Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛାତ୍ର ସଂସଦ ନିର୍ବାଚନ: କ୍ୟାମ୍ପସରେ ଅଣଛାତ୍ରଙ୍କ ଅନୁପ୍ରବେଶ ରୋକିବାକୁ DGPଙ୍କ ନିର୍ଦ୍ଦେଶ
ଆଜିର ଖବର

ଛାତ୍ର ସଂସଦ ନିର୍ବାଚନ: କ୍ୟାମ୍ପସରେ ଅଣଛାତ୍ରଙ୍କ ଅନୁପ୍ରବେଶ ରୋକିବାକୁ DGPଙ୍କ ନିର୍ଦ୍ଦେଶ

October 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କ୍ୟାମ୍ପସରେ ଅଣଛାତ୍ରଙ୍କ ଅନୁପ୍ରବେଶ ରୋକିବାକୁ DGPଙ୍କ ନିର୍ଦ୍ଦେଶ
କ୍ୟାମ୍ପସରେ ଅଣଛାତ୍ରଙ୍କ ଅନୁପ୍ରବେଶ ରୋକିବାକୁ DGPଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟର ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଆଗାମୀ ଛାତ୍ର ସଂସଦ ନିର୍ବାଚନକୁ ସୁଚାରୁ ଓ ଶାନ୍ତିପୂର୍ଣ୍ଣ ଭାବେ ପରିଚାଳନା କରିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ନିର୍ବାଚନ ସମୟରେ କ୍ୟାମ୍ପସରେ ଅଶାନ୍ତି, ହିଂସା କିମ୍ବା ବାହାର ଲୋକଙ୍କ ଗଣ୍ଡଗୋଳ ଏଡ଼ାଇବା ପାଇଁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (DGP) ବିନୟ ତୋଷ ସମସ୍ତ ଜିଲ୍ଲାର ଏସପିଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

କଲେଜ ଓ ୟୁନିଭରସିଟି କ୍ୟାମ୍ପସ ପରିସରରେ ଶାନ୍ତି ଭଙ୍ଗ କରୁଥିବା ଅଣଛାତ୍ରଙ୍କ ଉପରେ ତୀକ୍ଷ୍ଣ ନଜର ରଖିବା ସହ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ କୁହାଯାଇଛି। ଏହାସହ ନିର୍ବାଚନ ସମୟରେ ପାଠପଢ଼ା ପରିବେଶ ନଷ୍ଟ ନକରି ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ଡିଜିପି ଛାତ୍ରଛାତ୍ରୀ ଓ ସଙ୍ଗଠନଗୁଡ଼ିକୁ ଆହ୍ୱାନ ଦେଇଛନ୍ତି।

ଘୋଷିତ ସୂଚୀ ଅନୁଯାୟୀ, ଆସନ୍ତାକାଲି କଲେଜଗୁଡ଼ିକ ପକ୍ଷରୁ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇବ। ଏହାପରେ ୯ ତାରିଖରେ ପ୍ରାର୍ଥୀପତ୍ର ଦାଖଲ (ନୋମିନେସନ) କରାଯିବ। ୧୫ ତାରିଖରେ ମତଦାନ ଅନୁଷ୍ଠିତ ହେବାକୁ ଥିବାବେଳେ ୧୬ ତାରିଖରେ ନବନିର୍ବାଚିତ ଛାତ୍ର ନେତା ଓ ନେତ୍ରୀମାନେ ଶପଥ ଗ୍ରହଣ କରିବେ।

କ୍ୟାମ୍ପସ ଛାତ୍ର ସଂସଦ ନିର୍ବାଚନ ଡିଜିପି
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆର କ୍ୟାପ୍ଟେନ୍ସି ଛାଡ଼ିଲେ ହରମନପ୍ରୀତ କୌର

October 6, 2026

ଟ୍ରେନ୍ ଯାତ୍ରୀଙ୍କୁ ବଡ଼ ଝଟକା! ଏକାଥରେ ୨୦ରୁ ଅଧିକ ଟ୍ରେନ୍ ବାତିଲ, ଜାଣନ୍ତୁ ପୂରା ତାଲିକା

October 6, 2026

CEC ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ମେଗା ମାର୍ଚ୍ଚ: ନବୀନଙ୍କ ନିର୍ଦ୍ଦେଶରେ ଦିଲ୍ଲୀରେ ସାମିଲ ହେବ BJD

October 6, 2026

ଠାକୁରମୁଣ୍ଡା ମେଡିକାଲରେ ଅମାନବୀୟ ଚିତ୍ର: ୩୬ ଘଣ୍ଟା ଧରି ପଡ଼ିରହିଲା ମୃତଦେହ

October 6, 2026
Latest News

ଛାତ୍ର ସଂସଦ ନିର୍ବାଚନ: କ୍ୟାମ୍ପସରେ ଅଣଛାତ୍ରଙ୍କ ଅନୁପ୍ରବେଶ ରୋକିବାକୁ DGPଙ୍କ ନିର୍ଦ୍ଦେଶ

October 6, 2026

କେରଳ ଯିବାକୁ ପ୍ଲାନ୍ କରୁଛନ୍ତି କି? IRCTCର ୮ ଦିନିଆ ପ୍ୟାକେଜ୍‌ରେ ମିଳିବ ହାଉସବୋଟ୍‌ର ମଜା

October 6, 2026

ପାର୍ବଣ ପୂର୍ବରୁ ବିମାନ ଯାତ୍ରୀଙ୍କୁ ଝଟକା: ଆଜିଠାରୁ ନୂଆ ଦର ଲାଗୁ କଲା ଇଣ୍ଡିଗୋ

October 6, 2026

ଟିମ୍ ଇଣ୍ଡିଆର କ୍ୟାପ୍ଟେନ୍ସି ଛାଡ଼ିଲେ ହରମନପ୍ରୀତ କୌର

October 6, 2026

ଟ୍ରେନ୍ ଯାତ୍ରୀଙ୍କୁ ବଡ଼ ଝଟକା! ଏକାଥରେ ୨୦ରୁ ଅଧିକ ଟ୍ରେନ୍ ବାତିଲ, ଜାଣନ୍ତୁ ପୂରା ତାଲିକା

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.