Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ତଟରକ୍ଷୀ ବାହିନୀ ଓ ଏଟିଏସ୍‌ର ବଡ଼ ସଫଳତା: ୩୦୦୦ କୋଟିର ଡ୍ରଗ୍ସ ଜବତ, ୫ ପାକିସ୍ତାନୀ ଗିରଫ
ଆଜିର ଖବର

ଭାରତୀୟ ତଟରକ୍ଷୀ ବାହିନୀ ଓ ଏଟିଏସ୍‌ର ବଡ଼ ସଫଳତା: ୩୦୦୦ କୋଟିର ଡ୍ରଗ୍ସ ଜବତ, ୫ ପାକିସ୍ତାନୀ ଗିରଫ

September 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତୀୟ ତଟରକ୍ଷୀ ବାହିନୀ ଓ ଏଟିଏସ୍‌ର ବଡ଼ ସଫଳତା: ୩୦୦୦ କୋଟିର ଡ୍ରଗ୍ସ ଜବତ, ୫ ପାକିସ୍ତାନୀ ଗିରଫ

ଗାନ୍ଧୀନଗର: ଆରବ ସାଗରରେ ଚୋରା ନିଶା କାରବାର ବିରୋଧରେ ଭାରତୀୟ ସୁରକ୍ଷା ଏଜେନ୍ସିଗୁଡ଼ିକୁ ମିଳିଛି ଏକ ବଡ଼ ସଫଳତା। ଭାରତୀୟ ତଟରକ୍ଷୀ ବାହିନୀ ଏବଂ ଗୁଜରାଟ ଆତଙ୍କବାଦ ନିରୋଧୀ ଦଳ (ଏଡିଏସ୍‌) ର ମିଳିତ ଅଭିଯାନରେ ଲକ୍ଷଦ୍ୱୀପ ନିକଟସମୁଦ୍ରରୁ ପ୍ରାୟ ୩,୦୦୦ କୋଟିରୁ ଅଧିକ ମୂଲ୍ୟର ବିପୁଳ ପରିମାଣର ଡ୍ରଗ୍ସ ଜବତ କରାଯିବା ସହ ୫ ଜଣ ପାକିସ୍ତାନୀ ନାଗରିକଙ୍କୁ ଗିରଫ କରାଯାଇଛି।

ଲାକ୍ଷାଦ୍ୱୀପର ପଶ୍ଚିମ ଭାଗରେ ଏକ ସନ୍ଦିଗ୍ଧ ଇରାନୀ ଡଙ୍ଗାର ଗତିବିଧି ଦେଖି ସୁରକ୍ଷାବାହିନୀ ତୁରନ୍ତ ଚଢ଼ଉ କରିଥିଲେ। ଯାଞ୍ଚ ପରେ ସେଥିରୁ ପ୍ରାୟ ୫୨୬ କିଲୋଗ୍ରାମ ଉଚ୍ଚମାନର ନିଶାଦ୍ରବ୍ୟ ଜବତ ହୋଇଛି, ଯାହାର ଆନ୍ତର୍ଜାତୀୟ ବଜାର ମୂଲ୍ୟ ୩୦୦୦ କୋଟି ଟଙ୍କାରୁ ଅଧିକ ହେବ ବୋଲି ଆକଳନ କରାଯାଇଛି। ଏହି ଅଭିଯାନ ସମୟରେ ଡଙ୍ଗାରେ ଥିବା ୫ ଜଣ ପାକିସ୍ତାନୀ ନାଗରିକଙ୍କୁ ଗିରଫ କରାଯାଇଛି। ସମୁଦ୍ର ପଥ ଦେଇ ଭାରତକୁ ଏତେ ବଡ଼ ପରିମାଣର ଡ୍ରଗ୍ସ ଚୋରା ଚାଲାଣ କରିବା ପଛରେ କେଉଁ ଅନ୍ତର୍ଜାତୀୟ ନେଟୱାର୍କ କାମ କରୁଛି, ସେ ନେଇ ଗିରଫ ଅଭିଯୁକ୍ତମାନଙ୍କୁ  ପଚରାଉଚରା କରାଯାଉଛି।

ସୂଚନାଯୋଗ୍ୟ ଯେ, ଗତ ସେପ୍ଟେମ୍ବର ୨୫ ତାରିଖରେ ସୁରକ୍ଷା ବାହିନୀ ସମୁଦ୍ର ମଧ୍ୟରେ ଏହି ସନ୍ଦେହଜନକ ଡଙ୍ଗାଟିକୁ ପ୍ରଥମେ ଚିହ୍ନଟ କରିଥିଲେ। ପରବର୍ତ୍ତୀ ସମୟରେ ଏହାକୁ ଘେରାବନ୍ଦୀ କରି ଅଟକାଯିବା ସହ ସମ୍ପୂର୍ଣ୍ଣ ସାମଗ୍ରୀ ଜବତ କରାଯାଇ ସମୁଦ୍ରପଥରେ ଚାଲିଥିବା ଏକ ବଡ଼ ଚୋରାଚାଲାଣ ଉଦ୍ୟମକୁ ପଣ୍ଡ କରାଯାଇଛି।

arrest ats Indian Coast Guard
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୨ରୁ ୩୧ ପର୍ଯ୍ୟନ୍ତ ସରକାରଙ୍କ ସ୍ୱଚ୍ଛତା ଓ ବକେୟା କାର୍ଯ୍ୟ ହ୍ରାସ ଅଭିଯାନ

September 30, 2026

ମୟୂରଭଞ୍ଜର ବାଉଁଶ ଚାଷୀକୁ ଆଇଏଫଡବ୍ଲ୍ୟୁସିଏସ୍ ପକ୍ଷରୁ “ପ୍ରମାଣ” ସାର୍ଟିଫିକେଟ୍ ପ୍ରଦାନ

September 30, 2026

ବୁଡ଼ଗାମ୍‌ ଏନ୍‌କାଉଣ୍ଟର: ‘ଅପରେସନ୍ କୋରାଗ’ରେ ଲଶ୍କର ଟପ୍ କମାଣ୍ଡର ମୂସା ନିପାତ

September 30, 2026

ୟୁଟ୍ୟୁବ୍‌ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ରେ କେନ୍ଦ୍ର ମନ୍ତ୍ରୀଙ୍କ ଉଦବୋଧନ

September 30, 2026
Latest News

ଭାରତୀୟ ତଟରକ୍ଷୀ ବାହିନୀ ଓ ଏଟିଏସ୍‌ର ବଡ଼ ସଫଳତା: ୩୦୦୦ କୋଟିର ଡ୍ରଗ୍ସ ଜବତ, ୫ ପାକିସ୍ତାନୀ ଗିରଫ

September 30, 2026

ଅକ୍ଟୋବର ୨ରୁ ୩୧ ପର୍ଯ୍ୟନ୍ତ ସରକାରଙ୍କ ସ୍ୱଚ୍ଛତା ଓ ବକେୟା କାର୍ଯ୍ୟ ହ୍ରାସ ଅଭିଯାନ

September 30, 2026

ମୟୂରଭଞ୍ଜର ବାଉଁଶ ଚାଷୀକୁ ଆଇଏଫଡବ୍ଲ୍ୟୁସିଏସ୍ ପକ୍ଷରୁ “ପ୍ରମାଣ” ସାର୍ଟିଫିକେଟ୍ ପ୍ରଦାନ

September 30, 2026

ବୁଡ଼ଗାମ୍‌ ଏନ୍‌କାଉଣ୍ଟର: ‘ଅପରେସନ୍ କୋରାଗ’ରେ ଲଶ୍କର ଟପ୍ କମାଣ୍ଡର ମୂସା ନିପାତ

September 30, 2026

ୟୁଟ୍ୟୁବ୍‌ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ରେ କେନ୍ଦ୍ର ମନ୍ତ୍ରୀଙ୍କ ଉଦବୋଧନ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.