Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏକ ହଜାର କୋଟିର ନିବେଶ ପାଇଁ ‘ଫାର୍ମଏକ୍ସ’ ପକ୍ଷରୁ ଉପମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରସ୍ତାବ
ଆଜିର ଖବର

ଏକ ହଜାର କୋଟିର ନିବେଶ ପାଇଁ ‘ଫାର୍ମଏକ୍ସ’ ପକ୍ଷରୁ ଉପମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରସ୍ତାବ

September 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
KV Singh Deo meets FarmX delegation on investment Prop.
KV Singh Deo meets FarmX delegation on investment Prop.

ଭୁବନେଶ୍ଵର: ଓଡ଼ିଶାରେ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଏକ ହଜାର କୋଟି ଟଙ୍କାର ନିବେଶ ପାଇଁ ସିଲିକନ୍ ଭ୍ୟାଲି ସଂସ୍ଥା ‘ଫାର୍ମଏକ୍ସ’ ପକ୍ଷରୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ନିକଟରେ ପ୍ରସ୍ତାବ ଆଗତ କରାଯାଇଛି। ଏହା ଦ୍ବାରା ରାଜ୍ୟକୁ ସ୍ୱୟଂଚାଳିତ ଇଲେକ୍ଟ୍ରିକ୍ ଟ୍ରାକ୍ଟର, ଏଆଇ ସଫ୍ଟୱେର୍, ରୋବୋଟିକ୍ସ ଏବଂ ସ୍ମାର୍ଟ କୃଷି ପ୍ରଣାଳୀର ଏକ ଅତ୍ୟାଧୁନିକ ଉତ୍ପାଦନ ଓ ରପ୍ତାନି ହବ୍ ଭାବରେ ଗଢ଼ିତୋଳିବାର ଲକ୍ଷ୍ୟ ରହିଛି। ଶ୍ରୀ ସିଂହଦେଓ କହିଛନ୍ତି ଏହା ଦ୍ୱାରା ୧୧ ଶହ ୨୦ଟି ପ୍ରତ୍ୟକ୍ଷ ନିଯୁକ୍ତି ସହ ପ୍ରାୟ ୩୭ ଶହ ପରୋକ୍ଷ ନିଯୁକ୍ତି ସୃଷ୍ଟି ହେବ।

 

FarmX KV Singh Deo ପ୍ରଯୁକ୍ତିବିଦ୍ୟା କ୍ଷେତ୍ର ଫାର୍ମଏକ୍ସ ସିଲିକନ୍ ଭ୍ୟାଲି ସଂସ୍ଥା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଦିନିକିଆରେ ଅନେକ ରେକର୍ଡ ସ୍ଥାପନ କଲେ କୋହଲି

September 28, 2026

ଆଜି ସେପ୍ଟେମ୍ବର ୨୮ ତାରିଖ ଏହି ରାଶିର ବ୍ୟକ୍ତିମାନେ ପାଇବେ ଖୁସି ଖବର

September 28, 2026

ବିଶ୍ୱ ପର୍ଯ୍ୟଟନ ଦିବସ: ପ୍ରଯୁକ୍ତିବିଦ୍ୟା ଚାଳିତ, ସମାବେଶୀ ଓ ସମୁଦାୟ ନେତୃତ୍ୱାଧୀନ ପର୍ଯ୍ୟଟନ ବିକାଶ ପାଇଁ ଆହ୍ୱାନ

September 27, 2026

ଏସ୍‌ଆଇଆର୍‌ ଅଭିଯୋଗକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ

September 27, 2026
Latest News

ଗାଡ଼ିର ରଙ୍ଗ ପଛରେ ଲୁଚିଛି ବୈଜ୍ଞାନିକ କାରଣ: ଜାଣନ୍ତୁ ଦମକଳ, ସ୍କୁଲ ବସ୍ ଓ ଆମ୍ବୁଲାନ୍ସର ବିଶେଷତ୍ୱ

September 28, 2026

ଏକ ହଜାର କୋଟିର ନିବେଶ ପାଇଁ ‘ଫାର୍ମଏକ୍ସ’ ପକ୍ଷରୁ ଉପମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରସ୍ତାବ

September 28, 2026

ଦେଶର ପ୍ରଥମ ଏଲ୍‌ଏନ୍‌ଜି ଚାଳିତ ଟ୍ରେନର ଶୁଭାରମ୍ଭ କଲେ ଗୃହମନ୍ତ୍ରୀ

September 28, 2026

ପ୍ରଥମ ଦିନିକିଆରେ ଅନେକ ରେକର୍ଡ ସ୍ଥାପନ କଲେ କୋହଲି

September 28, 2026

ଆଜି ସେପ୍ଟେମ୍ବର ୨୮ ତାରିଖ ଏହି ରାଶିର ବ୍ୟକ୍ତିମାନେ ପାଇବେ ଖୁସି ଖବର

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.