Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋରାପୁଟ ଶାନ୍ତି ଲଜ୍‌ରୁ ସ୍ୱାମୀ-ସ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଆଜିର ଖବର

କୋରାପୁଟ ଶାନ୍ତି ଲଜ୍‌ରୁ ସ୍ୱାମୀ-ସ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

September 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କୋରାପୁଟ ଶାନ୍ତି ଲଜ୍‌ରୁ ସ୍ୱାମୀ-ସ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କୋରାପୁଟ: କୋରାପୁଟ ସହରର ଶାନ୍ତି ଲଜ୍‌ରୁ ଏକ ଦମ୍ପତିଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ସ୍ୱାମୀ-ସ୍ତ୍ରୀ ହେଲେ ବିଜୟ ଡାକୁଆ ଏବଂ ବିଜୟଲକ୍ଷ୍ମୀ ଡାକୁଆ। ଉଭୟଙ୍କ ଘର ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳରେ ବୋଲି ସୂଚନା ମିଳିଛି।

ସୂଚନା ଅନୁସାରେ, ସୋମବାର ସକାଳେ ଉଭୟ ସ୍ୱାମୀ-ସ୍ତ୍ରୀ କୌଣସି ଚିକିତ୍ସା କାର୍ଯ୍ୟରେ କୋରାପୁଟ ଆସି ଶାନ୍ତି ଲଜ୍‌ରେ ଏକ କୋଠରୀ ଭଡ଼ା ନେଇ ରହିଥିଲେ। ତେବେ ପରବର୍ତ୍ତୀ ସମୟରେ ଲଜ୍‌ର ସେହି କୋଠରୀ ମଧ୍ୟରୁ ଉଭୟଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା। ଏହି ଘଟଣା ସମ୍ପର୍କରେ ଜାଣିବା ପରେ ଲଜ୍ କର୍ମଚାରୀ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଚାଞ୍ଚଲ୍ୟ ଖେଳିଯାଇଥିଲା।

ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ବୋଲି ସନ୍ଦେହ କରାଯାଉଥିଲେ ହେଁ, କେଉଁ ପରିସ୍ଥିତିରେ ଏବଂ କେଉଁ କାରଣରୁ ଉଭୟ ଏଭଳି ଚରମ ନିଷ୍ପତ୍ତି ନେଲେ, ତାହାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଘଟଣା ସମ୍ପର୍କରେ ଖବର ପାଇ ପୁଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକୁ ଉଦ୍ଧାର କରିବା ସହ ଘଟଣାର ବ୍ୟାପକ ତଦନ୍ତ ଆରମ୍ଭ କରିଛି।

deadbody husband and wife
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟ ନିର୍ବାଚନ କମିଶନରଙ୍କ ବିରୋଧରେ କଂଗ୍ରେସର ପ୍ରତିବାଦ: SIR ପ୍ରସଙ୍ଗରେ ପି. ଚିଦାମ୍ବରମଙ୍କ ବଡ଼ ବିବୃତ୍ତି

September 28, 2026

କଳିଙ୍ଗା ଘାଟିରେ ହୋଇଥିବ ଭୂସ୍ଖଳନ ସ୍ଥାନର ସ୍ଥିତି ଯାଞ୍ଚ କଲେ ପ୍ରମୁଖ ଶାସନ ସଚିବ

September 28, 2026

ଚାପୁଡ଼ା ମାରିବା ଘଟଣା: ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ

September 28, 2026

ବିଶ୍ୱ ଜଳାତଙ୍କ ଦିବସରେ ରାଜ୍ୟବ୍ୟାପୀ ସଚେତନତା କାର୍ଯ୍ୟକ୍ରମ

September 28, 2026
Latest News

କୋରାପୁଟ ଶାନ୍ତି ଲଜ୍‌ରୁ ସ୍ୱାମୀ-ସ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

September 28, 2026

ମୁଖ୍ୟ ନିର୍ବାଚନ କମିଶନରଙ୍କ ବିରୋଧରେ କଂଗ୍ରେସର ପ୍ରତିବାଦ: SIR ପ୍ରସଙ୍ଗରେ ପି. ଚିଦାମ୍ବରମଙ୍କ ବଡ଼ ବିବୃତ୍ତି

September 28, 2026

କଳିଙ୍ଗା ଘାଟିରେ ହୋଇଥିବ ଭୂସ୍ଖଳନ ସ୍ଥାନର ସ୍ଥିତି ଯାଞ୍ଚ କଲେ ପ୍ରମୁଖ ଶାସନ ସଚିବ

September 28, 2026

ଚାପୁଡ଼ା ମାରିବା ଘଟଣା: ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ

September 28, 2026

ବିଶ୍ୱ ଜଳାତଙ୍କ ଦିବସରେ ରାଜ୍ୟବ୍ୟାପୀ ସଚେତନତା କାର୍ଯ୍ୟକ୍ରମ

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.