Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲରେ ସ୍ୱଚ୍ଛତା କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

October 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲରେ ସ୍ୱଚ୍ଛତା କାର୍ଯ୍ୟକ୍ରମ
ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

ବାଣପୁର: ଆଜି ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସେଣ୍ଟ ଜାଭିୟର ହାଇସ୍କୁଲ, ବାଣପୁର ଆନୁକୂଲ୍ୟରେରେ ଏକ ସ୍ୱଚ୍ଛତା କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏଥିରେ ବିଦ୍ୟାଳୟ ସମସ୍ତ
କର୍ମଚାରୀମାନେ ବିଦ୍ୟାଳୟର ପରିସର ଏବଂ ଆଖପାଖ ପରିବେଶକୁ ସଫା କରିବା ସହ ଗାନ୍ଧୀ ଜୟନ୍ତୀ ମଧ୍ୟ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଅଧ୍ୟକ୍ଷ ଶକ୍ତି ପ୍ରସାଦ ମହାନ୍ତି ଉଦଘାଟନ କରିବା ସହ ସମସ୍ତଙ୍କୁ ଗାନ୍ଧିଜୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବାପାଇଁ ଆହ୍ୱାନ ଦେଇଥିଲେ। ପରିଶେଷରେ ବିଦ୍ୟାଳୟର ଉପାଧ୍ୟକ୍ଷ ସତ୍ୟ ନାରାୟଣ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ବାଣପୁର ସେଣ୍ଟ ଜ଼ାଭିୟର ହାଇସ୍କୁଲ ସ୍ୱଚ୍ଛତା କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 2, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ

October 2, 2026

ବାଣପୁରରେ ସେବା ସଙ୍କଳ୍ପ ଅଭିଯାନ: ରକ୍ତଦାନ ଶିବିର ସାଙ୍ଗକୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 30, 2026

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026
Latest News

ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

October 2, 2026

ପ୍ରଧାନମନ୍ତ୍ରୀଙ୍କୁ ମିଳିଥିବା ଉପହାରର ଇ ନିଲାମ ପ୍ରକ୍ରିୟା ଅକ୍ଟୋବର ୩୧ ପର୍ଯ୍ୟନ୍ତ ବୃଦ୍ଧି

October 2, 2026

କୋଟ୍ଟାଭାଲାସା–କୋରାପୁଟ ଦୋହରୀକରଣ ପ୍ରକଳ୍ପରେ ସୁଡ଼ଙ୍ଗ ଖନନ କାର୍ଯ୍ୟ ସଫଳତା ସହିତ ସମାପ୍ତ

October 2, 2026

ଇତିହାସ ରଚିଲା ଭାରତର ମହିଳା ହକି ଦଳ: ୪୪ ବର୍ଷ ପରେ ଏସୀୟ କ୍ରୀଡ଼ାରେ ଜିତିଲା ସ୍ୱର୍ଣ୍ଣ ପଦକ

October 2, 2026

ଖୋରଧା ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.