Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୋଗ ପୁରସ୍କାର ପ୍ରଦାନ କଲେ ମୋଦି : ୧୨ଟି ଡାକଟିକେଟ କଲେ ଜାରି
ଆଜିର ଖବର

ଯୋଗ ପୁରସ୍କାର ପ୍ରଦାନ କଲେ ମୋଦି : ୧୨ଟି ଡାକଟିକେଟ କଲେ ଜାରି

August 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲୀଠାରେ ବିଜ୍ଞାନ ଭବନ ପରିସରରେ ଆୟୁର୍ବେଦ ଦ୍ବାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗର ସମ୍ବର୍ଦ୍ଧନ ଓ ବିକାଶରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ବ୍ୟକ୍ତିବିଶେଷଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ମାନିତ କରିଛନ୍ତି। ଏହି ଅବସରରେ ୧୨ଜଣ ଆୟୁଷ ବିଶେଷଜ୍ଞଙ୍କ ନାଁରେ ସ୍ମାରକ ଡାକଟିକେଟ୍‌ ଜାରି ମଧ୍ୟ କରିଛନ୍ତି । ଏହି ପୁରସ୍କାରର ଘୋଷଣା ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ କରାଯାଇଥିଲା । ଏହି ଅବସରରେ ମୋଦି କହିଛନ୍ତି ଯେ, ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ ପାଇଁ ଯୋଗ ଓ ଆୟୁଷ୍‌ ଦୁଇଟି ମୁଖ୍ୟ ସ୍ତମ୍ବ । ଏହି କାର୍ଯ୍ୟକ୍ରମକୁ ସମ୍ବୋଧନ କରି ଜୀବନର ଅଧିକାଂଶ ସମୟ ଭଲ କାମ ପାଇଁ ଦେଇଛନ୍ତି ସେହିଭଳି ବ୍ୟକ୍ତିଙ୍କ ଉପରେ ଡାକ ଟିକେଟ ଜାରି କରାଯିବ ବୋଲି କହିଛନ୍ତି ।  ଯୋଗର ପ୍ରଚାର କରୁଥିବା ବ୍ୟକ୍ତିବିଶେଷଙ୍କୁ ସମ୍ମାନ କରନ୍ତି ବୋଲି କହିଛନ୍ତି ମୋଦି । ଏହି ଅବସରରେ ୧୦ଟି ଆୟୁଷ ସ୍ବାସ୍ଥ୍ୟ ଓ କଲ୍ୟାଣ କେନ୍ଦ୍ରର ଶୁଭାରମ୍ଭ ମଧ୍ୟ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜୀଉଙ୍କର ଅଳଙ୍କାର: ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

September 22, 2025

ଭାରତ ପୋଏଲ୍ଟ୍ରି ଏକ୍ସପୋ ଉଦଯାପିତ, ସମ୍ବର୍ଦ୍ଧିତ ହେଲେ ସଫଳ କୁକୁଡା ଚାଷୀ ଓ ଉଦ୍ୟୋଗୀ

September 22, 2025

ବାଣପୁରରେ ନିଆରା ପରମ୍ପରା ଭେଟ ଅମାବାସ୍ୟା, ସପ୍ତମାତୃଶକ୍ତିର ମହାମିଳନ ମହୋତ୍ସବ

September 22, 2025

ନବରାତ୍ରିର ପ୍ରଥମ ଦିନରେ GST ସଂସ୍କାର: ଆଜିଠାରୁ କ’ଣ ଶସ୍ତା ଏବଂ କ’ଣ ହେବ ମହଙ୍ଗା?

September 22, 2025
Latest News

ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜୀଉଙ୍କର ଅଳଙ୍କାର: ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

September 22, 2025

ଭାରତ ପୋଏଲ୍ଟ୍ରି ଏକ୍ସପୋ ଉଦଯାପିତ, ସମ୍ବର୍ଦ୍ଧିତ ହେଲେ ସଫଳ କୁକୁଡା ଚାଷୀ ଓ ଉଦ୍ୟୋଗୀ

September 22, 2025

ବାଣପୁରରେ ନିଆରା ପରମ୍ପରା ଭେଟ ଅମାବାସ୍ୟା, ସପ୍ତମାତୃଶକ୍ତିର ମହାମିଳନ ମହୋତ୍ସବ

September 22, 2025

ନବରାତ୍ରିର ପ୍ରଥମ ଦିନରେ GST ସଂସ୍କାର: ଆଜିଠାରୁ କ’ଣ ଶସ୍ତା ଏବଂ କ’ଣ ହେବ ମହଙ୍ଗା?

September 22, 2025

ଧଉଳି ଶାନ୍ତି ସ୍ତୁପରେ ପାଳିତ ହେଲା ବିଶ୍ୱ ଶାନ୍ତି ଉତ୍ସବ

September 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.