Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୟାପଲ୍ଲୀ ଦୁଷ୍କର୍ମ ଘଟଣା: ଚନ୍ଦକାରେ ଅଭିଯୁକ୍ତକୁ ଏନକାଉଣ୍ଟର
ଆଜିର ଖବର

ନୟାପଲ୍ଲୀ ଦୁଷ୍କର୍ମ ଘଟଣା: ଚନ୍ଦକାରେ ଅଭିଯୁକ୍ତକୁ ଏନକାଉଣ୍ଟର

October 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୟାପଲ୍ଲୀ ଦୁଷ୍କର୍ମ ଘଟଣା: ଚନ୍ଦକାରେ ଅଭିଯୁକ୍ତକୁ ଏନକାଉଣ୍ଟର

ଭୁବନେଶ୍ୱର: ନୟାପଲ୍ଲୀ ଥାନା ବେହେରା ସାହିରେ ଜଣେ ଯୁବତୀଙ୍କୁ ବନ୍ଧୁକ ମୁନରେ ଦୁଷ୍କର୍ମ କରିବା ଘଟଣାରେ କମିଶନରେଟ୍ ପୋଲିସ କଠୋର ପଦକ୍ଷେପ ଗ୍ରହଣ କରିଛି। ପୋଲିସ ଆଜି ଅଭିଯୁକ୍ତ ଶ୍ରୀଧର ପଣ୍ଡାକୁ ଏନ୍‌କାଉଣ୍ଟର କରିଛି। ସେ ଖସିଯିବା ପାଇଁ ପୋଲିସ ଉପରକୁ ଗୁଳି ଚଳାଇବାରୁ, ଆତ୍ମରକ୍ଷା ପାଇଁ ପୋଲିସ ପାଲଟା ଗୁଳିଚାଳନା କରିଥିଲା। ଗୁଳିମାଡ଼ରେ ଆହତ ଅଭିଯୁକ୍ତକୁ ତୁରନ୍ତ ଚିକିତ୍ସା ପାଇଁ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାନୁସାରେ, ଅଭିଯୁକ୍ତ ଶ୍ରୀଧର ପଣ୍ଡାକୁ ପୋଲିସ ଭୁବନେଶ୍ୱରର ଚନ୍ଦକା ଅଞ୍ଚଳରେ ଠାବ କରିଥିଲା। ସେଠାରୁ ଖସିଯିବାକୁ ଉଦ୍ୟମ କରି ସେ ପୋଲିସ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଇଥିଲା। ପୋଲିସ ନିଜ ସୁରକ୍ଷା ପାଇଁ ଗୁଳି ଚଳାଇବାରୁ ଶ୍ରୀଧର ଆହତ ହୋଇ ଟଳିପଡ଼ିଥିଲା। ଭୁବନେଶ୍ୱର ଡିସିପି ସର୍ବଣା ବିବେକ୍ ଏମ୍. ଦେଇଥିବା ସୂଚନା ଅନୁଯାୟୀ, ଅଭିଯୁକ୍ତ ଶ୍ରୀଧର ଗୋଡ଼ରେ ୨ଟି ଗୁଳି ବାଜିଛି। ସେ ସୁସ୍ଥ ହେବା ପରେ ନୟାପଲ୍ଲୀ ଥାନା ପୋଲିସ ପକ୍ଷରୁ ତାକୁ ଆନୁଷ୍ଠାନିକ ଭାବେ ଗିରଫ କରାଯିବ।

ଏନକାଉଣ୍ଟର କମିଶନରେଟ୍‌ ପୁଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ସୁବର୍ଣ୍ଣରେଖା ନଦୀରେ ବୁଡ଼ି ନାବାଳକଙ୍କ ମୃତ୍ୟୁ, ଅନ୍ୟ ଜଣେ ନିଖୋଜ

October 3, 2026

ରାୟଗଡ଼ା ଡିଭିଜନରେ ଭୂସ୍ଖଳନ ଯୋଗୁଁ ରେଳ ସେବା ପ୍ରଭାବିତ: ବାତିଲ ହେଲା ଟ୍ରେନ୍

October 3, 2026

ପଞ୍ଚମ କୌଟିଲ୍ୟ ଆର୍ଥିକ ସମ୍ମିଳନୀରେ ଉଦବୋଧନ ଦେଲେ ଡକ୍ଟର ପି.କେ. ମିଶ୍ର

October 3, 2026

ଜଳ ସଙ୍କଟ ଦୂର ପାଇଁ ପଦକ୍ଷେପ: କାର୍ଯ୍ୟ ଶୀଘ୍ର ସାରିବାକୁ ପରାମର୍ଶ

October 3, 2026
Latest News

ନୟାପଲ୍ଲୀ ଦୁଷ୍କର୍ମ ଘଟଣା: ଚନ୍ଦକାରେ ଅଭିଯୁକ୍ତକୁ ଏନକାଉଣ୍ଟର

October 3, 2026

ସୁବର୍ଣ୍ଣରେଖା ନଦୀରେ ବୁଡ଼ି ନାବାଳକଙ୍କ ମୃତ୍ୟୁ, ଅନ୍ୟ ଜଣେ ନିଖୋଜ

October 3, 2026

ରାୟଗଡ଼ା ଡିଭିଜନରେ ଭୂସ୍ଖଳନ ଯୋଗୁଁ ରେଳ ସେବା ପ୍ରଭାବିତ: ବାତିଲ ହେଲା ଟ୍ରେନ୍

October 3, 2026

ପଞ୍ଚମ କୌଟିଲ୍ୟ ଆର୍ଥିକ ସମ୍ମିଳନୀରେ ଉଦବୋଧନ ଦେଲେ ଡକ୍ଟର ପି.କେ. ମିଶ୍ର

October 3, 2026

ଜଳ ସଙ୍କଟ ଦୂର ପାଇଁ ପଦକ୍ଷେପ: କାର୍ଯ୍ୟ ଶୀଘ୍ର ସାରିବାକୁ ପରାମର୍ଶ

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.