନକାରୀ ଜୟନ୍ତ ଦାସଙ୍କ ଓକିଲ ବରିଷ୍ଠ ଆଇନଜୀବୀ ପି. ଚିଦାମ୍ବରମ୍ କୋର୍ଟରେ ଯୁକ୍ତି ବାଢ଼ି କହିଥିଲେ ଯେ, ‘ପ୍ରକାଶ ସିଂ ମାମଲା’ରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ପ୍ରସ୍ତୁତ ସଂଶୋଧିତ ମାର୍ଗଦର୍ଶିକା ଅନୁଯାୟୀ, ଯଦି ‘ଲେଭଲ-୧୬’ରେ ଯୋଗ୍ୟ ଅଫିସର ଉପଲବ୍ଧ ଅଛନ୍ତି, ତେବେ ‘ଲେଭଲ-୧୫’ (ଏଡିଜି ସ୍ତର)ର ଅଧିକାରୀଙ୍କୁ ଡିଜିପି ଚୟନ ପ୍ୟାନେଲରେ ସାମିଲ କରିବାର କୌଣସି ଆବଶ୍ୟକତା ନାହିଁ।

ସେ ଆହୁରି ଦର୍ଶାଇଥିଲେ ଯେ ଓଡ଼ିଶାରେ ‘ଲେଭଲ-୧୬’ (ଡିଜି ପାହ୍ୟା)ରେ ୩ ଜଣ ଯୋଗ୍ୟ ଅଧିକାରୀ ଅଛନ୍ତି। ନିୟମାନୁସାରେ ରାଜ୍ୟ ସରକାର ପ୍ରଥମେ ଏହି ୩ ଜଣଙ୍କ ନାମ ଡିଜିପି ଚୟନ ପାଇଁ ୟୁପିଏସସି (ୟୁପିଏସସି) ନିକଟକୁ ପଠାଇଥିଲେ। ମାତ୍ର ପରବର୍ତ୍ତୀ ସମୟରେ ସେହି ତାଲିକାକୁ ବଦଳାଇ ୮ ଜଣ ଏଡିଜି ସ୍ତରର ଅଫିସରଙ୍କ ନାମ ଯୋଡ଼ି ୧୧ ଜଣିଆ ନୂଆ ତାଲିକା ପଠାଯାଇଥିଲା, ଯାହାକି ସମ୍ପୂର୍ଣ୍ଣ ବେଆଇନ ଅଟେ।

ଡିଜିପି ନିଯୁକ୍ତି ଶୁଣାଣୀ ସୁପ୍ରିମକାେର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ଆସାମର ମୋଇଦମ ଏବଂ ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 24, 2026

ଆଜି ସେପ୍ଟେମ୍ବର ୨୪ ତାରିଖରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

September 24, 2026

ଏସଆଇଆର ସମେତ ସମସ୍ତ ନିଷ୍ପତ୍ତି ପୂର୍ଣ୍ଣ ନିର୍ବାଚନ ଆୟୋଗର ସର୍ବସମ୍ମତ ନିଷ୍ପତ୍ତି: ଇସି

September 23, 2026

୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ଦୁଷ୍କର୍ମ ଅଭିଯୋଗ, ଦେଢ଼ଶୁର ଗିରଫ

September 23, 2026
Latest News

ସୁପ୍ରିମକୋର୍ଟରେ ଡିଜିପି ନିଯୁକ୍ତି ଶୁଣାଣି: ଆଜି ପକ୍ଷ ରଖିବେ ରାଜ୍ୟ ସରକାର

September 24, 2026

ଆସାମର ମୋଇଦମ ଏବଂ ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 24, 2026

ଆଜି ସେପ୍ଟେମ୍ବର ୨୪ ତାରିଖରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

September 24, 2026

ଏସଆଇଆର ସମେତ ସମସ୍ତ ନିଷ୍ପତ୍ତି ପୂର୍ଣ୍ଣ ନିର୍ବାଚନ ଆୟୋଗର ସର୍ବସମ୍ମତ ନିଷ୍ପତ୍ତି: ଇସି

September 23, 2026

୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ଦୁଷ୍କର୍ମ ଅଭିଯୋଗ, ଦେଢ଼ଶୁର ଗିରଫ

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.