Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ବାଂଲାଦେଶରେ ଉତ୍ତେଜନା : ଜଗନ୍ନାଥ ମନ୍ଦିର ସାମ୍ନାରେ ଗୋମାଂସ ରାନ୍ଧିଲେ ମୁସଲିମ୍ ଛାତ୍ର
ଅନ୍ତରାଷ୍ଟ୍ରୀୟ

ବାଂଲାଦେଶରେ ଉତ୍ତେଜନା : ଜଗନ୍ନାଥ ମନ୍ଦିର ସାମ୍ନାରେ ଗୋମାଂସ ରାନ୍ଧିଲେ ମୁସଲିମ୍ ଛାତ୍ର

October 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Tension in Bangladesh: Muslim students cook beef in front of Jagannath Temple

ଢ଼ାକା: ବାଂଲାଦେଶର ଜଗନ୍ନାଥ ବିଶ୍ୱବିଦ୍ୟାଳୟ ପରିସରରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ମଧ୍ୟରେ ଥିବା ଜଗନ୍ନାଥ ମନ୍ଦିର ସାମ୍ନାରେ ଇସଲାମିକ୍ ହିଷ୍ଟ୍ରୀ କଲଚର୍ ବିଭାଗର କିଛି ମୁସଲିମ୍ ଛାତ୍ର ଉଦ୍ଦେଶ୍ୟମୂଳକ ଭାବେ ଗୋମାଂସ ରାନ୍ଧିବାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହାକୁ ନେଇ ହିନ୍ଦୁ ଛାତ୍ରଛାତ୍ରୀ ଏବଂ ସନାତନୀ ସଂଗଠନଗୁଡ଼ିକ ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା କରାଯିବା ସହ କଡ଼ା ବିରୋଧ କରାଯାଇଛି।

ଘଟଣାଟି ଅକ୍ଟୋବର ୧୨ ତାରିଖରେ ଘଟିଥିବା ବେଳେ, ପ୍ରତିବାଦ ପରେ ବିଶ୍ୱବିଦ୍ୟାଳୟ ପ୍ରଶାସନ କ୍ୟାମ୍ପସରେ ପଶୁବଳି ବା ହତ୍ୟା ଉପରେ କଟକଣା ଲଗାଇ ନୋଟିସ୍ ଜାରି କରିଥିଲା। ମାତ୍ର ଏହାର ପ୍ରତିବାଦରେ ମୁସଲିମ୍ ଛାତ୍ରମାନଙ୍କର ଏକ ଗୋଷ୍ଠୀ ଅକ୍ଟୋବର ୧୬ ତାରିଖରେ କ୍ୟାମ୍ପସରେ ଗାଈ କାଟି ଭୋଜି କରିବାକୁ ଖୋଲାଖୋଲି ଘୋଷଣା କରିଥିଲେ। ବିବାଦ ଅଧିକ ବଢ଼ିବାରୁ ପ୍ରଶାସନ ଦ୍ୱିତୀୟ ନୋଟିସ୍ ଜାରି କରି କହିଛି ଯେ, ଛାତ୍ରମାନଙ୍କର କାର୍ଯ୍ୟକ୍ରମ ଆୟୋଜନ କରିବାର ଅଧିକାର ଅଛି, କିନ୍ତୁ ଏହାଦ୍ୱାରା ଅନ୍ୟମାନଙ୍କ ଧାର୍ମିକ ଭାବନା ବା କାର୍ଯ୍ୟକଳାପରେ ବାଧା ପହଞ୍ଚିବା ଉଚିତ୍ ନୁହେଁ। ବାଂଲାଦେଶରେ ନିୟମିତ ଭାବେ ଅଳ୍ପସଂଖ୍ୟକ ହିନ୍ଦୁମାନଙ୍କ ପ୍ରତି ହେଉଥିବା ଏପରି ଆଚରଣ ବଡ଼ ଧରଣର ସାମ୍ପ୍ରଦାୟିକ ଅଶାନ୍ତି ସୃଷ୍ଟି କରିବାର ଆଶଙ୍କା ଉପୁଜାଇଛି।

ଜଗନ୍ନାଥ ମନ୍ଦିର ବାଂଲାଦେଶ ମୁସଲିମ୍‌ ଛାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶ କକ୍ସ ବଜାର ରିସର୍ଟରେ ଅଗ୍ନିକାଣ୍ଡ: ଗୋଟିଏ ପରିବାରର ୬ ଜଣଙ୍କ ସମେତ ୧୦ ମୃତ

October 18, 2026

ସିଜେପି ପ୍ରୋଟେଷ୍ଟକୁ ନେଇ ଆମେରିକାରେ ହଲଚଲ: ରୁବିଓଙ୍କୁ ଚିଠି ଲେଖିଲେ ୬ ଡେମୋକ୍ରାଟ୍ ସାଂସଦ

October 17, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ରୁଷରୁ ତୈଳ ଏବଂ ଗ୍ୟାସ କ୍ରୟ ପାଇଁ ଭାରତ ଉପରେ ଲାଗୁ ହେବ ନାହିଁ ଶୁଳ୍କ

October 17, 2026

୭୦ ବର୍ଷ ପରେ ଆଇଏମ୍‌ଏଫ୍ ଓ ବିଶ୍ୱବ୍ୟାଙ୍କ ବୋର୍ଡର ଅଧ୍ୟକ୍ଷତା କରିବ ପାକିସ୍ତାନ

October 17, 2026
Latest News

ଅଷ୍ଟମୀ-ନବମିରେ କରନ୍ତୁ ଯଜ୍ଞ: ମିଳିବ ମାତା ରାଣୀଙ୍କ ଆଶୀର୍ବାଦ

October 18, 2026

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026

ନବରାତ୍ରୀ ଉତ୍ସବରେ “ଗରବା” ନୃତ୍ୟର ପରଂପରା ଏବଂ ନୃତ୍ୟ ଶୈଳୀର ଆକର୍ଷଣ

October 18, 2026

ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ

October 18, 2026

ବିବାହରେ କାହିଁକି ହୁଏ ଅହେତୁକ ବିଳମ୍ବ? ଜାଣନ୍ତୁ କାରଣ ଏବଂ ସରଳ ପ୍ରତିକାର

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.